ପ୍ରମୂଖ ଖବର
  • ବ୍ରହ୍ମପୁର : ଏମକେସିଜି ମେଡିକାଲ ନର୍ସିଙ୍ଗ ସଙ୍ଘର କାର୍ଯ୍ୟବନ୍ଦ ଆନ୍ଦୋଳନ; ଜରୁରୀ କାଳୀନ ସେବା ବନ୍ଦ, ରୋଗୀ ହନ୍ତସନ୍ତ
  • ||
  • ଆଠମଲ୍ଲିକ : ବାର୍‌ହା ଶିକାର କରିବାକୁ ଯାଇ ଶିକାରୀ ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଆସ୍କା : ବିଦ୍ୟୁତ ଆଘାତରେ ଯୁବକ ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • କାମାକ୍ଷାନଗର : ବିଦ୍ୟୁତ ଆଘାତରେ ଦେଢ଼ ବର୍ଷର ଶିଶୁ ପୁତ୍ରର ମୃତ୍ୟୁ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଉମରକୋଟ : ତିନି ହାତୀ ଆକ୍ରମଣରେ ବ୍ୟକ୍ତିଙ୍କ ମୃତ୍ୟୁ, ମୃତକଙ୍କ ପରିବାରକୁ ମିଳିବ ସରକାରୀ ସାହାୟତା
  • ||
  • ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟରେ ବଡ଼ ଧରଣର ବିସ୍ଫୋରଣ, ୫ ଶ୍ରମିକ ଆହତ
  • ||
  • ମର୍ଶାଘାଇ : ଦିବ୍ୟାଙ୍ଗଙ୍କ ଦୋକାନ ଉପରେ ମାଡିଗଲା ମାଲବାହୀ ଟ୍ରକ୍, ଅଳ୍ପକେ ବର୍ତ୍ତିଗଲେ ୪ ଜଣ
  • ||
  • ମୋହନା : ମିନି ଟ୍ରକ୍‌ ଧକ୍କାରେ ଶ୍ରମିକ ଗୁରୁତର, ଜାତୀୟ ରାଜପଥ ଅବରୋଧ କଲେ ଗ୍ରାମବାସୀ
  • ||
  • ଦରମା ନପାଇବାରୁ ସମଲେଇ ମନ୍ଦିର ପରିସରରେ ସୁରକ୍ଷାକର୍ମୀଙ୍କ ଧାରଣା
  • ||
  • ସୋସିଆଲ ମିଡିଆ ପୋଷ୍ଟରୁ ଅଶାନ୍ତ ଭଦ୍ରକ: ଲାଗିଲା ୧୬୩ ଧାରା, ୧୦ ପ୍ଲାଟୁନ୍‌ ଫୋର୍ସ ମୁତୟନ, ୧୦ ଗିରଫ
  • ||
  • ରେଳ ଧାରଣା ଦାବିରେ ପାଟଣାଗଡ ୧୨ଘଣ୍ଟିଆ ବନ୍ଦ, ଯାନବାହନ ଚଳାଚଳ ଠପ୍‌
  • ||
  • ବିଶ୍ୱ ଅର୍ଥନୀତି ପାଇଁ ସତର୍କଘଣ୍ଟି: ଚରମ ସ୍ତରରେ ବେକାରି ହାର, ୨୦୦୮ ଭଳି ଲକ୍ଷଣ ଦେଖିବାକୁ ମିଳିଲାଣି
  • ||
  • ବୌଦ୍ଧ : ସରପଞ୍ଚଙ୍କ ଗୁଳିମାଡରେ ଯୁବକ ଗୁରୁତର, ପୂର୍ବ ଶତ୍ରୁତାକୁ ନେଇ ଆକ୍ରମଣ ହୋଇଥିବା ସନ୍ଦେହ
  • ||
  • ଶନିବାର ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ, ଅଧ୍ୟକ୍ଷତା କରିବେ ମୁଖ୍ୟମନ୍ତ୍ରୀ, ୪ଟି ପ୍ରସ୍ତାବରେ ବାଜିପାରେ ମୋହର
  • ||
  • ଜଳେଶ୍ୱର : ଅଧୁରା ରହିଗଲା ଜଗା ଦର୍ଶନ;୨୦ ଫୁଟ ତଳକୁ ଖସିଲା ଟୁରିଷ୍ଟ ବସ୍‌, ୪ ମୃତ
  • ||
  • ରାଜ୍ୟରେ ଆଜିଠୁ କମିବ ବର୍ଷା, ଅକ୍ଟୋବର ୧ରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା, ୬ରେ ଲଘୁଚାପ
  • ||

ତିନି ହାତୀ ଆକ୍ରମଣରେ ବ୍ୟକ୍ତିଙ୍କ ମୃତ୍ୟୁ, ମୃତକଙ୍କ ପରିବାରକୁ ମିଳିବ ସରକାରୀ ସାହାୟତା

ଉମରକୋଟ,୨୮/୦୯: ହାତୀ ଆକ୍ରମଣରେ ପ୍ରାଣ ହରାଇଲେ ବ୍ୟକ୍ତି । ନବରଙ୍ଗପୁର ଜିଲ୍ଲା ରାଇଘର ବ୍ଳକ ସୀମାନ୍ତ ପଡୋଶୀ ଛତିଶଗଡ ରାଜ୍ୟର ଗୋରିଆବନ୍ଦ ଜିଲ୍ଲା ଫିଙ୍ଗେଶ୍ୱର ଗ୍ରାମ ସୋରିଦଖୁର୍ଡ ଜଙ୍ଗଲ ନିକଟରେ ଏଭଳି ଅଘଟଣ ଘଟିଛି । 

ସୂଚନା ମୁତାବକ, ଭୁଜିଆପାରାର ଜଣେ ବ୍ୟକ୍ତି ସୋରିଦଖୁର୍ଡ ଜଙ୍ଗଲ ଆଡକୁ ଶୁକ୍ରବାର ଅପରାହ୍ନ ୪ଟା ସମୟରେ ମୂଷା ଖୋଜିବାକୁ ଯାଉଥିଲେ । ଏହି ସମୟରେ ତିନିଟି ଜଙ୍ଗଲୀ ହାତୀ ଉକ୍ତ ବ୍ୟକ୍ତିକୁ ଦଳି ଚକଟି ମାରିଦେଇଛନ୍ତି । ଏହି ଘଟଣା ସମ୍ପର୍କରେ ସ୍ଥାନୀୟଲୋକେ ଜାଣି ପୋଲିସ ଏବଂ ବନବିଭାଗକୁ ଖବର ଦେଇଥିଲେ । ଖବର ପାଇ ଫିଙ୍ଗେଶ୍ବର ବନବିଭାଗ ଏବଂ ପୋଲିସ  ଘଟଣା ସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିଛି । ଏହା ସହ ମୃତକଙ୍କ ପରିବାରକୁ ସରକାରୀ ଆର୍ଥିକ ସହାୟତା ଯୋଗାଇବାକୁ ବନବିଭାଗ କହିଛି । ବର୍ତ୍ତମାନ ହାତୀର ଗତିବିଧି ଉପରେ ବନ ବିଭାଗ ନଜର ରଖିଥିବା ବେଳେ ତିନିଟି ହାତୀ ଏବେ ମହାସମୁନ୍ଦ ଆଡକୁ ଗତି କରିଛି ତେବେ ବନବିଭାଗ ଗ୍ରାମବାସୀଙ୍କୁ ସଚେତନ କରୁଛନ୍ତି ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.