ପ୍ରମୂଖ ଖବର
  • ମାଲକାନଗିରି : ଆତ୍ମସମର୍ପଣ କଲେ ୩ ହାର୍ଡକୋର ମାଓବାଦୀଙ୍କ ୮ ନକ୍ସଲ, ତନ୍ମଧ୍ୟରୁ ଜଣେ ମହିଳା
  • ||
  • କଣ୍ଟାବାଞ୍ଜି : ଘରୋଇ ସ୍କୁଲର ମହିଳା ଆକାଉଣ୍ଟାଣ୍ଟଙ୍କୁ ହତ୍ୟା! ତଦନ୍ତ କରୁଛି ପୋଲିସ
  • ||
  • ସମ୍ୱଲପୁର : ମଶାଣି ନିକଟରୁ ଅଜଣା ଗଳିତ ମୃତଦେହ ଉଦ୍ଧାର, ହତ୍ଯା ସନ୍ଦେହ
  • ||
  • ନୂଆପଡ଼ା : ଜମିବାଡ଼ିକୁ ନେଇ ଗଣ୍ଡଗୋଳ, ୩ ଗୁରୁତର
  • ||
  • ଭରତପୁର ଥାନାରେ ଲାଗିବ ୨୫ ସିସିଟିଭି, ଆରମ୍ଭ ହେଲା ପ୍ରକ୍ରିୟା
  • ||
  • ଭୁବନେଶ୍ୱର : ବନ୍ଦ ଡାକରା ପ୍ରତ୍ୟାହାର କଲା ବିଜେଡି, ହେବନି ଆନ୍ଦୋଳନ
  • ||
  • ବଲାଙ୍ଗୀର : ବଲାଙ୍ଗୀରରେ କମୁନି ଦାଦନ ଦୁଃଖ; ଚାଲାଣ ବେଳେ ୧୨ ଶ୍ରମିକ ଉଦ୍ଧାର, ୨ ଦଲାଲ ଗିରଫ
  • ||
  • ଚୌଦ୍ୱାର : ବିରୂପା ବ୍ୟାରେଜ ନିକଟରେ ନଦୀକୁ ଡେଇଁ ଯୁବକ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ମାଲକାନଗିରି : ଡଙ୍ଗା ଚଳାଇ ଚିତ୍ରକୋଣ୍ଡା ଗାଁକୁ ଗଲେ ବିଧାୟକ, ଲୋକଙ୍କ ଦୁଃଖ ପଚାରି ବୁଝିଲେ
  • ||
  • ଭରତପୁର ଥାନାରେ ହଙ୍ଗାମା ଘଟଣା: କିଏ ସତ କହୁଛି ? ମିଛଧରା ପରୀକ୍ଷାକୁ ଭରସା କରିଛି କ୍ରାଇମ୍‌ବ୍ରାଞ୍ଚ
  • ||
  • ଚାନ୍ଦବାଲି : ଅଙ୍ଗନବାଡ଼ି କେନ୍ଦ୍ରରେ ୧୫ ଦିନ ହେଲା ଝୁଲୁଛି ତାଲା, ଅଭିଭାବକ ମହଲରେ ତୀବ୍ର ଅସନ୍ତୋଷ
  • ||
  • ରାଉରକେଲାରେ ଲଜ୍ଜ୍ୟା: ନାବାଳିକାଙ୍କୁ ଅପହରଣ ପରେ ଗଣଦୁଷ୍କର୍ମ, ମୋବାଇଲ ଟ୍ରାକିଂରୁ ଧରାପଡ଼ିଲେ ୩ ଅଭିଯୁକ୍ତ
  • ||
  • ନବରଙ୍ଗପୁର : ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା ଘଟଣା : ୬ ଘଣ୍ଟା ବନ୍ଦ ଡାକରା ଦେଲା ଜୟ ତେନ୍ତୁଳୀଖୁଣ୍ଟି ସାମାଜିକ ସଂଘଠନ, ୨୦ଲକ୍ଷ ଟଙ୍କା କ୍ଷତିପୂରଣ ଦାବି
  • ||
  • ଆଜି ଜନଅଭିଯୋଗ ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ, ସର୍ବାଧିକ ୧୦୦୦ଟି ଅଭିଯୋଗର ଶୁଣାଣି ହେବ
  • ||
  • ୨୪ ଘଣ୍ଟାରେ ସୃଷ୍ଟି ହୋଇପାରେ ଲଘୁଚାପ: ୪ ଦିନ ପ୍ରବଳ ବର୍ଷିବ, ୧୨ ଜିଲ୍ଲାକୁ ଆଲର୍ଟ ଜାରି
  • ||

ଆମେରିକାରେ ଗୁଳିମାଡ଼; ୪ ମୃତ, ଏକାଧିକ ଆହତ

ନୂଆଦିଲ୍ଲୀ,୨୨/୦୯:  ଆମେରିକାର ଅଲବାମାରେ ଆଖିବୁଜା ଗୁଳିମାଡ଼ । ଫଳରେ ୪ ଜଣଙ୍କ ମୃତ୍ୟୁ ଘଟି ଥିବାବେଳେ ଅନେକ ଲୋକ ଆହତ ହୋଇଛନ୍ତି। ତେବେ ଗତକାଲି ରାତିରେ ଏହି ଗୁଳିମାଡ଼ ହୋଇଥିବା ସୂଚନା। 

ରିପୋର୍ଟ ଅନୁସାରେ, ଅଲବାମାର ବର୍ମିହାମ ଫାଇଭ୍ ପଏଣ୍ଟ ସାଉଥ୍ ଅଞ୍ଚଳରେ କିଛି ଦୁର୍ବୃତ୍ତ ରାତି ୧୧ଟା ସମୟରେ ଗୁଳିମାଡ଼ କରିଥିଲେ। ଏହି ଅଞ୍ଚଳ ଆଲବାମ ୟୁନିର୍ଭସିଟି ପାଖରେ। ଏହି ଅଞ୍ଚଳରେ ଏକାଧିକ ରେସ୍ତୋରାଁ ସହ ବୁଲାବୁଲି ପାଇଁ ସୁବିଧା ରହିଛି। ତେଣୁ ଏହି ଅଞ୍ଚଳରେ ଗହଳି ଚହଳି ଲାଗିରହେ। ଶନିବାର ରାତି ୧୧ଟା ସମୟରେ କିଛି ମହିଳା ଓ ପୁରୁଷ ଏକ ଖୋଲା ସ୍ଥନରେ ଛିଡ଼ା ହୋଇ କଥାବାର୍ତ୍ତା ହେଉ ଥିବାବେଳେ କିଛି ଦୁର୍ବୃତ୍ତ ଗୁଳିଚାଳନା କରିଥିଲେ। ଫଳରେ ୨ ଜଣ ପୁରୁଷ ଓ ଜଣେ ମହିଳାଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ଘଟିଛି। ସେହିପରି ଅନ୍ୟ ଜଣେ ଡାକ୍ତରଖାନାରେ ପ୍ରାଣ ହରାଇଥିବା ବେଳେ  ଏକାଧିକ ଲୋକେ ଆହତ ହୋଇଛନ୍ତି। ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଏନେଇପୋଲିସ ଓ ଅଗ୍ନିଶମ କର୍ମାଚାରୀ ସ୍ଥାନୀୟ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିବା ସହ ଅଧିକ ତଦନ୍ତ ଜାରି ରଖିଛନ୍ତି । 










  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.