ପ୍ରମୂଖ ଖବର
  • କୋରାପୁଟ : କାମ କରିବାକୁ ଯାଇ ନିଖୋଜ ହେଲେ ସ୍ୱାମୀ; ଖୋଜିଖୋଜି ଆତ୍ମହରା ହେଲେ ସ୍ତ୍ରୀ, ମାସେ ପରେ କରିଲେ ଅଭିଯୋଗ
  • ||
  • ବାଲିପାଟଣା : ନଦୀରେ ଭାସୁଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ସାଲେପୁର : ଝରକା ତାଡ଼ି ୩ ଘରୁ ଚୋରି, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଗଞ୍ଜାମ : ୧୧କେଭି ତାର ଲାଗି ଜଣେ ମୃତ, ଜଣେ ଗୁରୁତର
  • ||
  • ବାଲେଶ୍ଵର : ବାଇକ୍‌କୁ ଧକ୍କା ଦେଲା ମାଲବାହୀ ଟ୍ରକ୍; ଜଣେ ମୃତ,୨ ଗୁରୁତର
  • ||
  • ସୁନ୍ଦରଗଡ଼ : ପୂଜା ଦେଖିବାକୁ ଆସିଥିବା ବେଳେ ଯୁବତୀଙ୍କୁ ଗଣଦୁଷ୍କର୍ମ, ୩ ଅଟକ
  • ||
  • ଉଦଳା : ସରକାରୀ ଡାକ୍ତରଖାନାରେ ସ୍ୱାସ୍ଥ୍ୟସେବା ବିପର୍ଯ୍ୟସ୍ତ , ଚିକିତ୍ସା ଅଭାବରୁ ଚାଲିଗଲା ଶିଶୁକନ୍ୟାର ଜୀବନ
  • ||
  • ଯାଜପୁର : ଖରସ୍ରୋତା ବ୍ରିଜ୍‌ ଉପରୁ ନଦୀକୁ ଡେଇଁଲେ ମହିଳା, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ବ୍ରହ୍ମପୁର : ନକଲି ଗୁଟଖା କମ୍ପାନିରେ ଚଢାଉ; ନକଲି ଗୁଟଖା, ଗୁଟଖା ସାମଗ୍ରୀ ଏବଂ ମେସିନ ଠାବ
  • ||
  • ଦିଗପହଣ୍ଡି : ବାର୍ଦ୍ଧକ୍ୟ ଭତ୍ତା ଆଣିବାକୁ ଯାଇ କେନାଲରେ ଭାସିଗଲେ ବୃଦ୍ଧା,୧୦ ଘଣ୍ଟା ପରେ ମୃତଦେହ ଉଦ୍ଧାର
  • ||
  • ଆସ୍କା : ଟ୍ରକ୍‌କୁ ପିଟିଲା ପିକଅପ୍‌ ଭ୍ୟାନ୍‌, ୨ ମୃତ
  • ||
  • ଗୁରୁବାରଠୁ ଭାରତ- ବାଂଲାଦେଶ ପ୍ରଥମ ଟେଷ୍ଟ: ଚିପକ୍‌ରେ ରାଜୁତି କରିବେ ସ୍ପିନର୍‌, ଫେରିବେ ପନ୍ତ ଏବଂ ରାହୁଲ
  • ||
  • ମୋହନାରେ ଟ୍ରକ୍‌-ବାଇକ୍‌ ଧକ୍କା, ୨ ବାଇକ୍‌ ଆରୋହୀ ମୃତ
  • ||
  • ଭୁବନେଶ୍ୱର : ରାଜଧାନୀରେ ବୋମା ମାଡ଼; ସିସିଟିଭିରେ କଏଦ ହେଲା ଦୃଶ୍ୟ, ଦୁର୍ବୃତ୍ତଙ୍କୁ ଖୋଜୁଛି ପୋଲିସ
  • ||
  • ପୁରୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ୧୦୦ ଦିନର ସଫଳତା ସମାବେଶ ଓ ପ୍ରଦର୍ଶନୀରେ ଯୋଗଦେବେ
  • ||
  • ୨୨ରୁ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା, ଆହୁରି ବିଗିଡ଼ିପାରେ ବାଲେଶ୍ୱର, ମୟୂରଭଞ୍ଜ ସ୍ଥିତି
  • ||

ଚନ୍ଦାହାଣ୍ଡିରେ ମହମ୍ମଦ ଜୟନ୍ତୀ ପାଳିତ

ଚନ୍ଦାହାଣ୍ଡି, ୧୬/୯ : ଚନ୍ଦାହାଣ୍ଡି ବ୍ଲକ ଅନ୍ତର୍ଗତ ମୋହରା ଏବଂ ବେହେରାମୁଣ୍ଡା ଜାମା ମସଜିଦ ପରିସରରେ ମହାପୁରୁଷ ମହମ୍ମଦଙ୍କ ଜୟନ୍ତୀ ତଥା ଜଷ୍ନେ-ଇଦ-ମିଳାଦୁନ-ନବୀ ନିରାଡ଼ମ୍ବର ସହକାରେ ପାଳିତ ହୋଇ ଯାଇଛି। ଏହି ଅବସରରେ ଆଜି ମୋହରା ଏବଂ ବେହେରାମୁଣ୍ଡା ଗ୍ରାମରେ ଶତାଧିକ ମୁସଲମାନ ଭାଇମାନେ ଏକ ବିରାଟ ଶୋଭାଯାତ୍ରାରେ ବାହାରି ମସଜିଦକୁ ଯାଇ ମହାପୁରୁଷ ମହମ୍ମଦଙ୍କ ଜୟନ୍ତୀ ପାଳନ କରିଛନ୍ତି। ମୋହରା ମସଜିଦ ପରିସରରେ ଅଞ୍ଜୁମାନ ଇସଲାମିୟା କମିଟି ତରଫରୁ ସଭାପତି ସୁଲତାନ ଅଲ୍ଲୀଙ୍କ ଦ୍ଵାରା ଧାର୍ମିକ ପତାକା ଉତ୍ତୋଳନ କରାଯାଇଥିବା ବେଳେ ମୌଲାନା ମହମ୍ମଦ ସୋହେବ ରଜାଙ୍କ ପୋୖରହିତ୍ୟରେ ଫାତିହା ପାଠ କରାଯାଇଥିଲା। ଏହି ପରିପ୍ରେକ୍ଷୀରେ ବିଶ୍ୱବାସୀଙ୍କ କଲ୍ୟାଣ ଉଦ୍ଦେଶ୍ୟରେ ଆଲ୍ଲାଙ୍କ ନିକଟରେ ପ୍ରାର୍ଥନା କରାଯାଇଥିଲା। ଏହାପରେ ପରସ୍ପର ପରସ୍ପରକୁ ମହମ୍ମଦଙ୍କ ଜୟନ୍ତୀର ଶୁଭେଚ୍ଛା ଜଣାଇଥିଲେ। 

ଏଥିରେ ମୋହରା ସୁନ୍ନି ମୁସଲିମ କମିଟିର ସମ୍ପାଦକ ମହମ୍ମଦ ସକିଲ, ଉପସଭାପତି ମୁରାଦ ଅଲ୍ଲୀ, କୋଷାଧ୍ୟକ୍ଷ ମହମ୍ମଦ ଇଲିୟାସ, ମହମ୍ମଦ ସଲମାନ ରଜା, ଜିବ୍ରାଇଲ ଅଲ୍ଲୀ, ମହମ୍ମଦ ୟୁନୁସ, ଅବଦୁଲ ହମିଦ୍, ହାଜି ମହମ୍ମଦ  ରଫିକ, ମହମ୍ମଦ ହନିଫ, ମହମ୍ମଦ ସଫିକ, ମହମ୍ମଦ ଅସପାକ, ମୁରାଦୁ ଅଲ୍ଲୀ, ଆକବର ଅଲ୍ଲୀ, ଅବଦୁଲ ମଜିଦ, ଅବଦୁଲ କୟୁମ ,ମହମ୍ମଦ ରିଜାୱlନ, ମକବୁଲ ଅଲ୍ଲୀ, ରେହେମାନ ଅଲ୍ଲୀ, ସାହାଦତ ଅଲ୍ଲୀ, ଖଲିଲ ଅଲ୍ଲୀ, ହୁସେନ ଅଲ୍ଲୀ, ସାହିଲ୍, ମୋହସିନ, ସହେଜାଦ ପ୍ରମୁଖ ଉପସ୍ଥିତ ଥିଲେ। ଆସନ୍ତାକାଲି ମସଜିଦ ପରିସରରେ ଏକ ଧର୍ମସଭା ଅନୁଷ୍ଠିତ ହେବ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.