ପ୍ରମୂଖ ଖବର
  • ଘଟଗାଁ : ଶାଳଗଛରୁ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ
  • ||
  • କଣ୍ଟାବାଞ୍ଜି : ନଦୀକୁ ଗାଧୋଇବାକୁ ଯାଇ ପାଣିରେ ବୁଡି ଛାତ୍ରଙ୍କ ମୃତ୍ୟୁ, ଅପମୃତ୍ୟୁ ମାମଲା ରୁଜୁ କଲା ପୋଲିସ
  • ||
  • କରଞ୍ଜିଆ : ଦନ୍ତା ହାତୀ ଶିକାର ଘଟଣା: ଗିରଫ ହେଲେ ଆଉ ୫ ଶିକାରୀ
  • ||
  • ଚାନ୍ଦବାଲି : କାର ଧକ୍କାରେ ସାଇକେଲ ଆରୋହୀ ମୃତ, କାର୍‌ ଡ୍ରାଇଭର ଅଟକ
  • ||
  • ଓଡ଼ିଶାକୁ ଚତୁର୍ଥ ବନ୍ଦେ ଭାରତ ଭେଟି:୧୫ରେ ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ,
  • ||
  • ମଧ୍ୟପ୍ରଦେଶରେ ଟ୍ରାକରୁ ଖସିଲା ‘ସୋମନାଥ ଏକ୍ସପ୍ରେସ’, ୨ଟି ବଗି ଲାଇନଚ୍ୟୁତ
  • ||
  • ଆଜି ସୁଭଦ୍ରା ସଚେତନତା ରଥ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
  • ||
  • ଆହୁରି ଘନୀଭୂତ ହେବ ଲଘୁଚାପ, ସୋମବାର ଅବପାତ: ଆଜିଠୁ ତିନି ଦିନ ଗର୍ଜିବ ମେଘ, ୧୮ଜିଲ୍ଲାକୁ ଆଲର୍ଟ
  • ||

ତଳସରା ବିଧାୟକ ଭବାନୀ ଭୋଇ ହେବେ ଉପବାଚସ୍ପତି, ନାମ ଘୋଷଣା କଲା ବିଜେପି

ଭୁବନେଶ୍ୱର ୨୩/୦୭: ତଳସରା ବିଧାୟକ ଭବାନୀ ଶଙ୍କର ଭୋଇ ହେବେ ଉପବାଚସ୍ପତି। ଏନେଇ ଶ୍ରୀ ଭୋଇଙ୍କ ନାମ ଘୋଷଣା କଲା ଭାରତୀୟ ଜନତା ପାର୍ଟି। ଆଜି ସେ ଓଡ଼ିଶା ବିଧାନସଭାର ଉପବାଚସ୍ପତି ପଦ ପାଇଁ ନାମାଙ୍କନ ଭରିବେ।  ଆସନ୍ତାକାଲି ଉପବାସ୍ପତି ନିର୍ବାଚନ ଅନୁଷ୍ଠିତ ହେବ।  

ସୂଚନା ମୁତାବିକ, ତଳସରା ବିଧାୟକ ଭବାନୀ ଶଙ୍କର ଭୋଇ ଦ୍ୱିତୀୟ ଥର ଲାଗି ବିଧାନସଭାକୁ ନିର୍ବାଚିତ ହୋଇଛନ୍ତି । ସେ ୨୦୧୯ରୁ ୨୦୨୪ରେ ତଳାସରା ନିର୍ବାଚିତ ହୋଇଥିଲେ। ଚଳିତ ବିଧାନସଭା ନିର୍ବାଚନରେ ଦ୍ୱିତୀୟ ଥର ପାଇଁ ନିର୍ବାଚିତ ହୋଇଛନ୍ତି। ତାଙ୍କ ପାଖରେ ବିଧାନସଭାର ଅଭିଜ୍ଞତା ରହିଛି। ତେଣୁ ସେ ଗୃହକୁ ସୁପରିଚାଲନା କରିପାରିବେ। 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.