ପ୍ରମୂଖ ଖବର
  • ସମ୍ଭାବ୍ୟ ବାତ୍ୟାକୁ ନେଇ ବାସୁଦେବପୁର ମତ୍ସ୍ୟ ବିଭାଗ ପକ୍ଷରୁ ସଚେତନତା, କୂଳରେ ଡଙ୍ଗା ବାନ୍ଧିଲେଣି ମତ୍ସ୍ୟଜୀବୀ
  • ||
  • ୩ରୁ ଓଜେଏସ୍‌ ମୁଖ୍ୟ ଲିଖିତ ପରୀକ୍ଷା, ୬୮୦ ଜଣ ପରୀକ୍ଷାର୍ଥୀ ଦେବେ ଏକ୍ସଜାମ୍‌
  • ||
  • ଭିଜିଲାନ୍ସ ଜାଲରେ ଚିଫ୍ ଇଞ୍ଜିନିୟର୍ କୈଳାଶ ଚନ୍ଦ୍ର ସାହୁ , ଏକାକାଳୀନ ୧୦ଟି ସ୍ଥାନରେ ଚଢ଼ାଉ କରୁଛି ଭିଜିଲାନ୍ସ ଟିମ୍
  • ||
  • ରାଜନଗରରେ ମାଡ଼ ହେବ "ଦାନା'! ଗୁରୁବାର ରାତିରୁ ଶୁକ୍ରବାର ସକାଳ ଭିତରେ ସ୍ଥଳଭାଗ ଛୁଇଁବ
  • ||

ଅବପାତରେ ପରିଣତ ହେଲା ସୁଦୃଶ୍ୟ ଲଘୁଚାପ, ୨୩ରେ ନେବ ବାତ୍ୟାର ରୂପ

ଭୁବନେଶ୍ଵର, ୨୨/୧୦ : ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତରେ ପରିଣତ ହେଲା ସୁଦୃଶ୍ୟ ଲଘୁଚାପ। କିଛି ସମୟ ପରେ ଏହା ଗଭୀର ଅବପାତର ରୂପ ନେବ। ଆସନ୍ତାକାଲି ସୁଦ୍ଧା ବାତ୍ୟାର ରୂପ ନେବ। ୨୪ ରାତି କିମ୍ଵା ୨୫ ତାରିଖ ସକାଳେ ବାତ୍ୟା ସ୍ଥଳଭାଗ ଅତିକ୍ରମ କରିବ। ଏହି ସମୟରେ ପବନର ବେଗ ୧୦୦ରୁ ୧୨୦ ମଧ୍ୟରେ ରହିବ। 

ଏହା ପାରାଦୀପ ଠାରୁ ୭୩୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି। ଧୀରେଧୀରେ ସ୍ଥଳଭାଗ ମୁହାଁ ହେଉଛି। ସେହିପରି ଏହା ପଶ୍ଚିମବଙ୍ଗର ସାଗର ଦ୍ଵୀପ ଠାରୁ ୭୭୦ କିମି ଦକ୍ଷିଣ ଦକ୍ଷିଣ-ପୂର୍ବ ଦିଗରେ ରହିଛି। ସେପଟେ ବାଂଲାଦେଶ କ୍ଷେପପୁର ଠାରୁ ୭୪୦ କିମି ଦୂରରେ ରହିଛି। ଏହା ଉତ୍ତର ଏବଂ ଉତ୍ତର ପଶ୍ଚିମ ଦିଗକୁ ଧୀରେଧୀରେ ଗତି କରିବ। 

    

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.