ପ୍ରମୂଖ ଖବର
  • ବିଧାନସଭାରେ ମୋବାଇଲ୍ ପ୍ରବେଶ ଉପରୁ ହଟିଲା କଟକଣା, ସାମ୍ବାଦିକଙ୍କ ସହ ଆଲୋଚନା ପରେ ବାଚସ୍ପତିଙ୍କ ନିଷ୍ପତ୍ତି
  • ||
  • ଭରତପୁର ଥାନା ମାମଲା: ସରକାରଙ୍କୁ ୨୮୨ ଫର୍ଦ୍ଦର ରିପୋର୍ଟ ଦେଲେ ତଦନ୍ତ କମିଶନ ଅଧ୍ୟକ୍ଷ
  • ||
  • ଭଦ୍ରକ : ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟିଲା ବାଇକ୍, ୨ ଯୁବକ ମୃତ
  • ||
  • ଦିଗପହଣ୍ଡିରେ ଟ୍ରାକ୍ଟର-ସ୍କୁଲ ବସ୍ ମୁହାଁମୁହିଁ ଧକ୍କା: ୫ ଛାତ୍ର ଆହତ, ଚାପି ହୋଇ ରହିଗଲେ ବସ୍‌ ଚାଳକ
  • ||
  • ବୁଧବାର ମହାଖଳାରେ ରୁକୁଣା କାଠ ଅନୁକୂଳ ପୂଜା, ରଥ ନିର୍ମାଣରେ ନିୟୋଜିତ ହେବେ ୭୦ ଜଣ କାରିଗର
  • ||
  • ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗ, ଆଜି ହାଇକୋର୍ଟରେ ହେବ ଶୁଣାଣି
  • ||
  • ଆସିଲା ଡଲଫିନ୍ ଗଣନା ରିପୋର୍ଟ: ଶୀର୍ଷରେ ରାଜନଗର, ଦ୍ୱିତୀୟରେ ଚିଲିକା
  • ||
  • ଓଡ଼ିଶା ଗସ୍ତ‌ରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ,୨୪ରେ ମହାପ୍ରଭୁ ଶ୍ରୀନୀଳମାଧବଙ୍କୁ କରିବେ ଦର୍ଶନ
  • ||
  • ଷ୍ଟିଲ୍‌ ସିଟିରେ ଗର୍ଜିଲା ପୋଲିସର ବନ୍ଧୁକ, ଏନ୍‌କାଉଣ୍ଟରରେ ଘାଇଲା ହେଲା ଦୁର୍ଦ୍ଦାନ୍ତ ଅପରାଧି ବିୟୁସ ଲାଖୁଆ
  • ||
  • ରାଜ୍ୟରେ ଆହୁରି ୩ ଦିନ କଲବଲ କରିବ ତାତି, ୪୦ ଟପିବ ତାପମାତ୍ରା, ବିଭିନ୍ନ ଜିଲ୍ଲାକୁ ଆଲର୍ଟ ଜାରି
  • ||

ସୁନ୍ଦରଗଡ଼ରେ ଲଜ୍ଜା: ୬ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ ଅଭିଯୋଗ, ୨ ଅଟକ

Published By : Harapriya Sethi | March 2, 2025 12:47 PM

ଭୁବନେଶ୍ୱର, ୦୨/୦୩: ସୁନ୍ଦରଗଡ଼ ଜିଲ୍ଲାରେ ପୁଣି ଲଜ୍ଜା । ୬ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ ଅଭିଯୋଗ । ରାଉରକେଲା ବନ୍ଧମୁଣ୍ଡା ଥାନା ଅଞ୍ଚଳରୁ ଚାନ୍ଦିପୋଷକୁ ନିର୍ବନ୍ଧ ପାଇଁ ଯାଉଥିଲେ ନାବାଳିକା । ଚାନ୍ଦିପୋଷ ଥାନା ଅଞ୍ଚଳରେ ଏଭଳି ଅଭାବନୀୟ ଘଟଣା ଘଟିଛି । 

ସୂଚନା ମୁତାବକ, ନାବାଳିକା ଜଣକ ରାଉରକେଲା ବନ୍ଧମୁଣ୍ଡା ଥାନା ଅଞ୍ଚଳରୁ ଚାନ୍ଦିପୋଷ ଅଞ୍ଚଳକୁ ନିର୍ବନ୍ଧ ପାଇଁ ଯାଉଥିଲେ । ତେବେ ୨ ଜଣ ଯୁବକ ପ୍ରଲୋଭନ ଦେଖାଇ ଏକ ପରିତ୍ୟକ୍ତ ଘରେ ନାବାଇକାଙ୍କୁ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି । ପରିବାର ଲୋକଙ୍କ ଅଭିଯୋଗ ଆଧାରରେ ପୋଲିସ ୨ ଯୁବକଙ୍କୁ ଅଟକ ରଖି ପଚରାଉଚରା କରୁଛି ।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.