ପ୍ରମୂଖ ଖବର
  • ଗଞ୍ଜାମ : ଅଦିନିଆ ବର୍ଷାରେ ଉଜୁଡ଼ିଗଲା ଚାଷ, ଚିନ୍ତାରେ ପଡ଼ି ଜୀବନ ହାରିଲେ ଚାଷୀ
  • ||
  • ଆସନ୍ତା ଶିକ୍ଷାବର୍ଷରୁ କଲେଜରେ ଛାତ୍ର ସଂସଦ ନିର୍ବାଚନ,ଘୋଷଣା କଲେ ମୁଖ୍ୟମନ୍ତ୍ରୀ
  • ||
  • ନୟାଗଡ଼ : ରାସ୍ତା ତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ୍, ଡ୍ରାଇଭର ମୃତ
  • ||
  • କେନ୍ଦୁଝର : ଅର୍ଥାଭାବରୁ ଆତ୍ମହତ୍ୟା କଲେ ବିଧବା ମହିଳା, ବେସାହାରା ହେଲେ ସନ୍ତାନ
  • ||
  • ବଲାଙ୍ଗୀର : ଦୁର୍ଗାପାଲି ଗାଁରେ ଅଘଟଣ, ଜଳିଗଲା ୪ ଏକର ଜମିର ଧାନ ଗଦା
  • ||
  • ବୌଦ୍ଧ : ଟ୍ରକ୍‌ରୁ ଖସିଲା ଲୁହା ଇଲେକ୍ଟ୍ରି ପୋଲ୍‌, ଅଳ୍ପକେ ବର୍ତ୍ତିଲେ ଲୋକେ
  • ||
  • ଗଞ୍ଜାମ : ଝୁଲନ୍ତା ଅବସ୍ଥାରେ ବିବାହିତ ପ୍ରେମୀ ଯୁଗଳଙ୍କ ମୃତଦେହ ଉଦ୍ଧାର
  • ||
  • ଜୟପୁର : ଏଆର୍‌ଆଇଙ୍କ ଘରେ ପଶିଲା ଭିଜିଲାନ୍ସ, ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ
  • ||
  • ନୀଳଗିରି : ଅଦିନିଆ ବର୍ଷା ପାଇଁ ଚିନ୍ତାରେ ଚାଷୀ, ହେକ୍ଟର ହେକ୍ଟର ପରିବା ଚାଷ ନଷ୍ଟ
  • ||
  • ପାକିସ୍ତାନର ଏୟାରଷ୍ଟ୍ରାଇକ୍‌ରେ ମୃତ୍ୟୁସଂଖ୍ୟା ୪୬କୁ ବୃଦ୍ଧି, ମୃତକଙ୍କ ମଧ୍ୟରେ ଅଧିକାଂଶ ଶିଶୁ ଓ ମହିଳା
  • ||
  • ବର୍ଡର-ଗାଭାସ୍କର ଟ୍ରଫି, ମେଲବର୍ଣ୍ଣରେ ବ୍ୟାଟିଂ କରୁଛି ଅଷ୍ଟ୍ରେଲିଆ, ଓ୍ବିକେଟ୍ ସନ୍ଧାନରେ ଭାରତ
  • ||
  • ଆଠମଲ୍ଲିକ : ଅଦିନିଆ ବର୍ଷା ଦେଇଗଲା ଦୁଃଖ, ଧାନ ବିଲରେ ଜମି ରହିଛି ପାଣି
  • ||
  • ଆଜିଠୁ ବର୍ଷା କମିବ, ୨୭ରୁ ପୁଣି ବଢ଼ିବ: ପଶ୍ଚିମା ବାୟୁ ପାଇଁ ଉତ୍ତର-ପଶ୍ଚିମ ଓଡ଼ିଶାରେ ବର୍ଷା ଆଶଙ୍କା
  • ||
  • ମେଘୁଆ ପାଗ ପରେ ସୁବର୍ଣ୍ଣପୁରରେ ଶୀତ ଲହରୀ ଆରମ୍ଭ
  • ||

ମାଲକାନଗିରି ଜିଲ୍ଲାରେ ୧୮ବର୍ଷରେ ୪୪୫ ଜଣ ଏଚଆଇଭି ପଜେଟିଭ ଚିହ୍ନଟ,ଏଡ଼ସ ମୁକ୍ତ ନେଇ ଶପଥ

Published By : Prameya | December 1, 2024 7:28 PM

ମାଲକାନଗିରି, ୧/୧୨(ଆପ୍ର ) ମାଲକାନଗିରି ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ଆଜି ବିଶ୍ୱ ଏଡସ୍ ଦିବସ ପାଳିତ ହୋଇ ଯାଇଛିା  ଗତ ୨୦୦୬ ମସିହା ରୁ ୨୦୨୪ ମସିହା ୧୮ବର୍ଷ ମଧ୍ୟ ରେ ଜିଲ୍ଲା ରେ ୯୩,୬୨୪ ଟି ରକ୍ତ ନମୁନା ପରୀକ୍ଷାକରା ଯାଇଛି । ସେଥି ମଧ୍ୟରୁ ୪୪୫ ଟି ଏଚଆଇଭି ପଜେଟିଭ ଚିହ୍ନଟ ହୋଇଛି। କେବଳ ଚଳିତ ବର୍ଷ  ୯, ୬୦୧ଟି ରକ୍ତ ନମୁନା ପରୀକ୍ଷା ରୁ ୨୬ଟି ଏଚ ଆଇଭି  ପଜେଟିଭ ଚିହ୍ନଟ ହୋଇଛି। 

ଏହି ଉପଲକ୍ଷେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ନେଇ ଏକ ସଚେତନତା ରାଲି ସହର ପରିକ୍ରମା କରି ଏଡସ୍ ସମ୍ବନ୍ଧରେ ସାଧାରଣ ଜନତାଙ୍କୁ ସଚେତନତା କରିଥିଲୋ ଏହି ରାଲିକୁ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ସିଏଚ.ଏମ୍‌. ଜଗନ୍ନାଥ ରାଓ ସବୁଜ ପତାକା ଦେଖାଇ ଉଦଘାଟନ କରିଥିଲୋ ପରେ ସ୍ୱାସ୍ଥ୍ୟ ବିଭାଗ ସମ୍ମିଳନୀ କକ୍ଷରେ ଆୟୋଜିତ ଏକ ସଭାରେ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଏବଂ ଅନ୍ୟ ଅତିଥିମାନେ ଯୋଗ ଦେଇ ଏଡସର ଭୟାବହତା, ଏହାକୁ କିପରି ରୋକା ଯାଇ ପାରିବ, ଏଡସ୍ ରୋଗୀଙ୍କ ଚିକିତ୍ସା ଇତ୍ୟାଦି ସମ୍ବନ୍ଧରେ ନିଜ ନିଜର ବକ୍ତବ୍ୟ ପ୍ରଦାନ କରିଥିଲୋ ମାଲକାନଗିରି ଜିଲ୍ଲାକୁ ୨୦୩୦ ସୁଦ୍ଧା ଏଡସ୍ ମୁକ୍ତ ଜିଲ୍ଲାଭାବେ ପରିଗଣିତ ହେବ ବୋଲି ଶ୍ରୀ ରାଓ ପ୍ରକାଶ କରିଥିଲୋ ଆଜିର ଏହି ବିଶ୍ୱ ଏଡସ୍ ଦିବସର ମୁଖ୍ୟ ବାର୍ତ୍ତା ମୋ ସ୍ୱାସ୍ଥ୍ୟ ମୋ ଅଧିକାର । ଏହି ବାର୍ତ୍ତାଟି  ଜିଲ୍ଲାର ପ୍ରତ୍ୟେକ ଅଂଚଳରେ ସ୍ବାସ୍ଥ୍ୟ ବିଭାଗ ତରଫରୁ ପ୍ରଚାର ପ୍ରସାର କରା ଯାଉଛିା ଏହି କାର୍ଯ୍ୟକ୍ରମ ରେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା  ସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ଏମ ଏମ ଅବିଦ ହୁସେନ,ଅତିରିକ୍ତ ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ଦିବାକର ମାଝୀ, ଅଜିତ ଦଳେଇ, ହରିବନ୍ଧୁ ଦେଶିଆ ନାୟକ, ବବୁଜି ଖରା ପ୍ରମୁଖ ଉପସ୍ଥିତ ଥିଲେ। ଏହି ଅବସରରେ ୨୦୩୦ ସୁଦ୍ଧା ଏଡସ୍ ମୁକ୍ତ ହେବ ମାଲକାନଗିରି ଜିଲ୍ଲା ବୋଲି ଅତିଥି ମାନଙ୍କ ସହିତ ଛାତ୍ର ଛାତ୍ରୀଶପଥ ପାଠ କରିଥିଲେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.