ପ୍ରମୂଖ ଖବର
  • ଭଦ୍ରକ ମେଡିକାଲରେ ଅଘଟଣ, ଲିଫ୍ଟରେ ଚାପି ହୋଇ ଚାଲିଗଲା ରୋଗୀଙ୍କ ଜୀବନ
  • ||
  • ବାଲେଶ୍ୱର : ପ୍ରଶାନ୍ତଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଘୋଷଣା, ପତ୍ନୀଙ୍କୁ ସରକାରୀ ଚାକିରି
  • ||
  • IPL 2025: ଆଜି ବେଙ୍ଗାଲୁରୁକୁ ଭେଟିବ ରାଜସ୍ଥାନ, ଘରୋଇ ଗ୍ରାଉଣ୍ଡରେ ଆରସିବିର ପ୍ରଥମ ବିଜୟ ଲକ୍ଷ୍ୟ
  • ||
  • ଢେଙ୍କାନାଳ : କୁଖ୍ୟାତ ଅପରାଧୀ ହୁଣ୍ଡକୁ ଏନକାଉଣ୍ଟର୍‌, ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି
  • ||
  • ଗୁରୁବାର ଜାତୀୟ ପଞ୍ଚାୟତିରାଜ ଦିବସ: ସବୁ ପଞ୍ଚାୟତରେ ହେବ ସ୍ୱତନ୍ତ୍ର ଗ୍ରାମସଭା, ଆଭାସୀ ମାଧ୍ୟମରେ ଯୋଗଦେବେ ପ୍ରଧାନମନ୍ତ୍ରୀ
  • ||
  • ଗୁରୁବାର ଭୀଷଣ ଗ୍ରୀଷ୍ମ ପ୍ରକୋପ, ୨୬ ଯାଏ ଆକାଶରୁ ଅଗ୍ନିବର୍ଷା: ଉପକୂଳରେ ଅସହ୍ୟ ହେବ ତାତି, ଗୁଳୁଗୁଳି
  • ||

IPL-2025: ଦିଲ୍ଲୀକୁ ୧୬୦ ରନର ଟାର୍ଗେଟ ଦେଲା ଲକ୍ଷ୍ନୌ; ମୁକେଶ କୁମାରଙ୍କୁ ମିଳିଲା ୪ ୱିକେଟ

Published By : Bijay Swain | April 22, 2025 9:23 PM

Image courtesy: bcci

ନୂଆଦିଲ୍ଲୀ: ଆଇପିଏଲର ୪୦ତମ ମ୍ୟାଚରେ ଲକ୍ଷ୍ନୌ ସୁପରଜିଆଣ୍ଟସ ଦିଲ୍ଲୀ କ୍ୟାପିଟାଲ୍ସକୁ ୧୬୦ ରନର ଟାର୍ଗେଟ ଦେଇଛି। ଏକାନା ଷ୍ଟାଡିୟମରେ ହେଉଥିବା ମ୍ୟାଚରେ ଟସ୍ ଜିତି ଦିଲ୍ଲୀ ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। 

ଲକ୍ଷ୍ନୌ ୬ ୱିକେଟ୍ ହରାଇ ୧୫୯ ରନ୍ ସଂଗ୍ରହ କରିଥିଲା। ଏଡେନ୍ ମାକ୍ରମ ୫୨, ମିଚେଲ୍ ମାର୍ଶ ୪୫ ଏବଂ ଆୟୁଷ ବାଡୋନି ୩୬ ରନ୍ ସଂଗ୍ରହ କରିଥିଲେ। ଦିଲ୍ଲୀ ପକ୍ଷରୁ ମୁକେଶ କୁମାର ମୋଟ୍ ୪ଟି ୱିକେଟ ହାସଲ କରିଛନ୍ତି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.