ପ୍ରମୂଖ ଖବର
  • ଦରମା ନପାଇବାରୁ ସମଲେଇ ମନ୍ଦିର ପରିସରରେ ସୁରକ୍ଷାକର୍ମୀଙ୍କ ଧାରଣା
  • ||
  • ସୋସିଆଲ ମିଡିଆ ପୋଷ୍ଟରୁ ଅଶାନ୍ତ ଭଦ୍ରକ: ଲାଗିଲା ୧୬୩ ଧାରା, ୧୦ ପ୍ଲାଟୁନ୍‌ ଫୋର୍ସ ମୁତୟନ, ୧୦ ଗିରଫ
  • ||
  • ରେଳ ଧାରଣା ଦାବିରେ ପାଟଣାଗଡ ୧୨ଘଣ୍ଟିଆ ବନ୍ଦ, ଯାନବାହନ ଚଳାଚଳ ଠପ୍‌
  • ||
  • ବିଶ୍ୱ ଅର୍ଥନୀତି ପାଇଁ ସତର୍କଘଣ୍ଟି: ଚରମ ସ୍ତରରେ ବେକାରି ହାର, ୨୦୦୮ ଭଳି ଲକ୍ଷଣ ଦେଖିବାକୁ ମିଳିଲାଣି
  • ||
  • ବୌଦ୍ଧ : ସରପଞ୍ଚଙ୍କ ଗୁଳିମାଡରେ ଯୁବକ ଗୁରୁତର, ପୂର୍ବ ଶତ୍ରୁତାକୁ ନେଇ ଆକ୍ରମଣ ହୋଇଥିବା ସନ୍ଦେହ
  • ||
  • ଶନିବାର ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ, ଅଧ୍ୟକ୍ଷତା କରିବେ ମୁଖ୍ୟମନ୍ତ୍ରୀ, ୪ଟି ପ୍ରସ୍ତାବରେ ବାଜିପାରେ ମୋହର
  • ||
  • ଜଳେଶ୍ୱର : ଅଧୁରା ରହିଗଲା ଜଗା ଦର୍ଶନ;୨୦ ଫୁଟ ତଳକୁ ଖସିଲା ଟୁରିଷ୍ଟ ବସ୍‌, ୪ ମୃତ
  • ||
  • ରାଜ୍ୟରେ ଆଜିଠୁ କମିବ ବର୍ଷା, ଅକ୍ଟୋବର ୧ରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା, ୬ରେ ଲଘୁଚାପ
  • ||

ସୀମାନ୍ତରେ ଲାଲ ବାହିନୀ ଆତଙ୍କ, ପୁଲିସ ସୂଚନାଦାତା ସନ୍ଦେହରେ ଯୁବକଙ୍କୁ ହତ୍ୟା

ମାଲକାନଗିରି, ୨୬/୯(ଆପ୍ର ) ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ ରାଜ୍ୟର ସୁକୁମା  ଜିଲ୍ଲାରେ  ମାଓବାଦୀମାନେ ଜଣେ ଯୁବକକୁ ନିର୍ମମ ଭାବେ ହତ୍ୟା କରିଛନ୍ତି। ମୃତକ ଜଣକ ହେଲେ ସୁକୁମା ଜିଲ୍ଲା ଭେଜି ଥାନା ଅନ୍ତର୍ଗତ ଭଣ୍ଡାରପଦର ଗାଁର ସୋୟମ ପାଣ୍ଡୁ। ପୁଲିସ ଇନଫର୍ମର ସନ୍ଦେହରେ ନକ୍ସଲମାନେ ଏହି ହତ୍ୟାକାଣ୍ଡ ଘଟାଇଥିବା ଜଣାପଡିଛି ।

 ମିଳିଥିବା ସୂଚନା ଅନୁଯାୟୀ ୨୫ତାରିଖର ବିଳମ୍ବିତ ରାତିରେ କିଛି ସଶସ୍ତ୍ର ନକ୍ସଲ ସୋୟମ ପାଣ୍ଡୁଙ୍କୁ ତାଙ୍କ ଘରୁ ଉଠାଇ ନେଇ ନିକଟ ସ୍ଥ ଜଙ୍ଗଲରେ ନିସ୍ତୁକ ମାଡ଼ ମାରିବା  ପରେ ଏକ ଧାରୁଆ ଅସ୍ତ୍ରରେ  ହତ୍ୟା କରିଛନ୍ତି।  ଭେଜି ଥାନା ପୁଲିସ ହତ୍ୟାକାଣ୍ଡସମ୍ପର୍କରେ ଖବର ପାଇବା ପରେ ଘଟଣାସ୍ଥଳରେ ପହଞ୍ଚି ମୃତ ଶରୀର ଜବତ କରି ଶବ ବ୍ୟବଚ୍ଛେଦ ନିମନ୍ତେ ପଠାଇ ତଦନ୍ତ ଆରମ୍ଭ କରିଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.