ପ୍ରମୂଖ ଖବର
  • ଗଞ୍ଜାମ: ଛତ୍ରପୁର ନିର୍ବାଚନ ମଣ୍ଡଳୀ ବିଜେଡି ପକ୍ଷରୁ ବିଭିନ୍ନ ଦାବି ନେଇ ଗଞ୍ଜାମ ବ୍ଲକ ଘେରାଉ
  • ||
  • ରାଉଲକେଲା: ଦଶାହ କର୍ମ ପାଇଁ ଆସିଥିବା ଯୁବକଙ୍କୁ ତୀର ମାଡ଼,ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି, ଅଭିଯୁକ୍ତ ଫେରାର
  • ||
  • ବୁଧବାର ରାଜ୍ୟ କ୍ୟାବିନେଟର ବୈଠକ, ବିଭିନ୍ନ ବିଭାଗର ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବରେ ବାଜିପାରେ ମୋହର
  • ||
  • 'ଏ ଜୋକର ଭାରତ ସହ ଲଢିବେ', ଜାଣନ୍ତୁ କେଉଁ ଫଟୋକୁ ନେଇ ପାକିସ୍ତାନ ଉପରେ ବର୍ଷିଲେ ୱୱେସୀ
  • ||
  • ନୂଆଦିଲ୍ଲୀ : ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଦେଶ ତଥା ରାଜ୍ୟର ସୁରକ୍ଷା ସମ୍ପର୍କିତ ବିଭିନ୍ନ ଦିଗକୁ ନେଇ କଲେ ଆଲୋଚନା
  • ||
  • ଭଦ୍ରକ ଅଲଟ୍ରା ସାଉଣ୍ଡର ତ୍ରୁଟି ପୂର୍ଣ୍ଣ ରିପୋର୍ଟ ଅଭିଯୋ, ମୃତ ଶିଶୁକୁ ଧରି ରାସ୍ତାରୋକ, ଗାଡ଼ି ଚଳାଚଳ ଠପ୍‌
  • ||
  • ଗଞ୍ଜାମ: ବଡ଼ ଆର୍ଜିପଲ୍ଲୀରେ ଡେଙ୍ଗୁ ଆତଙ୍କ: ୧୩ବର୍ଷର ନାବାଳକର ମୃତ୍ୟୁ ଅଭିଯୋଗ, ୮ଜଣ ଆକ୍ରାନ୍ତ
  • ||
  • ନାକଟିଦେଉଳ : ବିଦ୍ୟୁତ୍ ଆଘାତରେ ସ୍ତ୍ରୀ ମୃତ, ସ୍ଵାମୀ ଗୁରୁତର
  • ||
  • ମୁଣ୍ଡ ନୁଆଁଇଲା ପାକିସ୍ତାନ; ଭାରତ ସହ ଶାନ୍ତି ଆଲୋଚନା ଚାହୁଁ କହିଲେ ଶହବାଜ୍ ସରିଫ୍
  • ||
  • ଗଞ୍ଜାମ: ଘର ଆଗରେ ଗଣ୍ଡଗୋଳ କରିବାକୁ ମନା କରିବାରୁ ଯୁବକଙ୍କୁ ଛୁରାମାଡ଼
  • ||
  • ଢ଼େଙ୍କାନାଳ: ବାଇକ୍‌କୁ ଧକ୍କା ଦେଲା ତେଲ ବୋଝେଇ ଟ୍ୟାଙ୍କର , ପତ୍ନୀ ମୃତ, ସ୍ୱାମୀ ଓ ଶିଶୁପୁତ୍ର ଆହତ
  • ||
  • IPL 2025: ଆଜି ସୁପରଜାଏଣ୍ଟ୍‌ସକୁ ଭେଟିବ ରୟାଲ୍‌ ଚ୍ୟାଲେଞ୍ଜର୍ସ, ଟେବୁଲ୍‌ ଟପ୍ପର ଲକ୍ଷ୍ୟରେ ରଜତ ବାହିନୀ
  • ||
  • ଚାଞ୍ଚଲ୍ୟ; ପ୍ରବଚନ ଶୁଣି ଫେରୁଥିଲେ, କାର୍‌ରୁ ମିଳିଲା ପରିବାରର ୭ ଜଣଙ୍କ ମୃତଦେହ, ଆତ୍ମହତ୍ୟା ସନ୍ଦେହ
  • ||
  • ରଥ ଖଳା ହାଲ୍‌ଚାଲ୍...ରଥ ବ୍ରେକ୍‌ ଅଖ ନିର୍ମାଣ ଆରମ୍ଭ, ଚକରେ ଲାଗୁଛି ପନ୍ଦାରି ଚାବି
  • ||
  • ମଙ୍ଗଳବାର ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା,୨୯ ତାରିଖ ବେଳକୁ ମୌସୁମୀ ପହଞ୍ଚିପାରେ
  • ||

ଖୋର୍ଦ୍ଧା ବଲାଙ୍ଗୀର ରେଳପଥ ୪ନଂ ଟନେଲ ଟ୍ରାଜେଡି; ପୁଣି ଅନତୀ ନିକଟରେ ମାଟି ଭୁଶୁଡି ୨୦ ଫୁଟର ଗର୍ତ୍ତ ସୃଷ୍ଟି

Published By : Bijay Swain | May 27, 2025 10:31 PM

ହରଭଙ୍ଗା, ୨୭/୫(ଆପ୍ର): ପୁଣି ଚାରି ନଂ ଟନେଲରେ ଅନ୍ୟ ସ୍ଥାନରେ ମାଟି ଧସି ସୃଷ୍ଟି ହୋଇଛି ଗର୍ତ୍ତ l ଖୋର୍ଦ୍ଧା-ବଲାଙ୍ଗୀର ରେଳ ପ୍ରକଳ୍ପରେ ବୌଦ୍ଧ ଜିଲ୍ଲା ଆଡ଼େଣି ଗଡ଼ ନିକଟସ୍ଥ କଖାରୁଫାଳ ଟନେଲ ନଂ ୪ରେ ମାଟି ଭୁଶୁଡିବା ୨୦ ଘଣ୍ଟା ନପୁରୁଣୁ ସେହି ସ୍ଥାନରୁ ମାତ୍ର ୫୦ ମିଟର ଦୂରରେ ଆଉ ଏକ ଗର୍ତ୍ତ ସୃଷ୍ଟି ହୋଇଛି। ଏହି ଗର୍ତ୍ତ ୧୦ ଫୁଟ ଓସାରିଆ ହୋଇଥିବା ଦେଖିବାକୁ ମିଳିଛି। ପ୍ରାୟ ୨୦ ଫୁଟ ତଳକୁ ମାଟି ଅତଡା ଖସିଥିବାବେଳେ ଟନେଲ ତଳକୁ ମାଟି ଯାଇଛି ନା ନାହିଁ ତାହା ଏଯାଏ ସ୍ପଷ୍ଟ ହୋଇ ପାରିନାହିଁ । 

ଘଟଣାସ୍ଥଳରେ ଜଣେ କର୍ମଚାରୀ ଅନୁଧ୍ୟାନ କରି ଫେରିଥିବା ବେଳେ ଉପରିସ୍ଥ ଅଧିକାରୀଙ୍କୁ ଜଣାଇଥିବା ସୂଚନା ମିଳିଛି। ତେବେ ଗତ ୨୦ ଘଣ୍ଟା ଧରି ଏହି ଟନେଲରେ ବାରମ୍ବାର ମାଟି ଧସି ଦୁର୍ଘଟଣା ଘଟୁଥିବା ଓ ଗତକାଲିର ମାଟି ଅତଡ଼ା ଏ ପର୍ଯ୍ୟନ୍ତ ଠିକା ସଂସ୍ଥା ବାହାର କରିନଥିବା ନେଇ କ୍ଷୟକ୍ଷତିର ସୂଚନା ସଂପୁର୍ଣ ମିଳିପାରିନାହିଁ l

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.