ପ୍ରମୂଖ ଖବର
  • ମୋ ବସ୍‌ରେ ଭୟାବହ ଅଗ୍ନିକାଣ୍ଡ, କାରଣ ଅସ୍ପଷ୍ଟ
  • ||
  • ଦିଲ୍ଲୀ: ପ୍ରବଳ ବର୍ଷାରେ ଭୁଶୁଡିଲା ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରର ଟର୍ମିନାଲ-୧ର ଛାତ, ଜଣେ ମୃତ
  • ||
  • ଜୁଲାଇ ୪ରେ ବ୍ରିଟେନ୍‌ ସାଧାରଣ ନିର୍ବାଚନ, ଶେଷ ବିତର୍କରେ ଷ୍ଟାର୍ମରଙ୍କ ଉପରେ ସୁନକ୍‌ ଭାରୀ
  • ||
  • ଦାରୁବ୍ରହ୍ମଙ୍କ ଶ୍ରୀଅଙ୍ଗରେ ଫୁଲୁରି ତେଲ ଲେପନ ପରେ ଉପଶମ, ଆଜି ମହାପ୍ରଭୁଙ୍କ ଓଷ ଲାଗି ନୀତି
  • ||
  • ଆଗକୁ ଆଉ ଦୁଇଟି ଘୂର୍ଣ୍ଣିବଳୟ ସମ୍ଭାବନା: ଆଜି ୧୪ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା, ୩୦ ଯାଏଁ ବର୍ଷିବ
  • ||

ପାଟଣା ନିହ୍ନୁଆଁ ଗ୍ରାମରେ ହେଟାବାଘ ଆତଙ୍କ, ୪ ବର୍ଷର ଶିଶୁପୁତ୍ରକୁ ଆକ୍ରମଣ କଲା ହେଟାବାଘ

ପାଟଣା, ୨୩।୬: ପାଟଣା ରେଞ୍ଜ ଖୀରେଇଟାଙ୍ଗିରୀ ସେକ୍ସନ ନିହ୍ନୁଆଁ ଗ୍ରାମରେ ହେଟାବାଘ ଆତଙ୍କ । ଘର ବାହାରେ ମା’ ପାଖରେ ଶୋଇଥିବା ୪ ବର୍ଷର ଶିଶୁପୁତ୍ରକୁ ଆକ୍ରମଣ କଲା ହେଟାବାଘ । ଗୁରୁତର ଶିଶୁ ଜଣକ ବାବାଜୀ ମୁଣ୍ଡା କେନ୍ଦୁଝର ମେଡିକାଲରେ ଭର୍ତ୍ତି ହୋଇଥିବା ଜଣାପଡ଼ିଛି । ପେଟ ଓ ପିଠିରେ ରହିଛି ରାମ୍ପୁଡ଼ା ଦାଗ । ଶନିବାର ବିଳମ୍ବିତ ରାତିରେ ଏଭଳି ଘଟଣା ଘଟିଥିବା ଜଣାପଡ଼ିଛି । ଏଭଳି ଘଟଣା ପରେ ଗ୍ରାମବାସୀ ଆତଙ୍କିତ ଅବସ୍ଥାରେ ଅଛନ୍ତି । ବନ ବିଭାଗ ଏନେଇ ତନାଘନା ଚଳାଇଛି । 

 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.