ପ୍ରମୂଖ ଖବର
  • ଭୁବନେଶ୍ଵର : ପ୍ରକାଶ ପାଇଲା OSSTET ପରୀକ୍ଷା ଫଳ, ୱେବସାଇଟରୁ ମିଳିବ ଡିଜିଟାଲ ସାର୍ଟିଫିକେଟ
  • ||
  • ଭୁବନେଶ୍ଵର : ବାଚସ୍ପତି ପ୍ରାର୍ଥୀ ହେଲେ ସୁରମା ପାଢୀ, ଭରିଲେ ନାମାଙ୍କନ ପତ୍ର
  • ||
  • ପୁରୀ : ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ନୀତିରେ ବିଳମ୍ବ, ବିବାଦ ଯୋଗୁଁ ଅଟକିଛି ନୀତିକାନ୍ତି
  • ||
  • ଭୁବନେଶ୍ଵର : ବୁଧବାର ରାଜ୍ୟରେ ଛେଚିବ ବର୍ଷା, ୨୦ ସୁଦ୍ଧା ଅଧା ଓଡ଼ିଶା ଛୁଇଁବ ମୌସୁମୀ
  • ||
  • ଡ୍ରେନ୍‌ରେ ପଡ଼ି ନାବାଳକଙ୍କ ମୃତ୍ୟୁ ଘଟଣା : ମୁକୁଳା ଡ୍ରେନ୍‌ର ସମୀକ୍ଷା କଲେ ନଗର ଉନ୍ନୟନ ମନ୍ତ୍ରୀ, ୭ ଦିନ ଭିତରେ ନିଆଯିବ କାର୍ଯ୍ୟାନୁଷ୍ଠାନ
  • ||

ବିଭାଗ ବାଣ୍ଟିଲେ ମୋହନ ସରକାର, ଜାଣନ୍ତୁ କାହାକୁ ମିଳିଲା କେଉଁ ବିଭାଗ ?

ଭୁବନେଶ୍ବର,୧୫/୬ :  ମୋହନ ସରକାରଙ୍କ ବିଭାଗ ବଣ୍ଟନ । ମନ୍ତ୍ରୀମାନଙ୍କ ମଧ୍ୟରେ ହୋଇଛି ବିଭାଗ ବଣ୍ଟନ । ଜୁନ ୧୨ତାରିଖ ଶପଥ ଗ୍ରହଣ ପରେ ଅପେକ୍ଷା ଥିଲା କାହାକୁ କେଉଁ ବିଭାଗ ମିଳିବ । ଆଜି ସବୁ କଳ୍ପନାଜଳ୍ପନାର ଶେଷ ହୋଇଛି ।  ଆସନ୍ତୁ ଜାଣିବା କାହାକୁ ମିଳିଲା କେଉଁ ବିଭାଗ । 

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ – ଗୃହ, ସାଧାରଣ ପ୍ରଶାସନ ଓ ଲୋକ ଅଭିଯୋଗ, ସୂଚନା ଓ ଲୋକ ସମ୍ପର୍କ ବିଭାଗ, ଜଳ ସଂପଦ, ଯୋଜନା ଓ ସମନ୍ୱୟ, (ଆବଣ୍ଟିତ ନ ହୋଇଥିବା ଅନ୍ୟ ବିଭାଗ)

ଉପ ମୁଖ୍ୟମନ୍ତ୍ରୀ

୧) କନକ ବର୍ଦ୍ଧନ ସିଂହ ଦେଓ – କୃଷି ଓ କୃଷକ ଶସକ୍ତକରଣ ଏବଂ ଶକ୍ତି

୨) ପ୍ରଭାତୀ ପରିଡ଼ା – ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ଓ ପର୍ଯ୍ୟଟନ

କ୍ୟାବିନେଟ୍ ମନ୍ତ୍ରୀ

୧) ସୁରେଶ ପୂଜାରୀ – ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା

୨) ରବି ନାରାୟଣ ନାୟକ – ଗ୍ରାମ ଉନ୍ନୟନ. ପଞ୍ଚାୟତରାଜ ଓ ପାନୀୟଜଳ

୩) ନିତ୍ୟାନନ୍ଦ ଗଣ୍ଡ – ସ୍କୁଲ୍ ଗଣଶିକ୍ଷା, ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ଏବଂ ପଛୁଆବର୍ଗ କଲ୍ୟାଣ, ସାମାଜିକ କଲ୍ୟାଣ ଓ ଶସକ୍ତକରଣ

୪) କୃଷ୍ଣଚନ୍ଦ୍ର ପାତ୍ର – ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ବିଜ୍ଞାନ ଓ ବୈଷୟିକ

୫) ପୃଥ୍ୱୀରାଜ ହରିଚନ୍ଦନ – ଆଇନ୍‌, ପୂର୍ତ୍ତ ଓ ଅବକାରୀ

୬) ଡ. ମୁକେଶ ମହାଲିଙ୍ଗ – ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର, ବୈଦ୍ୟୁତିକ ଓ ସୂଚନା ବୈଷୟିକ

୭) ବିଭୁତି ଭୁଷଣ ଜେନା – ବାଣିଜ୍ୟ ଓ ପରିବହନ, ଇସ୍ପାତ ଓ ଖଣି

୮) ଡ. କୃଷ୍ଣ ଚନ୍ଦ୍ର ମହାପାତ୍ର – ଗୃହ ଓ ନଗର ଉନ୍ନୟନ, ସାଧାରଣ ଅଭିଯୋଗ

 

ରାଷ୍ଟ୍ରମନ୍ତ୍ରୀ ସ୍ୱାଧୀନ

୧) ଗଣେଶ ରାମ ସିଂ ଖୁଣ୍ଟିଆ – ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ଶ୍ରମ ଓ ନିଯୁକ୍ତି ରାଜ୍ୟ ବୀମା

୨) ସୂର୍ଯ୍ୟବଂଶୀ ସୂରଜ – ଉଚ୍ଚଶିକ୍ଷା, କ୍ରୀଡ଼ା ଓ ଯୁବ ବ୍ୟାପାର, ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି

୩) ପ୍ରଦୀପ ବଳସମାନ୍ତ – ସମବାୟ, ହସ୍ତତନ୍ତ୍ର, ବୟନଶିଳ୍ପ ଓ ହସ୍ତଶିଳ୍ପ

୪) ଗୋକୁଳାନନ୍ଦ ମଲ୍ଲିକ – ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ, ଅତିକ୍ଷୁଦ୍ର ଓ କ୍ଷୁଦ୍ୟ ଓ ମଧ୍ୟମ ଉଦ୍ଦ୍ୟୋଗ

୫) ସମ୍ପଦ ସ୍ୱାଇଁ – ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.