ପ୍ରମୂଖ ଖବର
  • ସ୍ପେଶ ଡ୍ରାଗନ୍‌ର ସଫଳ ଅବତରଣ, ମହାକାଶରୁ ଫେରିଲେ ଶୁଭାଂଶୁ ଶୁକ୍ଳା ସମେତ ୪ ମହାକାଶଚାରୀ
  • ||
  • ଆସନ୍ତାକାଲି କେନ୍ଦ୍ର କ୍ୟାବିନେଟ୍ ବୈଠକ, ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ୩ ମାସ ବଢ଼ିଲା ରାସନ କାର୍ଡ ଇ-କେୱାଇସି ଅବଧି, ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର
  • ||
  • ନିରବୀ ଗଲା ସୌମ୍ୟାଶ୍ରୀଙ୍କ ସ୍ୱର, ଗାଁ ମଶାଣିରେ ପଞ୍ଚଭୂତରେ ଲୀନ ​ହୋଇଗଲା ପାର୍ଥିବ ଶରୀର
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ଆସନ୍ତା ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ
  • ||
  • ସ୍ପେସ୍‌ ଷ୍ଟେସନରୁ ଫେରୁଛନ୍ତି ଶୁଭାଂଶ ଶୁକ୍ଳା, ଆଜି କାଲିଫର୍ଣ୍ଣିଆ ତଟରେ ଜଳାବତରଣ
  • ||
  • ବୌଦ୍ଧ: ଟ୍ରକକୁ ପଛରୁ ଧକ୍କା ଦେଲା ବୋଲବମ୍ ଯାତ୍ରୀଙ୍କୁ ନେଇ ଯାଉଥିବା ପିକଅପ ଭ୍ୟାନ,୫ ଗୁରୁତର
  • ||
  • ଏଫ୍‌ଏମ୍‌ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟକୁ ନେଇ ଶୋକବ୍ୟକ୍ତ କଲେ କେନ୍ଦ୍ରମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ
  • ||
  • ସୃଷ୍ଟି ହେଲା ଅବପାତ: ଉତ୍ତର, ପଶ୍ଚିମରେ ଅତି ପ୍ରବଳ ବର୍ଷା ସମ୍ଭାବନା, ୫ ଜିଲ୍ଲାକୁ ସତର୍କ
  • ||

ଲକ୍ଷାଧିକ ଟଙ୍କାର ଚୋରା ମଦ ଜବତ, ୨ଗିରଫ

Published By : Suraj Kumar | July 13, 2025 8:34 PM

କୁଆଁପାଳ/ମା‌ହାଙ୍ଗା,୧୩।୭ : ମାହାଙ୍ଗା ପୁଲିସ ୨ଲକ୍ଷରୁ ଊର୍ଦ୍ଧ୍ବ ଟଙ୍କାର ପେଟି ପେଟି ବିଦେଶୀ ମଦ ଜବତ କରିବା ସହ ୨ଜଣଙ୍କୁ ଗିରଫ କରିଛି। ଗିରଫ ୨ ଜଣ ହେଲେ ଯସରାଜପୁର ଗ୍ରାମର ଜଗଦୀପ ସିଂହ,ସାଲେପୁରର ଅଞ୍ଚଳର ନୃସିଂହ ନାୟକ ।

କଟକ ଜିଲ୍ଲା ମାହାଙ୍ଗା ଥାନା ଜୟପୁର ଫାଣ୍ଡି ଅଧୀନ ଯସରାଜପୁର ଗ୍ରାମର ରେ ଚୋରା ମଦ କାରବାର ନେଇ ବିଶେଷ ସୁତ୍ର ରୁ  ମାହାଙ୍ଗା ପୁଲିସ ଖବର ପାଇଥିଲା। ମହଙ୍ଗା ଥାନା ଆଇ ଆଇ ସି ତପନ ରାଉତ ଙ୍କ ନେତୃତ୍ୱରେ ଏକ ଟିମ ଗଠନ କରାଯାଇ ଜଗଦିପ ସିଂହ ଙ୍କ ଘର ଉପରେ ଚଢାଉ କରାଯାଇଥିଲା। ସେଠାରୁ ପାଞ୍ଚ ଶହ ରୁ ଊର୍ଦ୍ଧ୍ବ ଲିଟର ବିଦେଶୀ ମଦ ଜବତ କରାଯାଇଥିଲା। ଏଥିରେ ସଂପୃକ୍ତ ଥିବା ଜଗଦୀପ ସିଂହ,ସାଲେପୁରର ଅଞ୍ଚଳର ନୃସିଂହ ନାୟକ ଙ୍କୁ ଗିରଫ କରାଯାଇଥିବା ବେଳେ ଜଣେ ଫେରାର ହୋଇଯାଇଛି। ଜବତ ମଦର ଆନୁମାନିକ ମୂଲ୍ୟ ୨ଲକ୍ଷରୁ ଊର୍ଦ୍ଧ ହୋଇଥିବା ବେଳେ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.