ପ୍ରମୂଖ ଖବର
  • ଆଇପିଏଲ୍‌କୁ ନେଇ ବିସିସିଆଇ ବଡ଼ ନିଷ୍ପତ୍ତି..ଭାରତ- ପାକ୍ ଯୁଦ୍ଧ ସ୍ଥିତି ପରେ ଅଧାରୁ IPL ଟୁର୍ଣ୍ଣାମେଣ୍ଟ ସ୍ଥଗିତ
  • ||
  • ଶିମିଳିପାଳ ପାଦ ଦେଶରୁ ତିନି ଶିକାରୀ ଗିରଫ, ୩ ବନ୍ଧୁକ ଜବତ
  • ||
  • ବଢୁଛି ଭାରତ-ପାକିସ୍ତାନ ଉତ୍ତେଜନା, ସ୍ଥଳପଥ ପରେ ଜଳପଥରେ ବି ହାଇଆଲର୍ଟ ଜାରି
  • ||
  • ବଢିଲା ଭାରତ - ପାକିସ୍ତାନ ଯୁଦ୍ଧ ଭୟ, ବିଜୁ ପଟ୍ଟନାୟକ ଏୟାରପୋର୍ଟରେ ହାଇଆଲର୍ଟ ଜାରି
  • ||
  • ଚଣ୍ଡୀଗଡ଼ରେ ବାଜିଲା ଯୁଦ୍ଧ ସାଇରନ୍, ଲୋକଙ୍କୁ ଘର ଭିତରେ ରହିବାକୁ ଅନୁରୋଧ
  • ||
  • ସ୍ୱଦେଶ ବାହୁଡ଼ି ଯିବେ ବିଦେଶୀ ଖେଳାଳି, ଖୁବ୍‌ଶୀଘ୍ର ବଡ଼ ନିଷ୍ପତ୍ତି ନେଇପାରେ ବିସିସିଆଇ
  • ||
  • ଚଣ୍ଡୀଗଡ଼​‌ରେ ବାଜିଲା ସାଇରନ୍‌, ଏୟାରଫୋର୍ସ ଷ୍ଟେସନ୍‌କୁ ଓ୍ବାର୍ଣ୍ଣିଂ, ଲୋକଙ୍କୁ ଘରୁ ନବାହାରିବାକୁ ନିର୍ଦ୍ଦେଶ
  • ||
  • LOC ଏବଂ IBରେ କଡ଼ା ଜବାବ, ପାକିସ୍ତାନର ୫୦ରୁ ଉର୍ଦ୍ଧ୍ଵ ଡ୍ରୋନ୍ ଖସାଇଲା ଭାରତ
  • ||
  • ଶ୍ରୀକ୍ଷେତ୍ରରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା, ପୋଲିସ ଛାଉଣୀରେ ବଡ଼ଦେଉଳ
  • ||
  • ବରଯାତ୍ରୀ ବସ୍‌ - କଣ୍ଟେନର ଟ୍ରକ୍‌ ମୁହାଁମୁହିଁ ଧକ୍କା: ହେଲପର୍‌ ଗୁରୁତର, ୧୦ ରୁ ଉର୍ଦ୍ଧ୍ୱ ଆହତ
  • ||
  • ମୟୂରଭଞ୍ଜ : ବରଯାତ୍ରୀ ବସ୍‌ - କଣ୍ଟେନର ଟ୍ରକ୍‌ ମୁହାଁମୁହିଁ ଧକ୍କା: ହେଲପର୍‌ ଗୁରୁତର, ୧୦ ରୁ ଉର୍ଦ୍ଧ୍ୱ ଆହତ
  • ||
  • ଘୋର ଆର୍ଥିକ ସଂକଟରେ ପାକ୍‌ ଅର୍ଥନୀତି: ଆଜି ପାକ୍‌କୁ ଋଣ ପ୍ରଦାନ ନେଇ ସମୀକ୍ଷା କରିବ ଆଇଏମ୍‌ଏଫ, ଭାରତର ବିରୋଧ
  • ||
  • ଅମୃତସର ବାସିନ୍ଦାଙ୍କୁ ଘରେ ରହିବାକୁ ନିର୍ଦ୍ଦେଶ, ଝରକା ଠାରୁ ଦୂରରେ ଏବଂ ଲାଇଟ୍ ବନ୍ଦ ରଖିବାକୁ ନିର୍ଦ୍ଦେଶାବଳୀ ଜାରି
  • ||
  • ଭାରତୀୟ ସେନାକୁ ସଫଳତା , ଧରାପଡିଲା ପାକିସ୍ତାନୀ ପାଇଲଟ୍
  • ||
  • ସମୀକ୍ଷା କରିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, CDS ଏବଂ ୩ ସେନା ମୁଖ୍ୟଙ୍କ ସହ ଯୁଦ୍ଧ ସ୍ଥିତି ନେଇ କରିବେ ଆଲୋଚନା
  • ||
  • ଭାରତ-ପାକ୍ ଯୁଦ୍ଧ ନେଇ ସସପେନ୍ସ: ଆଇପିଏଲ୍‌ ଆୟୋଜନ ଉପରେ ହୋଇପାରେ ବଡ଼ ନିଷ୍ପତ୍ତି
  • ||
  • ବାଲେଶ୍ବର ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟିରେ ବଢ଼ିଲା ସୁରକ୍ଷା, ଅପରାହ୍ନ ୨ଟାରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ
  • ||
  • ପାକିସ୍ତାନ ଉପରେ ଆକ୍ରମଣକୁ ନେଇ ବିସ୍ତୃତ ତଥ୍ୟ ଦେବ ବୈଦେଶିକ ମନ୍ତ୍ରଣାଳୟ,ସକାଳ ୯ଟାରେ ପ୍ରେସ ମିଟ୍
  • ||
  • ରାଜ୍ୟରେ ଆହୁରି ବଢ଼ିବ ଗରମ ପ୍ରକୋପ, ୧୦ରୁ ୧୪ ପ୍ରଚଣ୍ଡ ତାତି,ପଶ୍ଚିମରେ ହିଟ୍‌ୱେଭ୍‌, ଉପକୂଳରେ ଗୁଳୁଗୁଳି ଆଶଙ୍କା
  • ||

ବ୍ୟବସାୟୀଙ୍କ ଘରୁ ଲୁଟ୍‌, ୫୦ ଲକ୍ଷର ସୁନା ଗହଣା ସହ ୧୦ ଲକ୍ଷ ଟଙ୍କା ଚୋରି କଲେ ଦୁର୍ବୃତ୍ତ

Published By : Harapriya Sethi | March 17, 2025 8:14 AM

ଭୁବନେଶ୍ୱର,୧୭/୦୩: ବଜାରକୁ ବ୍ୟବସାୟ କରିବାକୁ ଯାଇଥିବା ବେଳେ ଘରେ କଳାକନା ବୁଲାଇଲେ ଦୁର୍ବୃତ୍ତ । ୫୦ ଲକ୍ଷର ସୁନା ଗହଣା ସହ ୧୦ ଲକ୍ଷ ଟଙ୍କା ଲୁଟି ନେଇଗଲେ ଚୋର । ଅଭିଯୋଗ ପରେ ତଦନ୍ତ ଆରମ୍ଭ କରିଛି ନାମ୍ପ ଫାଣ୍ଡି ପୋଲିସ । ବାଲେଶ୍ବର ଜିଲ୍ଲା ଜଳେଶ୍ୱର ବ୍ଲକ ନାମ୍ଫ ଫାଣ୍ଡି ଅନ୍ତର୍ଗତ ଆମ୍ବପୁଞ୍ଜା ଗ୍ରାମର ପୂର୍ଣ୍ଣଚନ୍ଦ୍ର ପରିଡ଼ାଙ୍କ ଘରୁ ଏହି ଲୁଟ୍‌ ହୋଇଛି ।

ଚନ୍ଦ୍ରଭାଗାରେ ବୁଡ଼ି ମହିଳା ଗୁରୁତର, ଉଦ୍ଧାର କଲା କୋଣାର୍କ ଅଗ୍ନିଶମ ବାହିନୀ

ସୂଚନା ମୁତାବକ, ଆମ୍ବପୁଞ୍ଜା ଗ୍ରାମର ପୂର୍ଣଚଦ୍ର ପରିଡ଼ା ପ୍ରତ୍ୟକ ଦିନ ସନ୍ଧ୍ୟାରେ ନିକଟସ୍ଥ ନାମ୍ପ ବଜାରରେ ତେଲ ଭାଜି ବ୍ୟବସାୟ ପାଇଁ ଯାଆନ୍ତି । ଉଭୟ ସ୍ୱାମୀ ସ୍ତ୍ରୀ ଘରୁ ବ୍ୟବସାୟ ପାଇଁ ବାହାରି ଗଲା ପରେ ଘର ଫାଙ୍କା ପଡ଼େ। ଏହାର ସୁଯୋଗ ନେଇ ରବିବାର ବିଳମ୍ୱିତ ରାତିରେ କେହି ଦୁର୍ବୃତ୍ତ ଘର କବାଟର ତାଲା ଭାଙ୍ଗି ଲୁଟ୍‌ କରିଥିଲେ । ଘରକୁ ଫେରିବା ପରେ ଲୁଟ୍‌ ହୋଇଥିବା ଜାଣିବାକୁ ପାଇ ନାମ୍ପ ଫାଣ୍ଡିରେ ଲିଖିତ ଅଭିଯୋଗ କରିଥିଲେ ପରିବାର ଲୋକେ । ଏହା ସହ ୧୧୨ ରେ ମଧ୍ୟ ଅଭିଯୋଗ ମଧ୍ୟ କରିଥିଲେ । ତେବେ ଆନୁମାନିକ ୫୦ ଲକ୍ଷ ଟଙ୍କାର ଗହଣା ସହ ନଗଦ ୧୦ ଲକ୍ଷ ଟଙ୍କା ଲୁଟ୍‌ ହୋଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି । ପୋଲିସ ଅଭିଯୋଗ ପାଇ ତଦନ୍ତ ଜାରି ରଖିଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.