ପ୍ରମୂଖ ଖବର
  • ନବରଙ୍ଗପୁର : ଗୁରୁସିଙ୍ଗା ଜଙ୍ଗଲରୁ ନିଖୋଜ ନାବାଳକର ଗଳିତ ମୃତଦେହ ଠାବ, କାରଣ ଅସ୍ପଷ୍ଟ
  • ||
  • ନୟାଗଡ : ବିପୁଳ ପରିମାଣର କଫ୍ ସିରଫ ଜବତ, ୩ ଅଟକ
  • ||
  • ବାତ୍ୟା ପାଇଁ ରାଜ୍ୟ ବିଜେପିର ସମସ୍ତ କାର୍ଯ୍ୟକ୍ରମ ବାତିଲ, ଜାରି ହେଲା ହେଲ୍ପ ଲାଇନ ନମ୍ୱର
  • ||
  • ବାତ୍ୟା ପାଇଁ ଟ୍ୱିଟ୍‌ କରି ଚିନ୍ତା ପ୍ରକାଶ କରିଲେ କେନ୍ଦ୍ରମନ୍ତ୍ରୀ, ବ୍ୟାପକ କ୍ଷୟକ୍ଷତି ନହେବାକୁ ମହାପ୍ରଭୁଙ୍କ ପାଖରେ କରିଲେ ପ୍ରାର୍ଥନା
  • ||
  • ମାଡ଼ି ଆସୁଛି ବାତ୍ୟା 'ଦାନା', ମୁକାବିଲା କରିବା ପାଇଁ ପ୍ରସ୍ତୁତ ରହିଛି କେନ୍ଦ୍ରାପଡା ଅଗ୍ନିଶମ ବିଭାଗ
  • ||
  • ବାସୁଦେବପୁର : ବାତ୍ୟା 'ଦାନା'କୁ ନେଇ ପ୍ରଶାସନର ପ୍ରସ୍ତୁତି, ବାସୁଦେବପୁରରେ ପହଞ୍ଚିଲା ୩ ଟି ଓଡ୍ରାଫ ଟିମ୍‌
  • ||
  • ଉମରକୋଟ : ବସ୍‌ ଚାଳକଙ୍କୁ ଛୁରାମାଡ଼, ପୂର୍ବ ଶତ୍ରୁତାକୁ ନେଇ ଆକ୍ରମଣ ହୋଇଥିବା ସନ୍ଦେହ
  • ||
  • ସୃଷ୍ଟି ହେଲା ବାତ୍ୟା 'ଦାନା', ଘଣ୍ଟାପ୍ରତି ୧୮ କିଲୋମିଟର ବେଗରେ କରୁଛି ଗତି
  • ||
  • ବାତ୍ୟା ପାଇଁ ୨ ଦିନ ବନ୍ଦ ରହିବ ସୂର୍ଯ୍ୟ ମନ୍ଦିର
  • ||
  • ଲମତାପୁଟ : ଆମ୍ବୁଲାନ୍ସରୁ ୧୭୦ କେଜି ଗଞ୍ଜେଇ ଜବତ, ଡ୍ରାଇଭର ଫେରାର
  • ||
  • ବଲାଙ୍ଗୀର : ବୁଲେଟ୍-ଅଟୋ ମୁହାଁମୁହିଁ ଧକ୍କା, ଦୁର୍ଘଟଣାରେ ଚାଲିଗଲା ଜଣେ ଡାକ୍ତରଙ୍କ ଜୀବନ
  • ||
  • ଭୋଗରାଇ : ବାତ୍ୟା 'ଦାନା' ପାଇଁ ଦୀଘା ଖାଲି କରିବାକୁ ପ୍ରଶାସନର ନିର୍ଦ୍ଦେଶ, ଆସନ୍ତା ୨୬ ତାରିଖ ପର୍ଯ୍ୟନ୍ତ ହୋଟେଲରେ ହେବନି କୌଣସି ବୁକିଂ
  • ||

ଓଲଗରେ ପାଞ୍ଚଶହ ବର୍ଷର ପୁରାତନ ପରମ୍ପରା ଲାଖବିନ୍ଧା ଅନୁଷ୍ଠିତ, ଶହଶହ ଲୋକଙ୍କ ଭିଡ଼

ଭଦ୍ରକ,୧୪/୧୦: ଭଦ୍ରକ ଜିଲ୍ଲା ଚାନ୍ଦବାଲି ବ୍ଲକ ଓଲଗରେ ପାଳିତ ହୁଏ ନିଆରା ଲାଖବିନ୍ଧା ପରମ୍ପରା ।  ଏହା ପାଞ୍ଚଶହ ବର୍ଷର ପୁରାତନ ପରମ୍ପରା । ପରମ୍ପରା ଓ ସଂସ୍କୃତି କୁ ବଞ୍ଚାଇବା ସହ ନିଜ ନିଜ ଭିତରେ ସୁସମ୍ପର୍କ ସ୍ଥାପନ କରିବା ଏହି କାର୍ଯ୍ୟକ୍ରମର ମୂଳ ଲକ୍ଷ ।

ବିଜୟା ଦଶମୀ ଦିନ ବଡ଼ ଓଲଗ ଓ ସାନ ଓଲଗ ଗ୍ରାମର ବୀର କ୍ଷତ୍ରୀୟ ଯୋଦ୍ଧାମାନେ ମା' ଦୂର୍ଗାଙ୍କ ପାଖରେ ପୂଜା ପାଉଥିବା ଧନୁ ଓ ତୀର ଆଣି ଏକ ଶୋଭାଯାତ୍ରାରେ ବାହାରି ସ୍ଥାନୀୟ ଅମୃତମଣି ପଡିଆରେ ଏକତ୍ରିତ ହୁଅନ୍ତି । ସେଠାରେ ପହଞ୍ଚି  ଏକ କଦଳି ଗଛ ରୂପି ରାବଣକୁ ଲକ୍ଷ୍ୟ ଭେଦ କରିଥାନ୍ତି। ବିଜୟୀ ଯୋଦ୍ଧା ଶୋଭାଯାତ୍ରାରେ ଯାଇ ମାଆଙ୍କ ଦର୍ଶନ କରି ଆଶିଷ ଲାଭ କରିଥାନ୍ତି। ଏହି କାର୍ଯ୍ୟକ୍ରମକୁ ଦେଖିବାକୁ ଆଖପାଖ ଅଞ୍ଚଳରୁ ଶହ ଶହ ଲୋକଙ୍କ ଭିଡ ଲାଗି ରହିଥାଏ  ।                            

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.