ପ୍ରମୂଖ ଖବର
  • ଟି-ଟ୍ୱେଣ୍ଟି ବିଶ୍ୱକପ୍‌ରେ ସୁପର-୮ ରାଉଣ୍ଡ ଚୂଡ଼ାନ୍ତ, ଅଷ୍ଟ୍ରେଲିଆ, ଆଫଗାନିସ୍ତାନ, ବାଂଲାଦେଶକୁ ଭେଟିବ ଭାରତ
  • ||
  • କନିଷ୍ଠ ଶିକ୍ଷକ ଚୟନ ଅନିୟମିତତା ମାମଲା, ଓସେପା ମେରିଟ୍ ଲିଷ୍ଟ କାଏମ ରଖିଲେ ହାଇକୋର୍ଟ
  • ||
  • ବାଲେଶ୍ୱର: ଆଇନ ଶୃଙ୍ଖଳା ମାନିବା ସହ ଶାନ୍ତି ବଜାୟ ରଖିବାକୁ ଏସପି ସାଗରିକା ନାଥଙ୍କ ଅନୁରୋଧ
  • ||
  • ଭୁବନେଶ୍ୱର: ପଥରବନ୍ଦ ବସ୍ତିରେ ଗୋଷ୍ଠୀ ସଂଘର୍ଷ, ଘଟଣାସ୍ଥଳରେ ପୋଲିସ ମୁତୟନ
  • ||
  • ଜୁନ୍‌ ୨୦ରେ ବାଚସ୍ପତି ନିର୍ବାଚନ, ଖୁବ୍‌ଶୀଘ୍ର କଂଗ୍ରେସ ବିଧାୟକ ଦଳ ନେତା ଘୋଷଣା
  • ||
  • ଅସଲି ପୋଲିସ ହାତରେ ଧରାପଡ଼ିଲା ନକଲି ସିବିଆଇ ପୋଲିସ, ଲୋକଙ୍କଠୁ ଲୁଟୁଥିଲା ଲକ୍ଷାଧିକ ଟଙ୍କା
  • ||
  • ଖୋଲିଲା ସ୍କୁଲ, ଅଧା ଜିଲ୍ଲାରେ ସକାଳୁ କ୍ଲାସ ଆରମ୍ଭ, ୧୧ ଜିଲ୍ଲାରେ ୨୦ ଯାଏ ସ୍କୁଲ ବନ୍ଦ
  • ||
  • ମଙ୍ଗଳବାର, ବୁଧବାର ନବନିର୍ବାଚିତ ବିଧାୟକଙ୍କୁ ଶପଥ ପାଠ କରାଇବେ କାମଚଳା ବାସ୍ପପତି, ୨୦ ନୂଆ ବାଚସ୍ପତି ନିର୍ବାଚନ
  • ||
  • ଅଶାନ୍ତ ବାଲେଶ୍ୱର: ଗୋଷ୍ଠୀ ସଂଘର୍ଷ ପାଇଁ କର୍ଫ୍ୟୁ, ୨୪ ଘଣ୍ଟା ବନ୍ଦ ରହିବ ଦୋକାନ ବଜାର
  • ||
  • ରାଜ୍ୟରେ ୪୨% ନିଅଣ୍ଟିଆ ବର୍ଷା, ୩ ଜିଲ୍ଲାରେ ସ୍ୱାଭାବିକ, ୨୬ ଜିଲ୍ଲାରେ ନିଅଣ୍ଟିଆ: ୪ ଦିନ ଭିତରେ ମୌସୁମୀ ଅଗ୍ରସର ହେବ
  • ||

କୋରାପୁଟରେ ସ୍ଵାଭାବିକ ହେଲା ବସ୍ ଚଳାଚଳ, ସାଧାରଣ ଯାତ୍ରୀଙ୍କ ସ୍ୱାର୍ଥକୁ ପ୍ରାଥମିକତା ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ୱର, ୧୫/୦୬ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶ କ୍ରମେ କୋରାପୁଟ ଜିଲ୍ଲା ପ୍ରଶାସନ, ଜିଲ୍ଲାର ବସ ମାଲିକ ସଂଘ ଓ କର୍ମଚାରୀ ସଂଘ ସହ ଆଲୋଚନା କରିଛନ୍ତି। ଉଭୟ ସଂଘ ମଧ୍ୟରେ ଉପୁଜିଥିବା ବିବାଦ ଯୋଗୁଁ ଜିଲ୍ଲାରେ ବସ ଚଳାଚଳରେ ବ୍ୟାଘାତ ଘଟିଥିଲା ଓ ଯାତ୍ରୀମାନେ ଅସୁବିଧାର ସମ୍ମୁଖୀନ ହେଉଥିଲେ। ଉଭୟ ସଂଘ ମଧ୍ୟରେ ଆଲୋଚନା ଓ ବୁଝାମଣା ଫଳରେ ଏବେ କୋରାପୁଟ ଜିଲ୍ଲାରେ ବସ୍ ଚଳାଚଳ ସ୍ବାଭାବିକ ହୋଇଛି । ସାଧାରଣ ଯାତ୍ରୀଙ୍କ ସ୍ୱାର୍ଥକୁ ସର୍ବଦା ପ୍ରାଧାନ୍ୟ ଦେବାକୁ ପରିବହନ ବିଭାଗ, ଉଭୟ ସଂଘ ଓ ଜିଲ୍ଲା ପ୍ରଶାସନକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.