ପ୍ରମୂଖ ଖବର
  • ସୁଭଦ୍ରା ଯୋଜନା ପ୍ରଥମ ପର୍ଯ୍ୟାୟ ଦ୍ବିତୀୟ କିସ୍ତି ତାରିଖ ଘୋଷଣା, ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା
  • ||
  • ବୈପାରୀଗୁଡା : ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ମହିଳା କନିଷ୍ଠ ଯନ୍ତ୍ରୀ, ୫ ହଜାର ଟଙ୍କା ଜବତ
  • ||
  • ଯାଜପୁର : ସଡ଼କ ଦୁର୍ଘଟଣାରେ ଛାତ୍ର ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ବାଲିପାଟଣା : ଠିକାଦାର ଲାଇସେନ୍ସ ପାଇଁ ପଦ ହରାଇଲେ ସରପଞ୍ଚ, ବହିଷ୍କାର କଲେ ଖୋର୍ଦ୍ଧା ଜିଲ୍ଲାପାଳ
  • ||
  • ଓଡ଼ିଶାରେ କମିବ ରେଳ ଦୁର୍ଘଟଣା: ରେଳ ରାସ୍ତାରେ ଲାଗିବ କବଚ ସୁରକ୍ଷା ପ୍ରଣାଳୀ,ଟେଣ୍ଡର ପ୍ରକ୍ରିୟା ଆରମ୍ଭ
  • ||
  • ଲମତାପୁଟ : ସିକ୍ରେଟ ଚାମ୍ବରରେ ଗଞ୍ଜେଇ ଚାଲାଣ,୯୦ କେଜି ଗଞ୍ଜେଇ ଜବତ
  • ||
  • ଶ୍ରୀମନ୍ଦିରରେ ଅବଢ଼ାର ହେବ ମାନ ପରୀକ୍ଷଣ, ନିଯୁକ୍ତ ହେବେ ଫୁଡ଼ ଇନ୍ସପେକ୍ଟର
  • ||
  • ପୁଣି ମ୍ୟାଜିକ ନମ୍ୱର ଛୁଇଁଲା ହୀରାକୁଦ ଜଳଭଣ୍ଡାର, ୭ ଗେଟ୍‌ ଦେଇ ଜଳ ନିଷ୍କାସିତ
  • ||
  • ଆନନ୍ଦପୁର : ଅଟୋ ଧକ୍କାରେ ସ୍କୁଲ ଛାତ୍ରୀ ଗୁରୁତର, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଜଗତସିଂହପୁର : ଆଜି ଠାରୁ ସିରିଞ୍ଜ ଛାଡ଼ ଆନ୍ଦୋଳନ, ଓଡିଶା ନର୍ସିଂ ଆସୋସିଏସନ ଜଗତସିଂହପୁର ଶାଖାର ୧୦ ଦଫା ଦାବି
  • ||
  • ଅକ୍ଟୋବର ମାସରୁ ରାସନ କାର୍ଡ ହିତାଧିକାରୀଙ୍କୁ ମିଳିବ ଗହମ, ଓଡ଼ିଶା ସମେତ ୯ ରାଜ୍ୟକୁ କେନ୍ଦ୍ର ଖାଦ୍ୟ ଓ ସାଧାରଣ ବଣ୍ଟନ ମନ୍ତ୍ରାଳୟର ଚିଠି
  • ||
  • ବୁଡ଼ିଲା ପଞ୍ଚଲିଙ୍ଗେଶ୍ୱର ଶୈବପୀଠ; ପୂଜା ମଣ୍ଡପ ଉପରେ ଆଣ୍ଠୁଏ ଉପରେ ଝରପାଣି, ଭକ୍ତଙ୍କୁ ଦର୍ଶନ ମନା
  • ||
  • ବେତନଟୀ : କପିଳାସ ଜଙ୍ଗଲକୁ ପଠାଗଲା ନରହନ୍ତା ଦନ୍ତା, ୮ଘଣ୍ଟାର ଅପରେସନ ପରେ ହୋଇଥିଲା ଟ୍ରାଙ୍କୁଲାଇଜ୍‌
  • ||
  • ଚାନ୍ଦବାଲି : ଧରାପଡ଼ିଲେ ବାଇକ୍ ଲୁଟେରା;୨ ଗିରଫ, ଜଣେ ଫେରାର
  • ||
  • ୨୦୨୬ ମାଟ୍ରିକ୍‌ ପରୀକ୍ଷା ପଞ୍ଜୀକରଣ, ଅକ୍ଟୋବର ୯ ପର୍ଯ୍ୟନ୍ତ ଚାଲିବ
  • ||
  • କମୁନି ଦାଦନ ଦୁଃଖ, ସୁରଟରେ ଦାଦନ ଖଟିବାକୁ ଯାଇ ଆଖି ବୁଜିଲେ ବୌଦ୍ଧ ଯୁବକ
  • ||
  • ସାଂଘାତିକ ହେବ ରୋଗୀସେବା: ଆଜିଠୁ ନର୍ସିଂ ଅଫିସରଙ୍କ ସମ୍ପୂର୍ଣ୍ଣ କାର୍ଯ୍ୟବନ୍ଦ, ୩୦ ଜିଲ୍ଲା ହସ୍ପିଟାଲରେ ରୋଗୀସେବା ବାଧାପ୍ରାପ୍ତ
  • ||
  • ଜଳେଶ୍ବର : ବିପଦ ସଙ୍କେତ ତଳେ ଜଳକା ନଦୀର ଜଳସ୍ତର, ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା
  • ||
  • ଶୁକ୍ରବାରଠୁ କମିବ ବର୍ଷା ପରିମାଣ, ଉତ୍ତର ଓଡ଼ିଶାର କାଁ ଭାଁ କିଛି ସ୍ଥାନରେ ବର୍ଷିବ: ୬ରେ ପୁଣି ଲଘୁଚାପ ସମ୍ଭାବନା
  • ||

ଇଣ୍ଡୋନେସିଆର ବେଆଇନ୍ ସୁନାଖଣିରେ ଭୂସ୍ଖଳନ, ୧୫ ମୃତ, ୧୨ରୁ ଅଧିକ ନିଖୋଜ...

ନୂଆଦିଲ୍ଲୀ: ଇଣ୍ଡୋନେସିଆର ସୁମାତ୍ରା ଦ୍ୱୀପରେ ଏକ ଭୟଙ୍କର ଦୁର୍ଘଟଣା ଘଟିଛି । ଏକ ବେଆଇନ ସୁନା ଖଣିରେ ଏହି ଦୁର୍ଘଟଣା ଘଟିଛି। ଲୋକମାନେ ବେଆଇନ ଭାବେ ସୁନା ଖନନ କରୁଥିବା ସମୟରେ ଭୂସ୍ଖଳନ ଘଟିଛି। ଭୂସ୍ଖଳନ ଯୋଗୁଁ ଅତିକମରେ ୧୫ ଜଣଙ୍କର ମୃତ୍ୟୁ ହୋଇଛି । ଏଥି ସହ ଦୁର୍ଘଟଣାରେ ୧୨ରୁ ଅଧିକ ଲୋକ ନିଖୋଜ ଥିବା ଜଣାପଡିଛି । ଅଧିକାରୀ ମାନେ ଶୁକ୍ରବାର ଏହି ଦୁର୍ଘଟଣା ସମ୍ପର୍କରେ ସୂଚନା ଦେଇଛନ୍ତି । ବର୍ତ୍ତମାନ ପ୍ରଶାସନ ଦ୍ୱାରା ସମସ୍ତ ସମ୍ଭାବ୍ୟ ସହାୟତା ଯୋଗାଇ ଦିଆଯାଉଛି । ଉଦ୍ଧାରକାରୀ ଦଳ ଆବର୍ଜନାରେ ଫସି ରହିଥିବା ଲୋକଙ୍କୁ ଉଦ୍ଧାର କରୁଛନ୍ତି । 

ସ୍ଥାନୀୟ ବିପର୍ଯ୍ୟୟ ଏଜେନ୍ସି କାର୍ଯ୍ୟାଳୟର ମୁଖ୍ୟ ଏରୱାନ ଏଫେଣ୍ଡୋଇ ଏହି ଦୁର୍ଘଟଣା ସମ୍ପର୍କରେ ସୂଚନା ଦେଇଛନ୍ତି ।ଏରଓ୍ବାନ କହିଛନ୍ତି ଯେ, ପଶ୍ଚିମ ସୁମାତ୍ରା ପ୍ରଦେଶର ସୁଦୂର ସୋଲୋକ ଜିଲ୍ଲାରେ ସୁନା ଖୋଜିବା ପାଇଁ ଖନନ କରୁଥିବା ଲୋକମାନେ ଭୂସ୍ଖଳନରେ ପୋତି ହୋଇଯାଇଛନ୍ତି । ସେ କହିଛନ୍ତି ଯେ ଅତିକମରେ ୧୫ ଜଣ ଲୋକ ଏବେବି ମାଟି ତଳେ ପୋତି ହୋଇ ରହିଛନ୍ତି । ଉଦ୍ଧାରକାରୀ ମାନେ ତିନି ଜଣଙ୍କୁ ଜୀବନ୍ତ ଅବସ୍ଥାରେ ବାହାରକୁ ଟାଣି ଆଣିଛନ୍ତି । ଏଠାରେ ଦିନ, ରାତି ଉଦ୍ଧାର କାର୍ଯ୍ୟ ଚାଲିଛି।

ଇଣ୍ଡୋନେସିଆରେ ଏଭଳି ଦୁର୍ଘଟଣା ପ୍ରଥମ ଘଟଣା ନୁହେଁ । ଏହା ପୂର୍ବରୁ ଚଳିତ ବର୍ଷ ଜୁଲାଇ ମାସରେ ମଧ୍ୟ ଏକ ହୃଦୟ ବିଦାରକ ଦୁର୍ଘଟଣା ଘଟିଥିଲା । ଜୁଲାଇରେ ବର୍ଷା ହେତୁ ସୁଲାୱେସି ଦ୍ୱୀପରେ ଥିବା ଏକ ବେଆଇନ ସୁନା ଖଣି ଭୁଶୁଡି ପଡିଥିଲା ।ଏହି ଦୁର୍ଘଟଣାରେ ୧୨ ରୁ ଅଧିକ ଲୋକଙ୍କର ମୃତ୍ୟୁ ହୋଇଥିଲା । ଏହି ସମୟରେ ୧୦୦ ରୁ ଅଧିକ ଲୋକ ସୁନା ଖଣିରେ ଥିଲେ । 

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.