ପ୍ରମୂଖ ଖବର
  • ବଲାଙ୍ଗୀର : ଗ୍ୟାସ ସିଲିଣ୍ଡର ଚୋରି ଗ୍ୟାଙ୍ଗକୁ ଧରିଲା ପୋଲିସ; ୫ ଗିରଫ,୧୩୩ରୁ ଉର୍ଦ୍ଧ୍ୱ ଗ୍ୟାସ୍‌ ସିଲିଣ୍ଡର ଜବତ
  • ||
  • ଗୁଣପୁର : ବାଇକ୍‌ ଚୋରଙ୍କୁ ଧରିଲା ପୋଲିସ; ୫ ଗିରଫ, ୮ ବାଇକ୍‌ ଜବତ
  • ||
  • ଖଲ୍ଲିକୋଟ : ପୋଖରୀରେ ବୁଡ଼ି ବ୍ୟକ୍ତି ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଚନ୍ଦାହାଣ୍ଡି : ସାପ କାମୁଡାରେ ୯ ବର୍ଷର ଝିଅ ମୃତ, ସରକାରୀ ସହାୟତା ପାଇଁ ଗ୍ରାମବାସୀଙ୍କ ଦାବି
  • ||
  • ବ୍ରହ୍ମପୁର : ଗାଡ଼ି ବ୍ୟାଟେରୀ ଚୋରଙ୍କ ପାର୍ଦ୍ଦାଫାଶ; ୫ଲୁଟେରା ଗିରଫ, ୭ ବ୍ୟାଟେରୀ ଜବତ
  • ||
  • ନବରଙ୍ଗପୁର : ସ୍କୁଲ ପଛ ବୁଦା ମୂଳରୁ ଛାତ୍ରୀଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର, ଦୁଷ୍କର୍ମ ପରେ ହତ୍ୟା ସନ୍ଦେହ
  • ||
  • ଭରତପୁର ଥାନାରେ ମେଜରଙ୍କୁ ମାଡ଼ ଘଟଣା : ୫ ପୋଲିସ ଅଫିସର ନିଲମ୍ଵିତ
  • ||
  • ଅସ୍ତରଙ୍ଗରେ ପାଗଳ ବିଲୁଆର ଆତଙ୍କ, ୧୦ରୁ ଉର୍ଦ୍ଧ୍ୱ ଆହତ
  • ||
  • ବଣାଇ : ଉତ୍ପାତ ହେଉଥିଲା ଦନ୍ତା, ତୋଡ଼ା ଫରେଷ୍ଟରେ ଚାଲିଛି ଟ୍ରାଙ୍କୁଲାଇଜ୍
  • ||
  • ନବରଙ୍ଗପୁରରେ ବେଆଇନ ଗୋରୁ ଚାଲାଣ, ୫୦ରୁ ଉର୍ଦ୍ଧ୍ୱ ଗୋରୁ ଉଦ୍ଧାର
  • ||
  • ଭୋଗରାଇ : ଫୁଲୁଛି ସୁବର୍ଣ୍ଣରେଖା ନଦୀ, ବିପଦ ସଙ୍କେତ ଟପି ବନ୍ୟାଜଳ ପ୍ରବାହିତ
  • ||

ଦ୍ୱାରଶୁଣି ଘାଟି ରାସ୍ତାରେ ଖସିଲା ପଥର ଅତଡା, ଯାତାୟାତ ବାଧାପ୍ରାପ୍ତ

ବାଙ୍ଗିରିପୋଷି ୧୪/୦୯ : ମୟୁରଭଞ୍ଜ ଜିଲ୍ଲାରେ ଯାଇଥିବା ୪୯ ନଂ ଜାତୀୟ ରାଜପଥର ବାଙ୍ଗିରିପୋଷି ଘାଟିରେ ଆଜି କିଛି ପରିମାଣରେ ପଥର ମାଟି ଅତଡା ଖସି ପଡିଛି । ବାଙ୍ଗିରିପୋଷି ଘାଟିରେ ପ୍ରଥମ ଥର ଏଭଳି ଘଟଣା ଦେଖିବାକୁ ମିଳିଛି। ପୂର୍ବରୁ ବାଙ୍ଗିରିପୋଷି ଘାଟିରେ ଏଭଳି କେବେ ଅତଡା ଖସିବା ଦେଖିବାକୁ ମିଳିନଥିଲା । 

ଘାଟି ରାସ୍ତାରେ ସବୁବେଳେ ଚଳପ୍ରଚଳ ଲାଗି ରହିଥିବା ବେଳେ ଅଳ୍ପକେ ବର୍ତ୍ତି ଯାଇଛି ଏକ ମାଲ୍ ବୋଝେଇ ଟ୍ରକ। ପାଖାପାଖି କୋଡ଼ିଏରୁ ତିରିଶି ଫୁଟ ଅଞ୍ଚଳର ପଥର ଧସି ପଡ଼ିଥିବା ବେଳେ ସ୍ୱଭାଗ୍ୟ ବସତ କାହାରି କିଛି ଅଘଟଣ ଘଟିନାହିଁ। କିଛି ସମୟ ପାଇଁ ଯାତାୟାତ ବାଧାପ୍ରାପ୍ତ ହୋଇଛି। ଘାଟି ରାସ୍ତା ସମ୍ପ୍ରସାରଣ କରୁଥିବା ଠିକାଦାରଙ୍କ ମନମୁଖୀ କାର୍ଯ୍ୟ ପାଇଁ ଏପରି ଘଟିଛି ବୋଲି ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.