ପ୍ରମୂଖ ଖବର
  • ବାଲେଶ୍ବର : OSSC ପରିଚାଳିତ ପରୀକ୍ଷାର ପ୍ରଶ୍ନପତ୍ର ସିଲ୍‌ ଖୋଲାଥିବା ଛାତ୍ରଛାତ୍ରୀଙ୍କ ଅଭିଯୋଗ, ଖଣ୍ଡନ କଲେ କର୍ତ୍ତୃପକ୍ଷ
  • ||
  • ଧର୍ମଗଡ଼ : କେନାଲ ପାଣି ଦାବିରେ ତାତିଲେ ଚାଷୀ, ଧର୍ମଗଡ ତମ୍ବାଛଡା ମୁଖ୍ୟ ରାସ୍ତା ଅବରୋଧ
  • ||
  • ଭୁବନେଶ୍ବର : ମିଠା ଦୋକାନୀଙ୍କୁ ଦାଦାବଟି ମାଗିଲା ଜେଲ ଫେରନ୍ତା, ଅଭିଯୁକ୍ତ ଗିରଫ
  • ||
  • ଖୋର୍ଦ୍ଧା : ପାଣିରେ ଭାସୁଛି ବ୍ୟକ୍ତିଙ୍କ ଗଳିତ ମୃତଦେହ, ପରିଚୟ ଅସ୍ପଷ୍ଟ
  • ||
  • ଆଜିଠୁ ଅନଲାଇନରେ ପଞ୍ଜୀକରଣ କରିପାରିବେ ହବିଷ୍ୟାଳି, ଶାରୀରିକ ଓ ମାନସିକ ଭାବେ ଅସୁସ୍ଥ ଥିଲେ ମିଳିବନି ଅନୁମତି
  • ||
  • ଧର୍ମଗଡ : ଅଜଣା ଗାଡ଼ି ଧକ୍କାରେ ବ୍ୟକ୍ତିଙ୍କ ମୃତ୍ୟୁ, ପରିଚୟ ଅସ୍ପଷ୍ଟ
  • ||
  • ଆନନ୍ଦପୁର : ଗଣେଶ ପୂଜା ବିସର୍ଜନ ବେଳେ ଢେଲା ମାଡକୁ ନେଇ ଉତ୍ତେଜନା ଘଟଣା, ୨ ଗିରଫ
  • ||
  • ବାସୁଦେବପୁରର ବିଭିନ୍ନ ସ୍ଥାନରେ ଅବକାରୀ ବିଭାଗର ଚଢ଼ାଉ; ବିପୁଳ ପରିମାଣର ମଦ ଜବତ, ୫ ଗିରଫ
  • ||
  • ଛତ୍ରପୁର : ରୁଟି ବ୍ୟବସାୟୀଙ୍କୁ ପଛପଟୁ ଧକ୍କା ଦେଲା ଅଜଣା ଗାଡି, ଜଣେ ଗୁରୁତର
  • ||
  • ରବିବାର ତିନିଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ମାଓ ମୁକାବିଲା ସମୀକ୍ଷା ବୈଠକରେ ହେବେ ସାମିଲ
  • ||
  • ଜଗତସିଂହପୁରରେ ମୂର୍ତ୍ତି ଚୋରୀ ରାକେଟ ସକ୍ରିୟ, ଜଣେ ଅଭିଯୁକ୍ତ ଏବଂ ତାଙ୍କ ମା ଅଟକ
  • ||
  • କୋଣାର୍କ : ମୃତଦେହକୁ ଘରକୁ ନେବାକୁ ମିଳିଲାନି ଆମ୍ୱୁଲାନ୍ସ, ଟ୍ରଲିରେ ବୁହା ହେଲା ଶବ
  • ||
  • ସୋମବାର ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହଙ୍କ ନକ୍ସଲ ମୁକାବିଲା ବୈଠକ, ଯୋଗଦେବେ ୮ ରାଜ୍ୟର ମୁଖ୍ୟମନ୍ତ୍ରୀ
  • ||
  • କଣ୍ଟାବାଞ୍ଜି : ବେଆଇନ କ୍ଲିନିକ ଖୋଲି ଚିକିତ୍ସା କରୁଥିଲେ ନକଲି ଡାକ୍ତର, ଅଭିଯୁକ୍ତ ଗିରଫ
  • ||
  • ଅକ୍ଟୋବର ହେଲାଣି ଖରା ଦିନ ଯାଉନି, ଅସ୍ୱାଭାବିକ ପାଣିପାଗରେ ସମସ୍ତେ ନାକେଦମ୍‌: ୧୪ ଯାଏଁ ବିଶେଷ ବର୍ଷା ନାହିଁ
  • ||

ଘରୋଇ ଆମ୍ବୁଲାନ୍ସରେ ନିଆଁ ଲଗାଇଲେ ଦୁର୍ବୃତ୍ତ, ଆମ୍ବୁଲାନ୍ସ ସହ ଜଳିଗଲା ଗ୍ୟାରେଜ୍

ଜଗତସିଂହପୁର, ୧୭/୦୮: ଘରୋଇ ଆମ୍ବୁଲାନ୍ସରେ ନିଆଁ ଲଗାଇଲେ ଦୁର୍ବୃତ୍ତ । ଆମ୍ବୁଲାନ୍ସଟି ମରାମତି ପାଇଁ ଜଗତସିଂହପୁର ସହରସ୍ଥିତ ଏକ ଗ୍ୟାରେଜରେ ଥିବାବେଳେ ଏଭଳି ଅମାନୁସିକକାଣ୍ଡ ଘଟିଥିବା ଜଣାପଡ଼ିଛି । ଶୁକ୍ରବାର ବିଳମ୍ବିତ ରାତିରେ ଆମ୍ବୁଲାନ୍ସରେ ନିଆଁ ଲଗିବା ପରେ ସାରା ଗ୍ୟାରେଜରେ ନିଆଁ ଲାଗିଯାଇଥିଲା । ଘଟଣାସ୍ଥଳରେ ନିଆଁ ଆୟତ୍ତ କରିଛି ଅଗ୍ନିଶମ ବିଭାଗ । 

ସୂଚନା ଅନୁଯାୟୀ, ଶୁକ୍ରବାର ସନ୍ଧ୍ୟାରେ ଏକ ଘରୋଇ ଆମ୍ବୁଲାନ୍ସକୁ ଏହାର ମାଲିକ ମରାମତି ପାଇଁ ଜଗତସିଂହପୁରର ଏକ ଗ୍ୟାରେଜକୁ ଆଣିଥିଲେ । ତେବେ ଶୁକ୍ରବାର ବିଳମ୍ବିତ ରାତିରେ ଅଜଣା ଦୁର୍ବୃତ୍ତମାନେ ଆସି ସିସିଟିଭିର ତାର କାଟି ଆମ୍ବୁଲାନ୍ସରେ ନିଆଁ ଲଗାଇ ଦେଇଥିଲେ । ଆମ୍ବୁଲାନ୍ସରେ ନିଆଁ ଲାଗିବା ପରେ ସାରା ଗ୍ୟାରେଜରେ ନିଆଁ ଲାଗିଯାଇଥିଲା । ଏହା ଦେଖି ସ୍ଥାନୀୟ ଲୋକେ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ । ଖବର ପାଇ ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା । ଶନିବାର ସକାଳୁ ଗ୍ୟାରେଜ ମାଲିକ ଘଟଣା ସମ୍ପର୍କରେ ଜାଣିବା ପରେ ଗାଡ଼ି ମାଲିକଙ୍କୁ ଖବର ଦେଇଥିଲେ । ଏନେଇ ସଦର ଥାନାରେ ଏତଲା ଦେଇଛନ୍ତି ଗାଡ଼ି ମାଲିକ ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.