ପ୍ରମୂଖ ଖବର
  • ସୁବର୍ଣ୍ଣପୁର : ଫଟୋ ଉଠାଇବା ବେଳେ ଆକ୍ରମଣ କଲା ହାତୀ, ଯୁବକ ଗୁରୁତର
  • ||
  • ପାଟଣା : ଭାରସାମ୍ୟ ହରାଇ ଗଛକୁ ଧକ୍କା ଦେଲା ପିକଅପ୍‌ ଭ୍ୟାନ୍‌, ଡ୍ରାଇଭର ମୃତ
  • ||
  • ଜଗତସିଂହପୁର : ଲଗାଣ ବର୍ଷାରେ ବ୍ୟାପକ ଧାନ ଫସଲ ନଷ୍ଟ, ଚିନ୍ତାରେ ପଡ଼ିଛନ୍ତି ଚାଷୀ
  • ||
  • ଭୁବନେଶ୍ୱର : ତାର୍ଥଯାତ୍ରୀଙ୍କ ପାଇଁ ଖୁସି ଖବର, ମହାକୁମ୍ଭ ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ସ୍ୱତନ୍ତ୍ର ଟ୍ରେନ୍‌
  • ||
  • ପୂର୍ଣ୍ଣ କାର୍ଯ୍ୟକ୍ଷମ ହେବ ବିନ୍ଦୁସାଗର ଲାଇଟ୍‌ ଆଣ୍ଡ ସାଉଣ୍ଡ୍ ଶୋ, ପର୍ଯ୍ୟଟକଙ୍କୁ କରିବ ଆକର୍ଷଣ
  • ||
  • ଭୋଗରାଇ : ସୁନା ଦୋକାନରୁ ଲୁଟ୍‌, ଲକ୍ଷାଧିକ ଟଙ୍କା ସହ ଅଳଙ୍କାର ଚୋରି କଲେ ଦୁର୍ବୃତ୍ତ
  • ||
  • ବାଙ୍ଗିରିପୋଷି : ରେଳ ଧାରଣରେ ପଡିଛି ବ୍ୟକ୍ତିଙ୍କ ମୃତଦେହ, ପରିଚୟ ଅସ୍ପଷ୍ଟ
  • ||
  • ବାଲେଶ୍ୱର : ଯୁବକଙ୍କୁ ଖୁଣ୍ଟରେ ବାନ୍ଧି ହତ୍ୟା ଘଟଣା, ଫାଣ୍ଡି ଅଧିକାରୀ ନିଲମ୍ୱିତ
  • ||
  • ଆଫଗାନିସ୍ତାନରେ ପାକିସ୍ତାନର ଏୟାରଷ୍ଟ୍ରାଇକ, ୧୫ ମୃତ
  • ||
  • ଆଜି ରାଜ୍ୟରେ କାଁ ଭାଁ ବର୍ଷା ସମ୍ଭାବନା, ପୌଷରେ କଲବଲ କରୁଛି ବର୍ଷା
  • ||
  • ସୋର : ଚୋରି କରିବାକୁ ଆସି ବିଫଳ ହେଲେ, ବ୍ୟାଙ୍କରେ ନିଆଁ ଲଗାଇଲେ ଦୁର୍ବୃତ୍ତ
  • ||
  • ଖୋର୍ଦ୍ଧା : ରମାବିଲ ଗାଁରେ ହାତୀପଲଙ୍କ ଉପଦ୍ରବ, ବ୍ୟାପକ ଫସଲ ନଷ୍ଟ
  • ||
  • ଭୁବନେଶ୍ୱର : ବନ୍ଧୁକ ବେପାରୀ ଗିରଫ: ୫ଟି ରିଭଲବର ସହ ୨୦ ରାଉଣ୍ଡ ଅଫୁଟା ଗୁଳି ଜବତ
  • ||

ସୁନା ଦୋକାନରୁ ଲୁଟ୍‌, ଲକ୍ଷାଧିକ ଟଙ୍କା ସହ ଅଳଙ୍କାର ଚୋରି କଲେ ଦୁର୍ବୃତ୍ତ

Published By : Harapriya Sethi | December 25, 2024 11:15 AM

ଭୋଗରାଇ, ୨୫/୧୨: ଗହଣା ଦୋକାନ ଭିତରେ ପଶି ୫ ଲକ୍ଷ ନଗଦ ଟଙ୍କା ସହ ୩୦୦ ଗ୍ରାମ ସୁନା ଗହଣା ଲୁଟି ନେଲେ ଦୁର୍ବୃତ୍ତ । ବାଲେଶ୍ୱର ଜିଲ୍ଲା ଭୋଗରାଇ ଅଞ୍ଚଳର କମର୍ଦ୍ଦା ଥାନା ଅନ୍ତର୍ଗତ କମର୍ଦ୍ଦା ବଜାରରେ ଥିବା ମାଳତୀ ଜୁଏଲର୍ସରୁ ଏହି ଲୁଟ୍‌ ହୋଇଛି । 

ସୂଚନା ମୁତାବକ, କମର୍ଦ୍ଦା ଅଞ୍ଚଳରେ ଅନନ୍ତ ରଣା ଦୀର୍ଘ ବର୍ଷ ଧରି ମାଳତୀ ଜୁଏଲର୍ସ ନାଁରେ ଏକ ସୁନା ଦୋକାନ କରିଥିଲେ । ବୁଧବାର ସକାଳେ ଦୋକାନ ଖୋଲି ଦୋକାନର ପୂଜା କାର୍ଯ୍ୟ ପାଇଁ କିଛି ଦୂରରେ ଥିବା ନଳକୂପକୁ ପାଣି ଆଣିବାକୁ ଯାଇଥିଲେ । ଏହାରି ଭିତରେ ଦୋକାନରେ ପଳି ଥିବା ୩୦୦ ଗ୍ରାମ ସୁନା ଅଳଙ୍କାର ଓ ୫ ଲକ୍ଷ ନଗଦ ଟଙ୍କା ନେଇ ଚମ୍ପଟ ମାରିଛନ୍ତି ଦୁର୍ବୃତ୍ତ । ଏହା ଦେଖି ଦୋକାନୀ ତୁରନ୍ତ ପୋଲିସକୁ ଏହି ଘଟଣା ସମ୍ପର୍କରେ ଅବଗତ କରାଇଥିଲେ । ଖବର ପାଇ ଘଟଣା ସ୍ଥଳରେ କମର୍ଦ୍ଦା ଥାନା ପୋଲିସ ପହଞ୍ଚି ଘଟଣାର ତଦନ୍ତ ଚଳାଇଛି ।  

  • prameyanews
  • PrameyaOdia
  • prameya
  • Prameya Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.