ପ୍ରମୂଖ ଖବର
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ସରିଲା ମୋଦିଙ୍କ ରୁଦ୍ଧଦ୍ବାର ବୈଠକ ; ଦଳୀୟ ପଦାଧିକାରୀଙ୍କ ସହ କଲେ ଆଲୋଚନା

Published By : Gurupada Nath | November 29, 2024 9:22 PM

ଭୁବନେଶ୍ବର, ୨୯/୧୧ :  ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଶେଷ ହେଲା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ରୁଦ୍ଧଦ୍ବାର ବୈଠକ । ଏହି ବୈଠକରେ ମନ୍ତ୍ରୀ, ବିଧାୟକ ଓ ସାଂସଦ ଉପସ୍ଥିତ ଥିଲେ । ପ୍ରାୟ ୨ଘଣ୍ଟାରୁ ଊର୍ଦ୍ଧ୍ବ ସମୟ ଧରି ଏଠାରେ ବିଚାର ବିମର୍ଶ ଚାଲିଥିଲା । 

ଏହି ଅବସରରେ ଦଳୀୟ ପଦାଧିକାରୀଙ୍କ ସହ ଆଲୋଚନା କରିଛନ୍ତି ମୋଦି । ଶେଷରେ କାର୍ଯ୍ୟକର୍ତ୍ତାଙ୍କ ସହ ରାତ୍ରି ଭୋଜନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହାପରେ ରାଜଭବନ ଯାଇ ସେଠାରେ ରାତ୍ରିଯାପନର କାର୍ଯ୍ୟକ୍ରମ ରହିଛି ।  

ପ୍ରକାଶ ଯେ, ପିଏମ୍ ମୋଦି ୩୦ତାରିଖ ସକାଳ ସାଢେ ୮ରୁ ସନ୍ଧ୍ୟା ୮ଟା  ଏବଂ ୧ ତାରିଖ ସକାଳ ସାଢେ ୮ରୁ ଅପରାହ୍ନ ସାଢେ ୪ଟା ଯାଏଁ ଡିଜି-ଆଇଜି ସମ୍ମିଳନୀରେ ଉପସ୍ଥିତ ରହିବାର କାର୍ଯ୍ୟକ୍ରମ ରହିଛି ।  

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.