ପ୍ରମୂଖ ଖବର
  • ବୌଦ୍ଧ ଗସ୍ତରେ ଡିଜିପି ୱାଇ ବି ଖୁରାନିଆ, ମାଓ ଦମନ ଏବଂ ଆଇନ ଶୃଙ୍ଖଳା ବିଷୟରେ କରିବେ ଆଲୋଚନା
  • ||
  • କୋଣାର୍କ : ଗୋପର ୨ଟି ବେଆଇନ କରତକଳ ଉପରେ ଚଢ଼ାଉ, ଲକ୍ଷାଧିକ ଟଙ୍କାର ଯନ୍ତ୍ରାଂଶ ଜବତ
  • ||
  • ଅନ୍‌ଲାଇନ୍‌ ଆବେଦନ କରି ନିରାଶ ହେଲେ ହବିଷ୍ୟାଳୀ: ଶିବିର ସାମ୍ନାରେ ଧାରଣା ଦେଲେ, କାନ୍ଦିକାନ୍ଦି ଘରକୁ ଫେରିଲେ
  • ||
  • ଅଧା ସହରବାସୀ ଭୋଗିବେ ଜଳ କଷ୍ଟ, ଦୁର୍ବଳ ପାଇପ ମରାମତି ପାଇଁ ଅପରାହ୍ନ ୨ଟାରୁ ୨୪ ଘଣ୍ଟା ଜଳ ଯୋଗାଣ ବନ୍ଦ
  • ||
  • ଓଏଏସ୍‌ ସ୍ତରରେ ବଡ଼ ଧରଣର ଅଦଳବଦଳ: ୧୧୮ ଓଏଏସ୍‌ଙ୍କ ବଦଳି, ୭୦ରୁ ଅଧିକ ତହସିଲଦାର ବଦଳିଲେ
  • ||
  • ଆଜିଠୁ ମୁମ୍ୱାଇରେ ନିବେଶକ ସମ୍ମିଳନୀ, ସାମିଲ ହେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • କଳିଙ୍ଗ ଷ୍ଟାଡିୟମ୍‌ ଟ୍ରାଫିକ୍‌ ପୋଷ୍ଟରେ ଆସହାୟ ପୋଲିସ, ଡିଆଇଜି ଏବଂ ତାଙ୍କ ପତ୍ନୀଙ୍କୁ ଦୁର୍ବ୍ୟବହାର
  • ||
  • ପୁରୀ : ଆଜିଠୁ ମହାକାର୍ତ୍ତିକ ବ୍ରତ: ଶ୍ରୀକ୍ଷେତ୍ରରେ ସଂକଳ୍ପ କରି ଚଉରା ମୂଳେ ରାଇଦାମୋଦର ବ୍ରତ କରିବେ ହବିଷ୍ୟାଳୀ
  • ||

ଶ୍ରୀମନ୍ଦିରରେ ଗୁଆ ଘିଅରେ ପ୍ରସ୍ତୁତ ହେଉ ମହାପ୍ରସାଦ, ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ସୁଆର ମହାସୁଆର

ପୁରୀ, ୧୭।୧୦ : ଶ୍ରୀମନ୍ଦିରରେ ଗୁଆ ଘିଅରେ ପ୍ରସ୍ତୁତ ହେଉ ମହାପ୍ରସାଦ। ଓମଫେଡ୍ ପରିବର୍ତ୍ତେ ଶୁଦ୍ଧ ଗୁଆ ଘିଅରେ ମହାପ୍ରସାଦ ପ୍ରସ୍ତୁତି ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିକଟକୁ ସୁଆର ମହାସୁଆର ନିଯୋଗର ସଦସ୍ୟ ଚିଠି ଲେଖିଛନ୍ତି। 

ସୂଚନାନୁଯାୟୀ, ଶୁଦ୍ଧ ଦେଶୀ ଗାଈ ଘିଅ, କ୍ଷୀର, ଲହୁଣୀ ଓ ଦହିର ଉତ୍ପାଦନ ଲାଗି ଶ୍ରୀମନ୍ଦିର ପ୍ରଶାସନ ତରଫରୁ ମହାପ୍ରଭୁଙ୍କ ଅମୃତ ମଣୋହୀ ଜମିରେ ଏକ ଗାଈ ଫାର୍ମ ନିର୍ମାଣ କରିବାକୁ ପ୍ରଧାନମନ୍ତ୍ରୀଙ୍କୁ ସେବାୟତ ଚିଠି ଲେଖିଛନ୍ତି । ମହାପ୍ରଭୁଙ୍କ ନାମରେ ଗଚ୍ଛିତ ରହିଥିବା ଅର୍ଥରେ ଗୋଶାଳା ବା ଡାଏରୀ ଫାର୍ମ ପରିଚାଳନା କରିବାକୁ ଏହି ଚିଠିରେ ଉଲ୍ଲେଖ ରହିଛି।


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.