ପ୍ରମୂଖ ଖବର
  • ଭୁବନେଶ୍ବର : ରାଜ୍ୟ କ୍ୟାବିନେଟର ଢାଞ୍ଚା ବଦଳିବ , ୩ ଦିନ ପୂର୍ବରୁ କ୍ୟାବିନେଟରେ ସମସ୍ତ ପ୍ରସ୍ତାବ ହେବ ଚୂଡ଼ାନ୍ତ
  • ||
  • Operation sindoor; 'ଲୁଚିବାକୁ ମିଳିବନି ଜାଗା...ପାକିସ୍ତାନକୁ ଗାତ ଖୋଳିବାକୁ ହେବ' ଭାରତୀୟ ସେନାର ଟଫ୍ ଅଫିସରଙ୍କ ଚେତାବନୀ
  • ||
  • ଖୁବ୍‌ଶୀଘ୍ର ପ୍ରକାଶ ପାଇଁ ଯୁକ୍ତ ୨ ରେଜଲ୍ଟ୍, ବଢ଼ିବ ଯୁକ୍ତ ୩ ନାମଲେଖା ଆବେଦନ ଅବଧି
  • ||
  • କଡ଼ ଲେଉଟାଇଲାଣି କରୋନା; ମୁମ୍ୱାଇରେ ୫୩ ପିଜିଟିଭି, ୨ ମୃତ
  • ||
  • ଜୟଦେବ ବିହାର-ନନ୍ଦନକାନନ ଏଲିଭେଟେଡ୍‌ ରୋଡ୍‌ କରିଡର, ଦୁଇଥାକିଆ ରାସ୍ତା ପାଇଁ ହେବ ସାନି ଟେଣ୍ଡର
  • ||
  • ବ୍ରହ୍ମପୁର : ସଦର ଥାନା ଅନ୍ତର୍ଗତ ବୁଢ଼ୀଘରା ନିକଟରେ ଭାରସାମ୍ୟ ହରାଇ ଓଲଟିଲା ଅଟୋ, ଜଣେ ମୃତ ୪ ଆହତ
  • ||
  • ଚିନ୍ତା ବଢ଼ାଇଛି କରୋନାର ନୂଆ ଭାରିଆଣ୍ଟ: ସିଙ୍ଗାପୁର, ହଂକଂରେ ବଢ଼ିଲା ସଂକ୍ରମଣ, ଚୀନ୍‌ ଓ ଥାଇଲାଣ୍ଡକୁ ଆଲର୍ଟ ଜାରି
  • ||
  • IPL 2025 : ଆଜି ସୁପରକିଙ୍ଗ୍‌ସ-ରାଜସ୍ଥାନ ରୟାଲ୍ସ ମୁକାବିଲା
  • ||
  • ଯୁଦ୍ଧବିରତି ପାଇଁ ରାଜି ହେଲା ଋଷ; ପୁଟିନ ଓ ଟ୍ରମ୍ପଙ୍କ ମଧ୍ୟରେ ହେଲା ଫୋନରେ ବାର୍ତ୍ତାଳାପ
  • ||
  • ଆସନ୍ତା ୨୧ରୁ ୨୩ ଯାଏ ବଢ଼ିବ କାଳବୈଶାଖୀ, ଆଜି ୧୮ ଜିଲ୍ଲାକୁ ଆଲର୍ଟ ଜାରି: ଉପକୂଳ ଗରମ ଓ ଗୁଳୁଗୁଳି ଜାରି
  • ||

ବୋରିକିନା ବଜାରରୁ ଦୁଇ ଜଣ ସନ୍ଦିଗ୍ଧଙ୍କୁ ପୁଲିସ ଜିମା ଦେଲେ ସ୍ଥାନୀୟ ଲୋକେ

Published By : Prameya | May 20, 2025 7:58 PM

ବାଲିକୁଦା, ୨୦/୫ : ବୋରିକିନା ବଜାରରୁ ଆଜି ଦୁଇ ଜଣ ସନ୍ଦିଗ୍ଧଙ୍କୁ ପୁଲିସ ଜିମା ଦେଇଛନ୍ତି ସ୍ଥାନୀୟ ଲୋକେ। ଗୋଟିଏ ଫଟୋ ଥାଇ ଦୁଇଟି ଆଧାର କାର୍ଡ଼ ରହିଛି । ଯୁବକଙ୍କର ସନ୍ଦେହ ଆସିବାରୁ ପୁଲିସକୁ ଖବର ଦିଆଯାଇଥିଲା । ଖବରପାଇ ଘଟଣାସ୍ଥଳରେ ବାଲିକୁଦା ପୁଲିସ ପହଞ୍ଚି ଉକ୍ତ ଦୁଇ ଯୁବକଙ୍କୁ ଥାନାକୁ ଆଣି ଅଟକ ରଖି ସେମାନଙ୍କୁ ପରିଚୟ ଯାଞ୍ଚ କରୁଛି । 

ସେମାନଙ୍କୁ ବାଂଲାଦେଶୀ ବୋଲି ସନ୍ଦେହ କରାଯାଉଛି। ଏହି ଦୁଇ ଜଣଙ୍କଠାରୁ ୩ଟି ଆଧାର କାର୍ଡ଼ ଜବତ କରାଯାଇଥିବାବେଳେ ଜଣଙ୍କର ଦୁଇଟି ଠିକଣାରେ ଦୁଇଟି ଆଧାର କାର୍ଡ଼ ରହିଛି । ସେହିପରି ଗୋଟିକରେ ହିନ୍ଦୁ ପରିଚୟ ଥିବାବେଳେ ଅନ୍ୟଟି ସଂଖ୍ୟାଲଘୁ ବୋଲି ଜଣାପଡ଼ିଛି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.