ପ୍ରମୂଖ ଖବର
  • ଉପକୂଳ ମୁହାଁ ଦାନା, ପାରାଦୀପ ଠାରୁ ୧୦୦ କି.ମି ଦୂରରେ ରହିଛି
  • ||
  • ଉଦଳା : ବାତ୍ୟା ଆଶ୍ରୟସ୍ଥଳୀ ବୁଲି ସ୍ଥିତି ସମୀକ୍ଷା କଲେ ଜିଲ୍ଲାପାଳ, ଲୋକଙ୍କୁ ସମସ୍ତ ସୁବିଧା ଯୋଗାଇବା ଉପରେ ଦେଲେ ଗୁରୁତ୍ତ୍ୱ
  • ||
  • ବାତ୍ୟା ଆଶ୍ରୟସ୍ଥଳୀ ଅଚାନକ ପରିଦର୍ଶନ କଲେ ବାଲେଶ୍ୱର ସାଂସଦ
  • ||
  • ସାଲେପୁର : ଭଙ୍ଗା ଚାଳଛପର ଘରୁ ୭୦ ବର୍ଷର ବୃଦ୍ଧା ଉଦ୍ଧାର, ସୁରକ୍ଷିତ ସ୍ଥାନକୁ ନେଉଛନ୍ତି ପୋଲିସ ଏବଂ ଯବାନ
  • ||
  • ହିନ୍ଦୋଳ : ପଟାଳୁ ଗ୍ରାମରେ ଅଭାବନୀୟ ଘଟଣା, ପୋଖରୀରେ ବୁଡି ଚାଲିଗଲା ମହିଳାଙ୍କ ଜୀବନ
  • ||
  • ଆସୁଛି ବାତ୍ୟା 'ଦାନା', ଚନ୍ଦ୍ରଭାଗାରେ ସ୍ଥିତି ସମୀକ୍ଷା କଲେ ଜିଲ୍ଲାପାଳ ଓ ଏସପି
  • ||
  • ବଲାଙ୍ଗୀର : ଜଙ୍ଗଲରୁ ଯୁବକ ଯୁବତୀଙ୍କ ମୃତଦେହ ଉଦ୍ଧାର, ପରିଚୟ ଅସ୍ପଷ୍ଟ
  • ||
  • ବାଙ୍କୀ : ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବୋମା ମାଡ଼; ୨ ଗିରଫ, ୪ ଫେରାର
  • ||
  • ବର୍ଡର-ଗାଭାସ୍କର ଟ୍ରଫି: ନିତିଶଙ୍କୁ ମିଳିପାରେ ଦଳରେ ସୁଯୋଗ, ଖୁବ୍‌ଶୀଘ୍ର ଦଳ ଘୋଷଣା
  • ||
  • ସାଲେପୁର : ଆଗ୍ନିକାଣ୍ଡରେ ଜଳିଗଲା ଗହଣା ଦୋକାନ, ୧୫ ଲକ୍ଷ ଟଙ୍କାର ସୁନାରୂପା ଅଳଙ୍କାର ପୋଡ଼ି ପାଉଁଶ
  • ||
  • ବାତ୍ୟା 'ଦାନା'ର ପ୍ରଭାବ, କୋଣାର୍କ ଓ ଚନ୍ଦ୍ରଭାଗା ପର୍ଯ୍ୟଟକ ଶୂନ୍ୟ
  • ||
  • ଚନ୍ଦକା ମେଣ୍ଢାଶାଳ ଅଞ୍ଚଳରେ ହତ୍ୟାକାଣ୍ଡ; ଭିଣୋଇର ଭୁଜାଲି ଚୋଟରେ ଶଳା ମୃତ, ୩ ଗୁରୁତର
  • ||
  • ଆଇସିସି ଟେଷ୍ଟ ବ୍ୟାଟିଂ ମାନ୍ୟତା: ଷଷ୍ଠକୁ ଉଠିଲେ ପନ୍ତ, ଶ୍ରେଷ୍ଠ ୧୦ରେ ୩ ଭାରତୀୟ
  • ||
  • ବାତ୍ୟା 'ଦାନା' ଆତଙ୍କ: ବର୍ଷା, ପବନ ଜୋର ହେଲେ ୨୪, ୨୫ରେ ମହାପ୍ରଭୁଙ୍କ ଦର୍ଶନ ବନ୍ଦ
  • ||
  • କେନ୍ଦ୍ରାପଡ଼ା : ବାତ୍ୟା ପାଇଁ ଜିଲ୍ଲା ପ୍ରଶାସନର ପଦକ୍ଷେପ, ୨୫ ହଜାରରୁ ଉର୍ଦ୍ଧ୍ୱ ଲୋକଙ୍କୁ ବାତ୍ୟା ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର
  • ||
  • ବାତ୍ୟା ପାଇଁ ଆଠଗଡ଼ ପରିବା ବଜାରରେ ଲୋକଙ୍କ ଭିଡ଼, କିଣି ନେଉଛନ୍ତି ବ୍ୟାଗ୍ ବ୍ୟାଗ୍ ପରିବା
  • ||
  • ସତର୍କତାମୂଳକ ପଦକ୍ଷେପ ନେଲା ଶ୍ରୀମନ୍ଦିର ପ୍ରଶାସନ, ବାତ୍ୟା ପାଇଁ ଅଧିକାରୀ ଏବଂ କର୍ମଚାରୀଙ୍କୁ ସଜାଗ ରହିବାକୁ ତାଗିଦ୍‌
  • ||

ସମସ୍ତ ପରିସ୍ଥିତିକୁ ସାମ୍ନା କରିବା ପାଇଁ ଆମେ ପ୍ରସ୍ତୁତ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର, ୨୪/୧୦ : ବାତ୍ୟା ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ସେ କହିଛନ୍ତି ଯେ, ଓଡ଼ିଶା ମୁଁହା ହୋଇଥିବା ବାତ୍ୟା ଦାନା ଲ୍ୟାଣ୍ଡଫଲ୍ ପାଇଁ ଆଉ କିଛି ସମୟ ବାକି ଅଛି। ସମ୍ପୃକ୍ତ ଜିଲ୍ଲାରେ ଥିବା ଜିଲ୍ଲପାଳ ଓ ବରିଷ୍ଠ IASଙ୍କୁ ଜିଲ୍ଲାକୁ ପଠାଯାଇଛି। ଆଜି ଭିସି ମାଧ୍ୟମରେ କଥା ହୋଇ ସନ୍ତୋଷଜନକ ରିପୋର୍ଟ ଆସିଛି। ୧୧ ଜିଲ୍ଲାରେ କ୍ଷତି ହେବ। ଉକ୍ତ ଜିଲ୍ଲାର ୩୮ ବ୍ଲକର ୧୬୫୩ ପଞ୍ଚାୟତ ଓ ୯ ପୌରାଞ୍ଚଳରେ ୩ ଲକ୍ଷ ୬୨ ହଜାର କୋକଙ୍କୁ ସ୍ଥାନାନ୍ତର କରାଯିବ। ବର୍ତ୍ତମାନ ସୁଦ୍ଧା ୩ ଲକ୍ଷ ଲୋକଙ୍କୁ ସ୍ଥାନାନ୍ତର କରାଗଲାଣି। ଗାଈଗୋରୁଙ୍କୁ ମଧ୍ୟ ସ୍ଥାନାନ୍ତରିତ କରାଯାଉଛି। ସ୍ଥାନାନ୍ତରିତ କରିବା ବଡ଼ କାର୍ଯ୍ୟ ଥିଲା। ବାତ୍ୟା ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର ଆଉ କିଛି ସମୟ ମଧ୍ୟରେ ସରିବ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ୭୨୮୫ ବାତ୍ୟା ଆଶ୍ରୟସ୍ଥଳୀ ରହିଛି। ୮୪୨ଟି ବହୁମୁଖି, ୬୦୪୩ ଅସ୍ଥାୟୀ ବାତ୍ୟା ଆଶ୍ରୟସ୍ଥଳୀ ରହିଛି। ୨ ହଜାର ୩୩୮ ଗର୍ଭବତୀଙ୍କୁ ମେଡିକାଲ ସ୍ଥାନାନ୍ତିର କରାଯାଇଛି। ବାତ୍ୟା ମୁକାବିଲା ପାଇଁ ଏନଡିଆରଏଫ୍‌ର ୧୯, ଓଡ୍ରାଫର ୫୧, ଅଗ୍ନିଶମ ବାହିନୀର ୨୨୦ ଓ ୧୫୮ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ଅଛନ୍ତି। ଗାଁରେ ପୋଲିସ ପାଟ୍ରୋଲିଂ ହେଉଛି। ଶୌଚାଳୟ ପରିଷ୍କାର ପାଇଁ ବ୍ୟବସ୍ଥା ହୋଇଛି। ହସ୍ପିଟାଲରେ ବ୍ୟାପକ ପାୱାର ସପ୍ଲାଇ ପାଇଁ ବ୍ୟବସ୍ଥା ହୋଇଛି। ବାତ୍ୟା ଲ୍ୟାଣ୍ଡଫଲ୍ ପରେ ବିଦ୍ୟୁତ ସଂଯୋଗ ପାଇଁ ଟିମ୍ ପ୍ରସ୍ତୁତ ଅଛି। ୧୧ଟି ଜିଲ୍ଲାକୁ ସଚିବ ସ୍ତରୀୟ IAS ମାନେ ପ୍ରଭାବିତ ଜିଲ୍ଲାର ଗାଁକୁ ଯାଇ ତଦାରଖ କରୁଛନ୍ତି। କେନ୍ଦ୍ରର ଆବଶ୍ୟକ ଓ ସହଯୋଗ ଲୋଡ଼ିବା ପୂର୍ବରୁ କେନ୍ଦ୍ର ପ୍ରସ୍ତୁତ ଅଛି। କେନ୍ଦ୍ର କ୍ୟାବିନେଟ ବସିଥିଲା। ପ୍ରଧାନମନ୍ତ୍ରୀ ବାତ୍ୟା ଦନାକୁ ନେଇ ଆଲୋଚନା କରିଛନ୍ତି। ଯାହା ଆବଶ୍ୟକ ତୁରନ୍ତ ଯୋଗାଇଦେବେ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। 



  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.