ପ୍ରମୂଖ ଖବର
  • କୋରାପୁଟ : କାମ କରିବାକୁ ଯାଇ ନିଖୋଜ ହେଲେ ସ୍ୱାମୀ; ଖୋଜିଖୋଜି ଆତ୍ମହରା ହେଲେ ସ୍ତ୍ରୀ, ମାସେ ପରେ କରିଲେ ଅଭିଯୋଗ
  • ||
  • ବାଲିପାଟଣା : ନଦୀରେ ଭାସୁଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ସାଲେପୁର : ଝରକା ତାଡ଼ି ୩ ଘରୁ ଚୋରି, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଗଞ୍ଜାମ : ୧୧କେଭି ତାର ଲାଗି ଜଣେ ମୃତ, ଜଣେ ଗୁରୁତର
  • ||
  • ବାଲେଶ୍ଵର : ବାଇକ୍‌କୁ ଧକ୍କା ଦେଲା ମାଲବାହୀ ଟ୍ରକ୍; ଜଣେ ମୃତ,୨ ଗୁରୁତର
  • ||
  • ସୁନ୍ଦରଗଡ଼ : ପୂଜା ଦେଖିବାକୁ ଆସିଥିବା ବେଳେ ଯୁବତୀଙ୍କୁ ଗଣଦୁଷ୍କର୍ମ, ୩ ଅଟକ
  • ||
  • ଉଦଳା : ସରକାରୀ ଡାକ୍ତରଖାନାରେ ସ୍ୱାସ୍ଥ୍ୟସେବା ବିପର୍ଯ୍ୟସ୍ତ , ଚିକିତ୍ସା ଅଭାବରୁ ଚାଲିଗଲା ଶିଶୁକନ୍ୟାର ଜୀବନ
  • ||
  • ଯାଜପୁର : ଖରସ୍ରୋତା ବ୍ରିଜ୍‌ ଉପରୁ ନଦୀକୁ ଡେଇଁଲେ ମହିଳା, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ବ୍ରହ୍ମପୁର : ନକଲି ଗୁଟଖା କମ୍ପାନିରେ ଚଢାଉ; ନକଲି ଗୁଟଖା, ଗୁଟଖା ସାମଗ୍ରୀ ଏବଂ ମେସିନ ଠାବ
  • ||
  • ଦିଗପହଣ୍ଡି : ବାର୍ଦ୍ଧକ୍ୟ ଭତ୍ତା ଆଣିବାକୁ ଯାଇ କେନାଲରେ ଭାସିଗଲେ ବୃଦ୍ଧା,୧୦ ଘଣ୍ଟା ପରେ ମୃତଦେହ ଉଦ୍ଧାର
  • ||
  • ଆସ୍କା : ଟ୍ରକ୍‌କୁ ପିଟିଲା ପିକଅପ୍‌ ଭ୍ୟାନ୍‌, ୨ ମୃତ
  • ||
  • ଗୁରୁବାରଠୁ ଭାରତ- ବାଂଲାଦେଶ ପ୍ରଥମ ଟେଷ୍ଟ: ଚିପକ୍‌ରେ ରାଜୁତି କରିବେ ସ୍ପିନର୍‌, ଫେରିବେ ପନ୍ତ ଏବଂ ରାହୁଲ
  • ||
  • ମୋହନାରେ ଟ୍ରକ୍‌-ବାଇକ୍‌ ଧକ୍କା, ୨ ବାଇକ୍‌ ଆରୋହୀ ମୃତ
  • ||
  • ଭୁବନେଶ୍ୱର : ରାଜଧାନୀରେ ବୋମା ମାଡ଼; ସିସିଟିଭିରେ କଏଦ ହେଲା ଦୃଶ୍ୟ, ଦୁର୍ବୃତ୍ତଙ୍କୁ ଖୋଜୁଛି ପୋଲିସ
  • ||
  • ପୁରୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ୧୦୦ ଦିନର ସଫଳତା ସମାବେଶ ଓ ପ୍ରଦର୍ଶନୀରେ ଯୋଗଦେବେ
  • ||
  • ୨୨ରୁ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା, ଆହୁରି ବିଗିଡ଼ିପାରେ ବାଲେଶ୍ୱର, ମୟୂରଭଞ୍ଜ ସ୍ଥିତି
  • ||

ପୋଖରୀରେ ବୁଡ଼ି ବ୍ୟକ୍ତି ମୃତ, ଘଟଣାର ତଦନ୍ତ କରୁଛି ପୋଲିସ

ଖଲ୍ଲିକୋଟ,୧୮/୦୯: ପୋଖରୀରେ ବୁଡ଼ି ବ୍ୟକ୍ତିଙ୍କ ମୃତ୍ୟୁ । ମୃତକ ଖଲ୍ଲିକୋଟ ଥାନା ଅନ୍ତର୍ଗତ ବିକ୍ରମପୁର ଗ୍ରାମର ଶଙ୍କର ଆଚାର୍ଯ୍ୟ (୫୬) ବୋଲି ଜଣାପଡ଼ିଛି । ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ବିକ୍ରମପୁର ବାଦରା ନୂଆବନ୍ଧରେ ଏଭଳି ଘଟଣା ଘଟିଛି । 

ସୂଚନା ମୁତାବକ, ଗ୍ରାମବାସୀମାନେ ପୋଖରୀକୁ ଗାଧୋଇବାକୁ ଯାଇଥିଲେ । ଏହି ସମୟରେ ଶଙ୍କର ପୋଖରୀରେ ଭାସୁଥିବାର ଦେଖିଥିଲେ ସ୍ଥାନୀୟଲୋକେ । ଏହା ଦେଖି ତୁରନ୍ତ ତାଙ୍କ ପରିବାର ଲୋକଙ୍କୁ ଏହି ଘଟଣା ସମ୍ବନ୍ଧରେ ଖବର ଦେଇଥିଲେ । ଖବର ପାଇ ପରିବାର ଲୋକେ ଘଟଣାସ୍ଥଳରେ ପହଞ୍ଚି ସେଠାକୁ ତାଙ୍କୁ ଉଦ୍ଧାର କରି ଖଲ୍ଲିକୋଟ ମେଡିକାଲରେ ଭର୍ତ୍ତି କରାଇଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ପରେ ଏନେଇ ମୃତକଙ୍କ ପରିବାର ଲୋକେ ଖଲ୍ଲିକୋଟ ଥାନାରେ ଏକ ଲିଖିତ ଅଭିଯୋଗ କରିଛନ୍ତି । ଅଭିଯୋଗ ଆଧାରରେ ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ଏହା ସହ ଘଟଣାର ଅଧିକ ତଦନ୍ତ ଚଳାଇଛି ପୋଲିସ । 

ଅନ୍ୟପଟେ ଖଲ୍ଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀ ଏହି ଘଟଣା ସମ୍ବନ୍ଧରେ ଜାଣି ମେଡିକାଲରେ ପହଞ୍ଚିଛନ୍ତି । ସେଠାରେ ପହଞ୍ଚି ମୃତକଙ୍କ ପରିବାର ଲୋକଙ୍କୁ ସମବେଦନା ଜଣାଇଥିବା ଦେଖିବାକୁ ମିଳିଛି ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.