ପ୍ରମୂଖ ଖବର
  • ଉମରକୋଟ : ତିନି ହାତୀ ଆକ୍ରମଣରେ ବ୍ୟକ୍ତିଙ୍କ ମୃତ୍ୟୁ, ମୃତକଙ୍କ ପରିବାରକୁ ମିଳିବ ସରକାରୀ ସାହାୟତା
  • ||
  • ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟରେ ବଡ଼ ଧରଣର ବିସ୍ଫୋରଣ, ୫ ଶ୍ରମିକ ଆହତ
  • ||
  • ମର୍ଶାଘାଇ : ଦିବ୍ୟାଙ୍ଗଙ୍କ ଦୋକାନ ଉପରେ ମାଡିଗଲା ମାଲବାହୀ ଟ୍ରକ୍, ଅଳ୍ପକେ ବର୍ତ୍ତିଗଲେ ୪ ଜଣ
  • ||
  • ମୋହନା : ମିନି ଟ୍ରକ୍‌ ଧକ୍କାରେ ଶ୍ରମିକ ଗୁରୁତର, ଜାତୀୟ ରାଜପଥ ଅବରୋଧ କଲେ ଗ୍ରାମବାସୀ
  • ||
  • ଦରମା ନପାଇବାରୁ ସମଲେଇ ମନ୍ଦିର ପରିସରରେ ସୁରକ୍ଷାକର୍ମୀଙ୍କ ଧାରଣା
  • ||
  • ସୋସିଆଲ ମିଡିଆ ପୋଷ୍ଟରୁ ଅଶାନ୍ତ ଭଦ୍ରକ: ଲାଗିଲା ୧୬୩ ଧାରା, ୧୦ ପ୍ଲାଟୁନ୍‌ ଫୋର୍ସ ମୁତୟନ, ୧୦ ଗିରଫ
  • ||
  • ରେଳ ଧାରଣା ଦାବିରେ ପାଟଣାଗଡ ୧୨ଘଣ୍ଟିଆ ବନ୍ଦ, ଯାନବାହନ ଚଳାଚଳ ଠପ୍‌
  • ||
  • ବିଶ୍ୱ ଅର୍ଥନୀତି ପାଇଁ ସତର୍କଘଣ୍ଟି: ଚରମ ସ୍ତରରେ ବେକାରି ହାର, ୨୦୦୮ ଭଳି ଲକ୍ଷଣ ଦେଖିବାକୁ ମିଳିଲାଣି
  • ||
  • ବୌଦ୍ଧ : ସରପଞ୍ଚଙ୍କ ଗୁଳିମାଡରେ ଯୁବକ ଗୁରୁତର, ପୂର୍ବ ଶତ୍ରୁତାକୁ ନେଇ ଆକ୍ରମଣ ହୋଇଥିବା ସନ୍ଦେହ
  • ||
  • ଶନିବାର ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ, ଅଧ୍ୟକ୍ଷତା କରିବେ ମୁଖ୍ୟମନ୍ତ୍ରୀ, ୪ଟି ପ୍ରସ୍ତାବରେ ବାଜିପାରେ ମୋହର
  • ||
  • ଜଳେଶ୍ୱର : ଅଧୁରା ରହିଗଲା ଜଗା ଦର୍ଶନ;୨୦ ଫୁଟ ତଳକୁ ଖସିଲା ଟୁରିଷ୍ଟ ବସ୍‌, ୪ ମୃତ
  • ||
  • ରାଜ୍ୟରେ ଆଜିଠୁ କମିବ ବର୍ଷା, ଅକ୍ଟୋବର ୧ରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା, ୬ରେ ଲଘୁଚାପ
  • ||

ହୋଟେଲରେ ପଶି ହଙ୍ଗାମା କଲେ ନିଶାଡ଼ି; ମାଲିକାଣୀଙ୍କୁ କଲେ ଦୁର୍ବ୍ୟବହାର, କର୍ମଚାରୀଙ୍କୁ ମାରିଲେ ମାଡ଼

ଭୁବନେଶ୍ୱର,୨୮/୦୯: ନିଶାଶକ୍ତ ଅବସ୍ଥାରେ ହୋଟେଲ କର୍ମଚାରୀଙ୍କୁ ମାଡ଼ ମାରି ମାଲିକାଣୀଙ୍କୁ ଗାଳିଗୁଲଜ କରିଲେ ଦୁଇ ଦୁର୍ବୃତ୍ତ । ରାଜଧାନୀ ଭୁବନେଶ୍ୱରର ନୟାପଲ୍ଲୀ ଥାନା ଅଞ୍ଚଳରେ ଏଭଳି ଘଟଣା ଘଟିଛି ।

ସୂଚନା ମୁତାବକ, ନୟାପଲ୍ଲୀ ଥାନାର ମାତ୍ର ୨୦୦ ମିଟର ଦୂରରେ ଥିବା ସୁଲୋଚନା ହୋଟେଲରେ ହୋଇଛି ଲଙ୍କା କାଣ୍ଡ । ନିଶାରେ ଚୂର୍ ଥିବା ଦୁଇ ଯୁବକ ଭୋଇ ସାହି ଛକରେ ଥିବା ସୁଲୋଚନା ହୋଟେଲରେ ପଶି ଜୋର୍ ଜବରଦସ୍ତି ହାଣ୍ଡିରୁ ଖାଦ୍ୟ ବଢିବା ସହ ପ୍ରଥମେ ହୋଟେଲ ମାଲିକାଣୀଙ୍କୁ ଆକ୍ରମଣ କରି ଅସଭ୍ୟ ଭାଷାରେ ଗାଳିଗୁଲଜ କରିଥିଲେ । ଏହାକୁ ହୋଟେଲ କର୍ମଚାରୀ ପ୍ରତିବାଦ କରିଥିଲେ । ପ୍ରତିବାଦ କରିବାରୁ ହୋଟେଲ କର୍ମଚାରୀଙ୍କୁ ସାହି ପିଲା ଲଗାଇ ନିସ୍ତୁକ ମାଡ଼ ମାରିଥିବା ନୟାପଲ୍ଲୀ ଥାନାରେ ଅଭିଯୋଗ ହୋଇଛି । ପୋଲିସ ଅଭିଯୁକ୍ତ ମାନଙ୍କୁ ଧରିବା ପାଇଁ ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରଖିଛି । ଏହି ଘଟଣାର ଦୃଶ୍ୟ ସିସିଟିଭିରେ କଏଦ୍ ହୋଇଥିଲା । ଅଭିଯୋଗ ଏବଂ ସିସିଟିଭି ଫୁଟେଜ ଆଧାରରେ ସଂମ୍ପୃକ୍ତ ଦୁଇ ଅଭିଯୁକ୍ତଙ୍କୁ ଖୋଜୁଛି ନୟାପଲ୍ଲୀ ପୋଲିସ ।

 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.