ପ୍ରମୂଖ ଖବର
  • ରାଇରଙ୍ଗପୁର : ନକଲି ବିଦେଶୀ ମଦ କାରଖାନାରେ ଚଢାଉ; ନକଲି ବିଦେଶୀ ମଦ, ଠିପି ,ଲେବୁଲ ସହିତ ବୋଲେରୋ ଜବତ, ଜଣେ ଗିରଫ
  • ||
  • ଭୋଗରାଇ : ଛାତ୍ରୀଙ୍କୁ କମେଣ୍ଟ କରି ଫୋଟ ଉଠାଇବା ପଡିଲା ମାହାଙ୍ଗା, ୩ ଅଟକ
  • ||
  • ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ: ଓଡ଼ିଶାର କିଛି ସ୍ଥାନରେ କାଁ ଭାଁ ବର୍ଷା ସମ୍ଭାବନା, ୭ ଜିଲ୍ଲାକୁ ଆଲର୍ଟ
  • ||
  • କଟକ : ବିରୂପା ନଦୀ ପୋଲ ତଳୁ ଯୁବକଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ଭୁବନେଶ୍ୱର : ଟ୍ରାନ୍ସପୋର୍ଟ ଟ୍ରକ୍ ଡ୍ରାଇଭରଙ୍କୁ ଆକ୍ରମଣ କରିଲେ ୩ ଦୁର୍ବୃତ୍ତ, ଖଣ୍ଡା ଚୋଟରେ ଟ୍ରକ୍ ଚାଳକଙ୍କ କଟିଲା ହାତ
  • ||
  • ଶନିବାର ପିଏମ୍‌ କିଷାନ ଟଙ୍କା ବଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଚାଷୀଙ୍କୁ ଖାତାକୁ ଯିବ ୧୮ ତମ କିସ୍ତି
  • ||
  • ସୋଆରେ ପ୍ରତିରକ୍ଷା ସରଞ୍ଜାମ ଉତ୍ପାଦନ ସମ୍ମିଳନୀ: ଯୋଗ ଦେଉଛନ୍ତି ନିବେଶକ, ପ୍ରତିରକ୍ଷା ବିଶେଷଜ୍ଞ
  • ||
  • ବାଲିପାଟଣା : ମନ୍ଦିରରୁ ଚୋରି କରିବା ବେଳ ଧରାପଡିଲା ଚୋର, ଜଣେ ଅଟକ
  • ||
  • ଭୁବନେଶ୍ୱର : ମାଟି ବୋଝେଇ ହାଇୱା ସହ କାର୍ ମୁହାଁମୁହିଁ ଧକ୍କା; କାର୍ ଡ୍ରାଇଭର ଗୁରୁତର, ହାଇୱା ଡ୍ରାଇଭର ଆହତ
  • ||
  • ହରିଆଣା ବିଧାନସଭା ନିର୍ବାଚନ: ୯୦ ଆସନରେ ଭୋଟିଂ ଆରମ୍ଭ, ୧,୦୩୧ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି ମତଦାତା
  • ||

ସହିଦ ନଗର ପ୍ରାଣୀ ଚିକିତ୍ସାଳୟକୁ ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀଙ୍କ ଅଚାନକ ଗସ୍ତ, ପରିବେଶ ଓ ଭିତ୍ତିଭୂମିକୁ ନେଇ ଅସନ୍ତୋଷ ପ୍ରକାଶ

ଭୁବନେଶ୍ୱର ୦୬/୦୭: ଆକ୍ସନ ମୋଡରେ ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ। ଡ୍ୟୁଟି ଖିଲପକରୀମାନଙ୍କୁ ମନ୍ତ୍ରୀଙ୍କ କଡ଼ା ଚେତାବନୀ । ଶୂନ୍ୟ ସହନଶୀଳତା ନୀତିରେ ହେବ କାର୍ଯ୍ୟନୁଷ୍ଠାନ। ଦାୟିତ୍ୱରେ ଅବହେଳା ଏବଂ ଅନିୟମିତତା କଲେ ହେବ କଡ଼ା ଆକ୍ସନ। ଡ୍ୟୁଟିରେ ଅବହେଳାକୁ ବରଦାସ୍ତ କରାଯିବ ନାହିଁ। ସାରା ରାଜ୍ୟରେ ସରପ୍ରାଇଜ ଭିଜିଟକୁ ଜୋରଦାର  କରାଯିବ। 

ଆଜି ସହିଦ ନଗର ସ୍ଥିତ ଉପଖଣ୍ଡ ସ୍ତରୀୟ ପ୍ରାଣୀ ଚିକିତ୍ସାଳୟକୁ ଅଚାନକ ଗସ୍ତ କରି ଏମିତି ନିର୍ଦ୍ଦେଶ ଦେଇଛନ୍ତି ମତ୍ସ୍ୟ ଏବଂ ପଶୁ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ । ମନ୍ତ୍ରୀ ଚିକିତ୍ସାଳୟର ସ୍ଥିତି ପରଖିଲେ । ପରିବେଶ ଓ ଭିତ୍ତିଭୂମିକୁ ନେଇ ଅସନ୍ତୋଷ ପ୍ରକାଶ କଲେ । ମେଡିକାଲରେ ନିଜ ପାଳିତ ପଶୁ ମାନଙ୍କୁ ଆଣିଥିବା ଲୋକଙ୍କୁ ଚିକିତ୍ସା ସେବା କେମିତି ମିଳୁଛି ସେ ନେଇ ଆଲୋଚନା କଲେ । ଚିକିତ୍ସାଳୟରେ କେମିତି ସେବା ମିଳୁଛି, ଆଉ କଣ ଆବଶ୍ୟକତା ଅଛି । ସେ ନେଇ ମଧ୍ୟ ମେଡିକାଲ କର୍ମଚାରୀଙ୍କ ସହ ଆଲୋଚନା କରିଛନ୍ତି ମନ୍ତ୍ରୀ । 

  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.