ପ୍ରମୂଖ ଖବର
  • ୧୨ ଏପ୍ରିଲରେ ଓଡ଼ିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା, ଖୁବ୍‌ଶୀଘ୍ର ବିଜେପିକୁ ମିଳିପାରେ ନୂଆ ରାଜ୍ୟ ସଭାପତି
  • ||
  • ଭୁବନେଶ୍ୱର ଏୟାରପୋର୍ଟରୁ ବନ୍ୟଜନ୍ତୁ ଉଦ୍ଧାର, ବ୍ୟାଙ୍କକ୍‌ରୁ ଭୁବନେଶ୍ୱର ଦେଇ ଚେନ୍ନାଇ ହେଉଥିଲା ଚାଲାଣ
  • ||
  • ୨ବର୍ଷ ଭିତରେ ତୁଟିବ ଜଗନ୍ନାଥଙ୍କ ରାଜ୍ୟବ୍ୟାପୀ ଜମି ବିବାଦ: ଆଇନ୍‌ମନ୍ତ୍ରୀ
  • ||
  • ଇନ୍‌ଫୋସିଟି ଛକରେ ସଡ଼କ ଦୁର୍ଘଟଣା: କାର୍‌କୁ ଧକ୍କା ଦେଲା ଫର୍ଚୁନର, ୩ ଯୁବତୀ ଆହତ
  • ||
  • ଛତିଶଗଡ଼ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା,ଏକାଥରକେ ୧୬ରୁ ଅଧିକ ମାଓବାଦୀ ସଫା
  • ||
  • ଭିଜିଲାନ୍ସ ପଞ୍ଝାରେ OWSSB ଆସିଷ୍ଟାଣ୍ଟ ପ୍ରୋଜେକ୍ଟ ମ୍ୟାନେଜର,ଏକକାଳୀନ ୭ଟି ସ୍ଥାନରେ ଚଢ଼ା
  • ||
  • ହାଇକୋର୍ଟ ବାର୍‌ ଆସୋସିଏସନ୍‌ ନିର୍ବାଚନ, ସଭାପତି ପଦ ପାଇଁ ତ୍ରିମୁଖି ଲଢ଼େଇ
  • ||
  • ମ୍ୟାଁମାର, ଥାଇଲାଣ୍ଡରେ ଭୟାନକ ଭୂକମ୍ପ: ୧୫୦ରୁ ଊର୍ଦ୍ଧ୍ୱ ମୃତ, ୮୦୦ରୁ ଅଧିକ ଆହତ, ମୃତ୍ୟୁସଂଖ୍ୟା ୧୦ ହଜାର ଟପିବା ଆଶଙ୍କା
  • ||
  • ପିପିଲିରେ ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫ ବଖରା ଘର, କାରଣ ଅସ୍ପଷ୍ଟ
  • ||
  • ଶନିବାର ବର୍ଷର ପ୍ରଥମ ଆଂଶିକ ସୂର୍ଯ୍ୟୋପରାଗ: ଓଡ଼ିଶାକୁ ଦିଶିବନି, ଶ୍ରୀମନ୍ଦିର ନୀତିକାନ୍ତିରେ ପ୍ରଭାବ ପଡ଼ିବନି
  • ||
  • ଆହୁରି ଦୁଇ ଦିନ ପ୍ରଚଣ୍ଡ ତାତି, ୬ ଜିଲ୍ଲାକୁ ଆଲର୍ଟ: ଏପ୍ରିଲ ୧ରୁ ହାଲୁକା ଆଶ୍ୱସ୍ତି, ୪ରେ ଘୂର୍ଣ୍ଣିବଳୟ ସମ୍ଭାବନା
  • ||

ଜମି ପଟା କରାଇ ଦେବାକୁ ଲାଞ୍ଚ ନେଉଥିଲେ ତହସିଲ ଅମିନ, ମାଡ଼ି ବସିଲା ଭିଜିଲାନ୍ସ

Published By : Prameya | March 26, 2025 2:06 PM

ଭୁବନେଶ୍ଵର, ୨୬/୦୩ : ଲାଞ୍ଚ ନେଇ ଧରାପଡିଲେ ତହସିଲ ଅମିନ। ସୁନ୍ଦରଗଡ଼ ଜିଲ୍ଲା କୁତ୍ରା ତହସିଲ ଅମିନ ଶିଶିର କୁମାର ନାଏକ ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି। ତାଙ୍କ ନିକଟରୁ ୬ ହଜାର ଟଙ୍କା ଜବତ ହୋଇଛି। ଶିଶିରଙ୍କ ଦୁଇଟି ଠିକଣାରେ ଭିଜିଲାନ୍ସ ରେଡ୍ କରୁଛି। 

ସୂଚନାନୁଯାୟୀ, କୁତ୍ରା ତହସିଲ ଅମିଲ ଶିଶିର କୁମାର ନାଏକ ଜଣେ ବ୍ୟକ୍ତିଙ୍କର ଜମିପଟା କରାଇ ଦେବା ବାବଦକୁ ୧୦ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ହେଲେ ଅଭିଯୋଗକାରୀ ଏତେ ଟଙ୍କା ଦେଇପାରିବେନି ବୋଲି କହିଥିଲେ। ଏହାପରେ ୬ ହଜାର ଟଙ୍କାରେ ଫାଇନାଲ୍ ହୋଇଥିଲା। ତେବେ ଅଭିଯୋଗକାରୀ ଭିଜିଲାନ୍ସର ଦ୍ଵାରସ୍ଥ ହୋଇଥିଲେ। ଆଜି ଅମିନ ଲାଞ୍ଚ ନେବା ବେଳେ ଭିଜିଲାନ୍ସ ମାଡ଼ି ବସିଥିଲା। ତାଙ୍କ ନିକଟରୁ ୬ ହଜାର ଲାଞ୍ଚ ଟଙ୍କା ଜବତ ହୋଇଛି। ଶିଶିରଙ୍କ ଦୁଇଟି ଠିକଣାରେ ଭିଜିଲାନ୍ସ ଚଢାଉ କରୁଛି।   

ଏହି ଖବରଟିକୁ ପଢନ୍ତୁ-

ବିଧାୟକଙ୍କୁ ଗୃହରୁ ନିଲମ୍ଵନ ଘଟଣା ନିନ୍ଦନୀୟ, ୨୭ରେ ଜବାବ ଦେବ କଂଗ୍ରେସ : ଜୟଦେବ ଜେନା

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.