ପ୍ରମୂଖ ଖବର
  • ମେକ୍ସିକୋ ଏବଂ ଇୟୁ ଉପରେ ଟାରିଫ୍‌ ବୋମା ପକାଇଲେ ଟ୍ରମ୍ପ, ଲାଗିବ ୩୦ ପ୍ରତିଶତ ଶୁଳ୍କ
  • ||
  • ପ୍ରଥମ ଥର ଟି-୨୦ ବିଶ୍ୱକପ୍ ପାଇଁ ଯୋଗ୍ୟତା ଅର୍ଜନ କଲା ଇଟାଲୀ, ନେଦରଲ୍ୟାଣ୍ଡସକୁ ବି ମିଳିଲା ସୁଯୋଗ
  • ||
  • ଏଫଏମ କଲେଜ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା ; କଲେଜ ଅଧ୍ୟକ୍ଷ ନିଲମ୍ବିତ, ଏଚଓଡି ଗିରଫ
  • ||
  • ବ୍ରହ୍ମପୁର ରେଳ ଷ୍ଟେସନରୁ ୨ ଜଣଙ୍କ ମୃତଦେହ ଉଦ୍ଧାର, ବିଷ ପିଇ ଜୀବନ ହାରିଥିବା ସନ୍ଦେହ
  • ||
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ମାରଡ଼ା ଗାଁ ଜଳ ବନ୍ଦୀ ; ଖବର ପ୍ରକାଶିତ ପରେ ପହଞ୍ଚିଲା ରିଲିଫ୍

Published By : Gurupada Nath | July 10, 2025 6:04 PM

ହରଭଙ୍ଗା,୧୦/୭ (ଚିତ୍ତ ରଞ୍ଜନ ସିଂ) :  ହୀରାକୁଦ ଜଳ ଭଣ୍ଡାରରୁ ୨୦ଟି ଗେଟ ଦ୍ୱାରା ବନ୍ୟା ଜଳ ନିଷ୍କାସନ ହେବା ଦ୍ୱାରା ହରଭଙ୍ଗା ଦେଇ ଯାଇଥିବା ମହାନଦୀର ତଳ ମୁଣ୍ଡରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା । ଫଳରେ ଚାଷ ଜମି ସବୁ ଜଳ ମଗ୍ନ ହେବା ସହିତ କୁସଙ୍ଗ ପଞ୍ଚାୟତର ମାରଡ଼ା ଗାଁଟି ଏବେ ବି ଜଳବନ୍ଦୀ ଅବସ୍ଥାରେ ରହିଛି । ଉଦଣ୍ଡି ନାଳରେ ବର୍ତ୍ତମାନ ବି ୪ଫୁଟରୁ ଊର୍ଦ୍ଧ୍ବ ବନ୍ୟା ଜଳ ପ୍ରବାହିତ ହେଉଛି । ଏହି ଖବରଟି ବିଭିନ୍ନ ଗଣମାଧ୍ୟମରେ ପ୍ରସାରଣ ପରେ ଜିଲ୍ଲା ପ୍ରଶାସନ ତତ୍ପର ହୋଇ ଉଠିଛି । 

ଜିଲ୍ଲାପାଳ ସୁବ୍ରତ ପଣ୍ଡାଙ୍କ ନିର୍ଦେଶ ପରେ ବ୍ଲକ ପ୍ରଶାସନ ପକ୍ଷରୁ ବିପନ୍ନ ପରିବାରଙ୍କୁ ରିଲିଫ, ଶୁଖିଲା ଖାଦ୍ୟ ଯଥା ଡାଲି, ଚାଉଳ, ବିସ୍କୁଟ ମହମ ବତି, ଭଳି ନିତ୍ୟ ବ୍ୟବହାର୍ଯ୍ୟ ଜିନିଷ ବିପନ୍ନ ପରିବାରଙ୍କ ନିକଟରେ ଯୋଗେଇ ଦେଇ ଥିଲେ । ହରଭଙ୍ଗା ଗୋଷ୍ଠି ଉନ୍ନୟନ ଅଧିକାରୀ ଶରତ ଚନ୍ଦ୍ର ସେଠୀଙ୍କ ନେତୃତ୍ୱରେ କନିଷ୍ଠ ଯନ୍ତ୍ରୀ ବିନୟ ତିରିୟା ଓ ସରପଞ୍ଚ ରଞ୍ଜିତ ବେହେରା ଓ ସ୍ୱାସ୍ଥ୍ୟ ସେବା ଦଳ ପ୍ରମୁଖ ମାରଡ଼ା ଗାଁକୁ ଯାଇ ବିପନ୍ନ ପରିବାରକୁ ଶୁଖିଲା ଖାଦ୍ୟ ଯୋଗେଇ ଦେବା ସହ ବିପନ୍ନ ପରିବାରଙ୍କ ସ୍ୱାସ୍ଥ୍ୟ ପରୀକ୍ଷା ଓ ଔଷଧ ବଣ୍ଟନ କରିଥିଲେ। ବର୍ତ୍ତମାନ ମହାନଦୀର ଜଳସ୍ତର ୮୪.୯ମିଟର ଥିବାବେଳେ ବନ୍ୟା ଜଳ ସାମାନ୍ୟ ହ୍ରାସ ହେବାରେ ଲାଗିଛି । ଲୋକମାନେ ଭୟବୀତ ନ ହେବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସତର୍କ କରାଯାଇଥିବା ସୂଚନା ମିଳିଛି ।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.