ପ୍ରମୂଖ ଖବର
  • ଚମକିଲା ଭାଗ୍ୟ; ରାତାରାତି ଶ୍ରମିକରୁ କୋଟିପତି ହେଲେ ହୀରାକୁଦର ଶିବ ସୁନ୍ଦର
  • ||
  • ଅପରେସନ୍ 'ସିନ୍ଦୂର' ; ୬ ନୁହେଁ ପାକିସ୍ତାନର ୯ବିମାନକୁ ମାଟିରେ ମିଶାଇଛି ଭାରତ
  • ||
  • ସଂସଦ ମୌସୁମୀ ଅଧିବେଶନ; ୨୧ ଜୁଲାଇରୁ ୧୨ ଅଗଷ୍ଟ ଯାଏ ଚାଲିବ
  • ||
  • ଜଗତସିଂହପୁର : ପାରାଦୀପ ଆଇସ୍ ଫ୍ୟାକ୍ଟ୍ରିରୁ ଲିକ୍‌ ହେଲା ଆମୋନିଆ ଗ୍ୟାସ୍, ୪ ଅସୁସ୍ଥ
  • ||
  • ବାଲେଶ୍ୱର : ମିନତୀ ହୋଟେଲ ଆଣ୍ଡ ରେଷ୍ଟୁରାଣ୍ଟରେ ପୁଲିସର ଚଢାଉ,୧୦ ଯୁବତୀ ଅଟକ
  • ||
  • ବାଲେଶ୍ୱର : ପୋଖରୀରୁ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ତଦନ୍ତ କରୁଛି ପୁଲିସ
  • ||
  • ବଢିଲା କରୋନା ଭୟ; ୨୪ ଘଣ୍ଟାରେ ୨୭୬ ଆକ୍ଟିଭ କେସ୍‌, ୭ମୃତ
  • ||
  • ବ୍ରହ୍ମପୁର : ଲାଞ୍ଚ ନେଇ ଧରାପଡ଼ିଲେ ମହିଳା ଏଏସ୍‌ଆଇ,୧୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରିଲା ଭିଜିଲାନ୍ସ
  • ||
  • ମୟୂରଭଞ୍ଜ : ୪ଟି ଥାନାର ଅଧିକାରୀଙ୍କୁ ନେଇ ଗୋବିନ୍ଦରାୟପୁର ଓ ତାଳପଦାରେ ମିଳିତ ଚଢ଼ାଉ,ପାଖାପାଖି ୪ଶହ ଗାଈଗୋରୁ ଉଦ୍ଧାର
  • ||
  • ସରଣ୍ଡା ଜଙ୍ଗଲରୁ ଆଉ ୭୦୦ କିଲୋ ବିସ୍ଫୋରକ ଜବତ, ମାଟି ତଳେ ଲୁଚାଇ ରଖିଥିଲେ ମାଓବାଦୀ
  • ||
  • କାର୍ ଉପରେ ଓଲଟିଲା ସିମେଣ୍ଟ ବୋଝେଇ ଟ୍ରକ୍, ୯ ମୃତ
  • ||
  • ଆମେରିକାରେ କୃଷି ଆତଙ୍କବାଦ ଖେଳାଉଛି ଡ୍ରାଗନ୍ ! ସାଙ୍ଘାତିକ 'ବାୟୋ ଅସ୍ତ୍ର' ସହ ଧରାପଡ଼ିଲେ ଚୀନ୍ ନାଗରିକ
  • ||
  • କଟକ : ନକଲି ମୋବିଲ ତିଆରି କାରଖାନାରେ ଚଢାଉ, ୨ ଅଟକ
  • ||
  • ଆନନ୍ଦପୁର ପୌର ଉପାଧ୍ୟକ୍ଷ ଦୁର୍ଗା ଚରଣ ଦଳେଇଙ୍କ ଦେହାନ୍ତ
  • ||
  • ମାଲକାନଗିରି : ଟିପର ଧକ୍କାରେ ବାଇକ ଆରୋହୀ ମୃତ, ଘଟଣାସ୍ଥଳରେ ଚାପା ଉତ୍ତେଜନା
  • ||
  • କଟକ : ଭାରସାମ୍ୟ ହରାଇ ଓଲଟିଲା ଲୁହା ପ୍ଲେଟ୍ ବୋଝେଇ ଟ୍ରେଲର୍‌, ଡ୍ରାଇଭର ଗୁରୁତର
  • ||
  • ଜଗତସିଂହପୁର : ଶଙ୍ଖ ନଦୀ କୂଳରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • ମାଲକାନଗିରି : ଦୋକାନ ବନ୍ଦ କରି ଘରକୁ ଫେରୁଥିଲେ, ଘର ସାମ୍ନାରୁ ସୁନା ଭର୍ତ୍ତି ବ୍ୟାଗ୍‌ ଝାମ୍ପିନେଲେ ଦୁର୍ବୃତ୍ତ
  • ||
  • କୋରାପୁଟ ମେଡିକାଲରେ ଅଭାବନୀୟ ଘଟଣା, ଭୁଲ୍ ଇଞ୍ଜେକ୍ସନ୍‌ ନେଲା ୬ ରୋଗୀଙ୍କ ଜୀବନ!
  • ||
  • ଭୁବନେଶ୍ଵର : ଆସନ୍ତା ତିନି ଦିନ ଯାଏ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ, ତାତିରୁ ମିଳିବନି ନିସ୍ତାର
  • ||
  • ମୟୂରଭଞ୍ଜ : ବେଆଇନ ବନ୍ଧୁକ ଗୁଳି କାରବାରର ମାଷ୍ଟର ମାଇଣ୍ଡ ଗିରଫ, ଲାଇସେନ୍ସ ବନ୍ଧୁକ ପାଇଁ କିଣି ଶିକାରୀଙ୍କୁ ବିକୁଥିଲା ଗୁଳି
  • ||

ବାଙ୍ଗିରିପୋଷି ଗସ୍ତ ସାରି ଫେରିଲେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ସିଲେଇ ପ୍ରଶିକ୍ଷଣ କେନ୍ଦ୍ରରେ କାର୍ଯ୍ୟରତ ମହିଳାଙ୍କ ସହ କଲେ ଆଲୋଚନା...

Published By : Ladu Kishor | June 2, 2025 9:02 PM

ବାଙ୍ଗିରିପୋଷି ୨/୬ : ଓଡିଶା ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ବାଙ୍ଗିରିପୋଷି ନିର୍ବାଚନ ମଣ୍ଡଳୀର ବିଭିନ୍ନ ସ୍ଥାନ ପରିଦର୍ଶନ କରିଥିଲେ। ପ୍ରଥମେ ବିଜେପି କାର୍ଯ୍ୟାଳୟ ଠାରେ ବିଜେପି ରାଷ୍ଟ୍ରୀୟ ଓ ରାଜ୍ୟ ପରିଷଦ ସଦସ୍ୟ ସୁଗଦା ମୁର୍ମୁଙ୍କ ନେତୃତ୍ୱରେ ପ୍ରଥମେ ତାଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ୱାଗତ କରା ଯାଇଥିଲା। ପରେ ସେ ବାଙ୍ଗିରିପୋଷି ବ୍ଲକ ଅନ୍ତର୍ଗତ କାଞ୍ଜିଆଶୋଳ ଠାରେ ଆଇଟିଡିଏ ଦ୍ୱାରା ନିର୍ମିତ ଥିବା ଫୁଲ ଝାନୋ ମହିଳା ସିଲେଇ ପ୍ରଶିକ୍ଷଣ ଓ କପଡା ଉତ୍ପାଦନ କେନ୍ଦ୍ର ପରିଦର୍ଶନ କରିଥିଲେ। ଆଗାମୀ ଦିନରେ ସରକାରଙ୍କ ପକ୍ଷରୁ ମଧ୍ୟ ସେମାନଙ୍କୁ କାମ ଦେବା ଏବଂ ସ୍କୁଲ ପିଲାଙ୍କ ପୋଷାକ ନିର୍ମାଣ କରିବା ଭଳି ଅନେକ କାର୍ଯ୍ୟ ହାତକୁ ଦିଆଯାଇ ସେମାନଙ୍କୁ ଆହୁରି ପ୍ରୋତ୍ସାହିତ କରିବା ସହ ଅଧିକ ରୋଜଗାରକ୍ଷମ କରିବା ପାଇଁ ପ୍ରଚେଷ୍ଟା କରାଯିବ ବୋଲି ମନ୍ତ୍ରୀ ଶ୍ରୀ ଗଣ୍ଡ କହିଥିଲେ। ମନ୍ତ୍ରୀ ଶ୍ରୀ ଗଣ୍ଡଙ୍କ ପରିଦର୍ଶନ ସମୟରେ ତାଙ୍କ ସହ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର ମାଝୀ, ବିଜେପି ରାଷ୍ଟ୍ରୀୟ ଓ ରାଜ୍ୟ ପରିଷଦ ସଦସ୍ୟ ସୁଗଦା ମୁର୍ମୁ, ପ୍ରଦୀପ ମହାପାତ୍ର, ତ୍ରିଲୋଚନ କରଙ୍କ ସହ ବହୁ ବିଜେପି କାର୍ଯ୍ୟକର୍ତ୍ତା ଏବଂ ଜିଲ୍ଲାର ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ରହିଥିଲେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.