ପ୍ରମୂଖ ଖବର
  • ବାତ୍ୟା ପାଇଁ ଟ୍ୱିଟ୍‌ କରି ଚିନ୍ତା ପ୍ରକାଶ କରିଲେ କେନ୍ଦ୍ରମନ୍ତ୍ରୀ, ବ୍ୟାପକ କ୍ଷୟକ୍ଷତି ନହେବାକୁ ମହାପ୍ରଭୁଙ୍କ ପାଖରେ କରିଲେ ପ୍ରାର୍ଥନା
  • ||
  • ମାଡ଼ି ଆସୁଛି ବାତ୍ୟା 'ଦାନା', ମୁକାବିଲା କରିବା ପାଇଁ ପ୍ରସ୍ତୁତ ରହିଛି କେନ୍ଦ୍ରାପଡା ଅଗ୍ନିଶମ ବିଭାଗ
  • ||
  • ବାସୁଦେବପୁର : ବାତ୍ୟା 'ଦାନା'କୁ ନେଇ ପ୍ରଶାସନର ପ୍ରସ୍ତୁତି, ବାସୁଦେବପୁରରେ ପହଞ୍ଚିଲା ୩ ଟି ଓଡ୍ରାଫ ଟିମ୍‌
  • ||
  • ଉମରକୋଟ : ବସ୍‌ ଚାଳକଙ୍କୁ ଛୁରାମାଡ଼, ପୂର୍ବ ଶତ୍ରୁତାକୁ ନେଇ ଆକ୍ରମଣ ହୋଇଥିବା ସନ୍ଦେହ
  • ||
  • ସୃଷ୍ଟି ହେଲା ବାତ୍ୟା 'ଦାନା', ଘଣ୍ଟାପ୍ରତି ୧୮ କିଲୋମିଟର ବେଗରେ କରୁଛି ଗତି
  • ||
  • ବାତ୍ୟା ପାଇଁ ୨ ଦିନ ବନ୍ଦ ରହିବ ସୂର୍ଯ୍ୟ ମନ୍ଦିର
  • ||
  • ଲମତାପୁଟ : ଆମ୍ବୁଲାନ୍ସରୁ ୧୭୦ କେଜି ଗଞ୍ଜେଇ ଜବତ, ଡ୍ରାଇଭର ଫେରାର
  • ||
  • ବଲାଙ୍ଗୀର : ବୁଲେଟ୍-ଅଟୋ ମୁହାଁମୁହିଁ ଧକ୍କା, ଦୁର୍ଘଟଣାରେ ଚାଲିଗଲା ଜଣେ ଡାକ୍ତରଙ୍କ ଜୀବନ
  • ||
  • ଭୋଗରାଇ : ବାତ୍ୟା 'ଦାନା' ପାଇଁ ଦୀଘା ଖାଲି କରିବାକୁ ପ୍ରଶାସନର ନିର୍ଦ୍ଦେଶ, ଆସନ୍ତା ୨୬ ତାରିଖ ପର୍ଯ୍ୟନ୍ତ ହୋଟେଲରେ ହେବନି କୌଣସି ବୁକିଂ
  • ||

ମାଡ଼ି ଆସୁଛି 'ଦାନା' : କେନ୍ଦ୍ରାପଡ଼ାରେ ବାତ୍ୟା ମୁକାବିଲା କରିବ ମାଇକ୍ରୋ ଟିମ୍

କେନ୍ଦ୍ରାପଡ଼ା,୨୩/୧୦: ଭୟଙ୍କର ରୂପ ନେଇ ମାଡି ଆସୁଛି ବାତ୍ୟା 'ଦାନା' । ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ରାପଡା ଅଗ୍ନିଶମ ବିଭାଗ ପ୍ରସ୍ତୁତ ରହିଛି । ଅଗ୍ନିଶମ ବିଭାଗ ପକ୍ଷରୁ ମାଇକ୍ରୋ ଟିମ୍ ଗଠନ କରାଯାଇ ସ୍ଥିତିକୁ ମୁକାବିଲା କରିବା ପାଇଁ ଯୋଜନା ହୋଇଛି । ପାୱାର ବୋଟ୍, କଟର, ଲାଇଫ୍ ଜ୍ୟାକେଟ, ଜେନେରେଟର ଏବ୍ଂ ଲାଇଟ୍ ପ୍ରଭୃତି ପ୍ରସ୍ତୁତ ରଖିଛି ଅଗ୍ନିଶମ ବିଭାଗ ।

ଅଗ୍ନିଶମ ବିଭାଗର ଷ୍ଟେସନ୍ ଅଫିସର ଏହାର ନେତୃତ୍ତ୍ୱ ନେଇଛନ୍ତି । ତାଙ୍କ ନେତୃତ୍ତ୍ଵରେ ଅଗ୍ନିଶମ କର୍ମଚାରୀମାନେ ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ସେବା ଦେବା ପାଇଁ ପ୍ରସ୍ତୁତ ଅଛନ୍ତି । ବାତ୍ୟା ପୂର୍ବରୁ ସ୍ଥାନାନ୍ତର ଓ ବାତ୍ୟା ପରେ ଉଦ୍ଧାର ସହ ରିଲିଫ୍ ପରିଚାଳନା ଇତ୍ୟାଦିରେ ଅଗ୍ନିଶମ ବିଭାଗର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.