ପ୍ରମୂଖ ଖବର
  • କ୍ରିକେଟର ସବୁ ଫର୍ମାଟକୁ ବାଏ ବାଏ କହିଲେ ପିୟୂଷ ଚାୱଲା
  • ||
  • ଭୁବନେଶ୍ୱର ରେଳ ଭବନ ଠାରେ ଆୟୋଜିତ ନିଯୁକ୍ତି ମେଳାରେ ନିଯୁକ୍ତିପତ୍ର ବାଣ୍ଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଅଗଷ୍ଟ ୩ରେ NEET PG, ନୂଆ ତାରିଖ ନେଇ NBEକୁ ସମୟ ଦେଲେ ସୁପ୍ରିମକୋର୍ଟ
  • ||
  • ବିଶ୍ୱର ସର୍ବୋଚ୍ଚ ରେଳ ସେତୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ, ସବୁ ଋତୁରେ ସହଜ ହେବ ଜମ୍ମୁରୁ ଶ୍ରୀନଗର ଯାତ୍ରା
  • ||
  • RBIର ବଡ଼ ଉପହାର; ଶସ୍ତା ହେବ ଘର-ଗାଡି EMI ,୦.୫୦% କମିଲା ରେପୋ ରେଟ୍
  • ||
  • ବ୍ରହ୍ମପୁର: ବଡ଼ବଜାରର ଥାନା ହରିଡ଼ାଖଣ୍ଡି ପୋଖରୀରୁ ଜଣଙ୍କ ମୃତଦେହ ଉଦ୍ଧାର
  • ||
  • ଅନୁଗୁଳ: ଜନ୍ତୁ ଶିକାର ବେଳେ ମାଡି ବସିଲା ବନ ବିଭାଗ, ଜଣେ ଗିରଫ, ୩ କିଲୋ ଜିଆଇ ତାର ଜବତ
  • ||
  • ବାରଙ୍ଗ ଷଣ୍ଢପୁର ନିକଟରେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ, ରାସ୍ତାରେ ଏକ ଟ୍ରକ୍ ସହ ଧକ୍କା
  • ||
  • ବେଙ୍ଗାଲୁରୁ ଦଳାଚକଟା ଘଟଣାରେ ବଡ଼ ଆକ୍ସନ, ଏୟାରପୋର୍ଟରୁ RCB ମାର୍କେଟିଂ ହେଡ୍ ଗିରଫ
  • ||
  • ଅଦିନିଆ ବର୍ଷା କ୍ଷୟକ୍ଷତି ଦାବିରେ ରାସ୍ତା ଅବରୋଧ, କୃଷକ ସଂଗଠନର ୧୨ ଘଣ୍ଟିଆ ବନ୍ଦ ପାଳନ
  • ||
  • ୯ରେ ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି, ଜନଶୁଣାଣି ପୋର୍ଟାଲରେ କରିବାକୁ ପଡ଼ିବ ପଞ୍ଜୀକରଣ
  • ||
  • ଇଂଲଣ୍ଡ ଗସ୍ତରେ ଟିମ୍ ଇଣ୍ଡିଆ, ଶୁଭମନଙ୍କ ନେତୃତ୍ବରେ ପଡିଆକୁ ଓହ୍ଲାଇବ ଟିମ୍, ବୁମରା ଖେଳିବେ ୩ଟି ଟେଷ୍ଟ
  • ||
  • ବଡ଼ଦେଉଳରେ ରୁକ୍ମିଣୀ ହରଣ ଏକାଦଶୀ ନୀତି, ଅପରାହ୍ଣ ୧ଟାରୁ ସନ୍ଧ୍ୟା ୬ଟା ଦର୍ଶନ କଟକଣା
  • ||
  • ଶୁକ୍ରବାର ବସିବ ରାଜ୍ୟ କ୍ୟାବିନେଟ୍‌ ବୈଠକ, ଅଧ୍ୟକ୍ଷତା କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
  • ||
  • ବଢିଲା ଟ୍ରମ୍ପ-ମସ୍କ କଳି ; ଟ୍ରମ୍ପଙ୍କ ବିରୋଧରେ ମହାଭିଯୋଗ ଚାହାନ୍ତି ମସ୍କ, କହିଲେ ଜେଡି ଭାନ୍ସଙ୍କୁ ମିଳୁ ରାଷ୍ଟ୍ରପତି ପଦ
  • ||
  • ଜୁନ୍‌ ୧୨ ଆଗରୁ ଫେରିବନି ମୌସୁମୀ : ଆଗକୁ ଆହୁରି ସିଝାଇବ, ଛଟପଟ କରିବ ତାତି, ଲଘୁଚାପ ହିଁଁ ଭରସା
  • ||

ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ କାର୍ ଦୁର୍ଘଟଣା

Published By : Rasmita Pradhan | June 6, 2025 10:13 AM

ଭୁବନେଶ୍ଵର, ୬/୬ : ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ କାର୍ ଦୁର୍ଘଟଣାଗ୍ରସ୍ତ। ଶୁକ୍ରବାର ସକାଳ ୯ଟା ୧୫ରେ ବାରଙ୍ଗ ଷଣ୍ଢପୁର ନିକଟରେ ଏହି ଦୁର୍ଘଟଣା ଘଟିଛି। ତେବେ ଦୁର୍ଘଟଣାରେ କାହାର କୌଣସି କ୍ଷତି ହୋଇନଥିବା ସୂଚନା ମିଳିଛି।

ସୂଚନାନୁଯାୟୀ, ଶୁକ୍ରବାର ସକାଳେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବାଙ୍କୀ ରାସ୍ତାରେ ଭୁବନେଶ୍ଵର ଯାଉଥିଲେ। ଷଣ୍ଢପୁର ଛକରେ ବିପରୀତ ଦିଗରୁ ଆସୁଥିବା ଏକ ହାଇୱା ସହ ମନ୍ତ୍ରୀଙ୍କ କାର୍ ଧକ୍କା ହୋଇଥିଲା। ତେବେ ଦୁର୍ଘଟଣାରେ କାହାର କୌଣସି କ୍ଷତି ହୋଇନାହିଁ। ଘଟଣାସ୍ଥଳରେ ବାରଙ୍ଗ ଥାନା ଓ ଗୋଡିସାହି ଫାଣ୍ଡି ପୁଲିସ ପହଞ୍ଚି ମନ୍ତ୍ରୀଙ୍କୁ ଅନ୍ୟ ଗାଡ଼ିରେ ପଠାଇବା ସହିତ ହାଇୱାକୁ ଫାଣ୍ଡିରେ ଅଟକ ରଖି ତଦନ୍ତ କରୁଛି।


 


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.