ପ୍ରମୂଖ ଖବର
  • ୨୧ରେ ଛତିଶା ନିଯୋଗ ବୈଠକ, ରାଜେନ୍ଦ୍ରାଭିଷେକଠାରୁ ନୀଳାଦ୍ରିବିଜେ ନୀତିକାନ୍ତିରେ ଲାଗିବ ମୋହର
  • ||
  • ଟିମ ଇଣ୍ଡିଆର ଇଂଲଣ୍ଡ ଗସ୍ତ: ଆସନ୍ତା୨୩ରେ ହୋଇପାରେ ଦଳ ଘୋଷଣା
  • ||
  • ଧର୍ମଶାଳା ABDOଙ୍କ ଘରେ ଭିଜିଲାନ୍ସ ରେଡ୍‌, ଏକକାଳୀନ ୭ ସ୍ଥାନରେ ଚଢାଉ
  • ||
  • ଲକ୍ଷ୍ନୌ: ଚଳନ୍ତା ସ୍ଲିପର୍‌ ବସ୍ ଭୟଙ୍କର ଅଗ୍ନିକାଣ୍ଡ, ୫ ଯାତ୍ରୀଙ୍କ ଚାଲିଗଲା ଜୀବନ,ଏକାଧିକ ଗୁରୁତର, ଦିଲ୍ଳୀରୁ ବିହାରକୁ ୬୦ ଯାତ୍ରୀଙ୍କୁ ନେଇ ଯାଉଥିଲା
  • ||
  • ଘଟଗାଁରେ ବନ ବିଭାଗର ଚଢ଼ାଉ ଜାରି, ଉତ୍ତେଜନାକୁ ଦୃଷ୍ଟିରେ ରଖି ଗାଁରେ ପୋଲିସ ଫୋର୍ସ ମୁତୟନ
  • ||
  • ପ୍ରକାଶ ପାଇଲା ପ୍ରାଥମିକ, ମାଧ୍ୟମିକ ଶିକ୍ଷକ ବଦଳି କ୍ୟାଲେଣ୍ଡର: ଆଜିଠୁ ଆବେଦନ, ଜୁନ୍‌ରେ ବଦଳି ନିର୍ଦ୍ଦେଶ
  • ||
  • ଜଳେଶ୍ୱର : ଚଢାଉ ବେଳେ ପୋଲିସ ଗାଡ଼ିକୁ ପିଟିଲା ବାଲି ବୋଝେଇ ଟ୍ରାକ୍ଟର, ଅଳ୍ପକେ ବର୍ତ୍ତିଲେ ୩ ପୋଲିସ କର୍ମଚାରୀ
  • ||
  • କାଶ୍ମୀର ପୁଲୱାମାରେ ଏନ୍‌କାଉଣ୍ଟର, ସୁରକ୍ଷାକର୍ମୀଙ୍କ ସହ ଗୁଳି ବିନିମୟରେ ଜଣେ ଆତଙ୍କବାଦୀ ନିପାତ
  • ||
  • ଭାରତ-ମିଆଁମାର ସୀମାରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା,୧୦ ଉଗ୍ରବାଦୀ ନିପାତ
  • ||
  • ଓୟୋରେ ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ: ରାସ୍ତାରୁ ରକ୍ତାକ୍ତ ମୃତଦେହ ଉଦ୍ଧାର, ପୁରୁଷ ବନ୍ଧୁଙ୍କୁ ଅଟକ ରଖିଛି ପୁଲିସ
  • ||
  • ଆଜିଠୁ ବଢ଼ିବ କାଳବୈଶାଖୀ, ୭ ଜିଲ୍ଲାକୁ ଘଡ଼ଘଡ଼ି ସହ ବର୍ଷା ଆଲର୍ଟ: ୨୧ରୁ କମିପାରେ ତାତି
  • ||

ଅଂଶୁଘାତରେ ଶ୍ରମିକଙ୍କ ମୃତ୍ୟୁ ଅଭିଯୋଗ

Published By : prameya | May 15, 2025 12:00 PM

ଅନୁଗୁଳ,୧୫/୦୫: ପ୍ରଚଣ୍ଡ ଖରାରେ ଅସ୍ତବ୍ୟସ୍ତ  ଜନଜୀବନ । ଏହାରି ମଧ୍ୟରେ ବୁଧବାର ଦିନ ଅଂଶୁ ଘାତରେ ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମୃତକ  ସଦର ଥାନା ଇଲାକା ଖଣ୍ଡହତା ଗ୍ରାମର କାଳିଆ ଗୋଛାୟତ ବୋଲି ଜଣାପଡ଼ିଛି । 

ସୂଚନା ମୁତାବକ, କାଳିଆ ଦୀର୍ଘ ବର୍ଷ ହେଲା ଅନୁଗୁଳ ପୁରୁଣା ବସଷ୍ଟାଣ୍ଡ୍‌ର ବିଭିନ୍ନ ହୋଟେଲ୍‌ରେ କାମ କରୁଥିଲେ। ବୁଧବାର ଅପରାହ୍ନରେ ହଠାତ୍ ସେ ଅସୁସ୍ଥ ହୋଇ ପଡ଼ିଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ମୃତ୍ୟୁ ହୋଇଥିଲା। ଗଉନ୍ ଥାନା ପୁଲିସ୍ ମୃତଦେହ ଜବତ କରିବା ସହିତ ଗୁରୁବାର ସବ ବ୍ୟବଚ୍ଛେଦ କରାଇ ପରିବାର ଲୋକଙ୍କୁ ମୃତଦେହ ହସ୍ତାନ୍ତର କରିଥିବା ଜଣାପଡ଼ିଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.