ପ୍ରମୂଖ ଖବର
  • ବିହାର ରାଜନୀତିରେ ବଡ଼ ଟ୍ବିଷ୍ଟ, ଖୁବଶୀଘ୍ର ନୂଆ ଦଳ ଘୋଷଣା କରିପାରନ୍ତି ତେଜ ପ୍ରତାପ ଯାଦବ
  • ||
  • ଜନ୍ମଦିନରେ ଛତିଶଗଡ଼ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପୁଅ ଗିରଫ; ଅବକାରୀ ଦୁର୍ନୀତି ମାମଲାରେ ବନ୍ଧିଲା ଇଡି
  • ||
  • ସକାଳେ ଗୁଳୁଗୁଳି, ଅପରାହ୍ନରେ ବର୍ଷା: ଭିଜିବ ଉପକୂଳରୁ ନେଇ ଆଭ୍ୟନ୍ତରୀଣ ଓଡ଼ିଶା, ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
  • ||
  • FM କଲେଜରେ ପହଞ୍ଚିଲେ ୟୁଜିସି ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍, ତଦନ୍ତ କରୁଛନ୍ତି ୪ ଜଣିଆ ଦଳ
  • ||
  • ଚାକିରି ଆଶା ଦେଖାଇ ଯୁବତୀଙ୍କୁ ନିର୍ଯାତନା: ରାଜସ୍ଥାନରୁ ଉଦ୍ଧାର ପରେ ଘରକୁ ଫେରିଲେ ଝିଅ
  • ||
  • ରାଜଧାନୀରେ ବିଭତ୍ସ ହତ୍ୟାକାଣ୍ଡ, ଯୁବକଙ୍କୁ ପଥରରେ ଛେଚି ମାରିଦେଲେ ବାଇକ୍ ଚୋର
  • ||
  • ଦିଲ୍ଲୀରେ ପୁଣି ୨୦ ଅଧିକ ବୋମା ଧମକ,ଆସିଥିଲା ଧମକପୂର୍ଣ୍ଣ ମେଲ୍, ପୁଲିସର ତଦାଘନା
  • ||
  • ଭୂକମ୍ପ ଝଟକାରେ ଥରିଲା ଚିଲି, ରିକ୍ଟର ସ୍କେଲରେ ତୀବ୍ରତା ୫.୭ ରେକର୍ଡ଼
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ଆତ୍ମାହୁତି ଘଟଣା: ଆଜି ବାଲେଶ୍ୱରରେ ଉଚ୍ଚଶିକ୍ଷା ବିଭାଗ କମିଟିର ତଦନ୍ତ, ଉପସ୍ଥିତ ରହିବେ ଆଇସିସିର ସମସ୍ତ ସଦସ୍ୟ
  • ||
  • TRFକୁ ଆତଙ୍କୀ ସଂଗଠନ ଘୋଷଣା କଲା ଆମେରିକା, ପହଲଗାମ ଆତଙ୍କୀ ଆକ୍ରମଣ ପାଇଁ କଲା ଦାୟୀ
  • ||

କେନ୍ଦ୍ରାପଡାରେ ବନ୍ଦ ପାଳନ, ତିନିମୁହାଣି ଛକରେ କଟକ-ଚାନ୍ଦବାଲି ରାସ୍ତା ଅବରୋଧ

Published By : Suraj Kumar | July 17, 2025 4:02 PM

କେନ୍ଦ୍ରାପଡା, ୧୭।୭ : ବାଲେଶ୍ୱର ଛାତ୍ରୀ ମୃତ୍ଯ ଘଟଣାକୁ ନେଇ ଓଡିଶା ବନ୍ଦ ପରିପ୍ରେକ୍ଷୀରେ କେନ୍ଦ୍ରାପଡାରେ ବନ୍ଦ ପାଳନ କରାଯାଇଛି l ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ସହରର ତିନିମୁହାଣୀ ଛକ ଠାରେ କଟକ-ଚାନ୍ଦବାଲି ରାସ୍ତା ଅବରୋଧ କରାଯାଇଥିଲା l 

ଏଫଏମ୍ କଲେଜ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟୁ ଘଟଣାରେ ନ୍ୟାୟିକ ଯାଞ୍ଚ କରିବା, ଦୋଷୀଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ , ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବି କରାଯାଇଛି l ବନ୍ଦ ଯୋଗୁଁ କେନ୍ଦ୍ରାପଡା ରେ ଜନଜୀବନ ପ୍ରଭାବିତ ହୋଇଛି l ଗାଡି ଚଳାଚଳ ବନ୍ଦ ରହିଛି l ଏହି ବନ୍ଦ କାର୍ଯ୍ୟକ୍ରମରେ କଂଗ୍ରେସ ନେତ୍ରୀ ସିପ୍ରା ମଲ୍ଲିକ, ହଳଧର ସେଠୀ , ବାମପନ୍ଥୀ ନେତା ଗୟାଧର ଧଳ, ଫକୀର ଚରଣ ଖଟୁଆ, ଆଦିକନ୍ଦ ରାଉଳ, ମାଧବ ଚନ୍ଦ୍ର ଦାସ ପ୍ରମୁଖ ଯୋଗ ଦେଇଥିଲେ l

Prameya Is Now On WhatsApp Join And Get Latest News Updates Delivered To You Via WhatsApp

ରାଜନୀତି

ମନୋରଞ୍ଜନ

Copyright © 2024 - Summa Real Media Private Limited. All Rights Reserved.