ପ୍ରମୂଖ ଖବର
  • ନକଲି କଲ୍‌ ସେଣ୍ଟର ଠାବ ଘଟଣା, ଅଧିକ ତଦନ୍ତ ପାଇଁ କୋଲକାତା ଯିବ ସାଇବର ପୁଲିସ୍‌
  • ||
  • ପୁରୀ : ଅଣପଞ୍ଜିକୃତ ହବିଷ୍ୟାଳିଙ୍କ ପାଇଁ ବ୍ୟବସ୍ଥା, ବୃନ୍ଦାବତୀ ନିବାସର ବେସ୍‌ମେଣ୍ଟରେ ରହିବେ ୧୪୦ ହବିଷ୍ୟାଳି
  • ||
  • ଦେବଗଡ : ଆନ୍ତଃଜିଲ୍ଲା ମୋଟରସାଇକେଲ ଚୋରୀ ରାକେଟ ଠାବ: ୩ ଲୁଟେରା ଗିରଫ, ୮ ବାଇକ୍‌ ଜବତ
  • ||
  • ଭରତପୁର ଥାନା ଘଟଣା; ସମସ୍ତ ତଥ୍ୟ ବିଚାର ବିଭାଗୀୟ କମିଶନଙ୍କୁ ପ୍ରଦାନ କରିବ କ୍ରାଇମବ୍ରାଞ୍ଚ
  • ||
  • ପୁରୁଷୋତ୍ତମପୁର : ପ୍ରେମ ପାଇଁ ହାରିଲେ ଜୀବନ, ବେକରେ ରଶି ଲଗାଇ ଯୁବକଙ୍କ ଆତ୍ମହତ୍ୟା
  • ||
  • ବୌଦ୍ଧ ଗସ୍ତରେ ଡିଜିପି ୱାଇ ବି ଖୁରାନିଆ, ମାଓ ଦମନ ଏବଂ ଆଇନ ଶୃଙ୍ଖଳା ବିଷୟରେ କରିବେ ଆଲୋଚନା
  • ||
  • କୋଣାର୍କ : ଗୋପର ୨ଟି ବେଆଇନ କରତକଳ ଉପରେ ଚଢ଼ାଉ, ଲକ୍ଷାଧିକ ଟଙ୍କାର ଯନ୍ତ୍ରାଂଶ ଜବତ
  • ||
  • ଅନ୍‌ଲାଇନ୍‌ ଆବେଦନ କରି ନିରାଶ ହେଲେ ହବିଷ୍ୟାଳୀ: ଶିବିର ସାମ୍ନାରେ ଧାରଣା ଦେଲେ, କାନ୍ଦିକାନ୍ଦି ଘରକୁ ଫେରିଲେ
  • ||
  • ଅଧା ସହରବାସୀ ଭୋଗିବେ ଜଳ କଷ୍ଟ, ଦୁର୍ବଳ ପାଇପ ମରାମତି ପାଇଁ ଅପରାହ୍ନ ୨ଟାରୁ ୨୪ ଘଣ୍ଟା ଜଳ ଯୋଗାଣ ବନ୍ଦ
  • ||
  • ଓଏଏସ୍‌ ସ୍ତରରେ ବଡ଼ ଧରଣର ଅଦଳବଦଳ: ୧୧୮ ଓଏଏସ୍‌ଙ୍କ ବଦଳି, ୭୦ରୁ ଅଧିକ ତହସିଲଦାର ବଦଳିଲେ
  • ||
  • ଆଜିଠୁ ମୁମ୍ୱାଇରେ ନିବେଶକ ସମ୍ମିଳନୀ, ସାମିଲ ହେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • କଳିଙ୍ଗ ଷ୍ଟାଡିୟମ୍‌ ଟ୍ରାଫିକ୍‌ ପୋଷ୍ଟରେ ଆସହାୟ ପୋଲିସ, ଡିଆଇଜି ଏବଂ ତାଙ୍କ ପତ୍ନୀଙ୍କୁ ଦୁର୍ବ୍ୟବହାର
  • ||
  • ପୁରୀ : ଆଜିଠୁ ମହାକାର୍ତ୍ତିକ ବ୍ରତ: ଶ୍ରୀକ୍ଷେତ୍ରରେ ସଂକଳ୍ପ କରି ଚଉରା ମୂଳେ ରାଇଦାମୋଦର ବ୍ରତ କରିବେ ହବିଷ୍ୟାଳୀ
  • ||

ପ୍ରେମ ପାଇଁ ହାରିଲେ ଜୀବନ, ବେକରେ ରଶି ଲଗାଇ ଯୁବକଙ୍କ ଆତ୍ମହତ୍ୟା

ପୁରୁଷୋତ୍ତମପୁର,୧୮/୧୦: ବେକରେ ରଶି ଲଗାଇ ଆତ୍ମହତ୍ୟା କଲେ ଯୁବକ । ମୃତକ ଭାଟକୁମରଡ଼ା ହରିଜନ ସାହିର ୧୯ ବର୍ଷୀୟ ଯୁବକ ସିଲୁ ଦାସ ବୋଲି ଜଣାପଡ଼ିଛି । ପ୍ରେମ ବ୍ୟାପାରରୁ ଏଭଳି ହୋଇଥିବା ବେଳେ ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଭାଟକୁମରଡ଼ା  ହରିଜନ ସାହିରେ ଏଭଳି ଘଟଣା ଘଟିଛି । 

ସୂଚନା ମୁତାବକ, ହରିଜନ ସାହିର ୧୯ ବର୍ଷୀୟ ଯୁବକ ସିଲୁ ଦାସ ଗୁରୁବାର ରାତିରେ ବେକରେ ରଶି ଲଗାଇ ଆତ୍ମହତ୍ୟା କରିଥିଲେ । ପରେ ତାଙ୍କ ପରିବାର ଲୋକେ ଏହା ଦେଖିବାକୁ ପାଇଥିଲେ । ସିଲୁ ଏଭଳି ଭାବରେ ଆତ୍ମହତ୍ୟା କରିଥିବାର ଦେଖି ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ପୁରୁଷୋତ୍ତମପୁର ପୋଲିସ ପହଞ୍ଚି ଯୁବକଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ଏହା ସହ ଘଟଣାର ତଦନ୍ତ ଚଳାଇଛି । ତେବେ ପ୍ରେମ ବ୍ୟାପାରକୁ ନେଇ ଯୁବକ ଜଣକ ଏଭଳି ପଦକ୍ଷେପ ନେଇଥିବା ପାରିପାର୍ଶ୍ଵିକ ଅବସ୍ଥାରୁ ଜଣାପଡ଼ିଛି ।  

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.