ପ୍ରମୂଖ ଖବର
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

କେ. ନୂଆଗାଁ ଅଞ୍ଚଳରେ ଦୁର୍ବୃତ୍ତଙ୍କ ଆତଙ୍କରାଜ; ଶିକ୍ଷକଙ୍କୁ ଆକ୍ରମଣ କରି ଲୁଟିନେଲେ ଟଙ୍କା

Published By : Harapriya Sethi | July 9, 2025 3:09 PM

ଚିକିଟି,୦୯/୦୭: ଗଞ୍ଜାମ ଜିଲ୍ଲା କେ. ନୂଆଗାଁ ଥାନା ଅଞ୍ଚଳରେ ପୁଣି ଦୁର୍ବୃତ୍ତଙ୍କ ଆତଙ୍କରାଜ । ଶିକ୍ଷକଙ୍କୁ ରାସ୍ତାରେ ଆକ୍ରମଣ କରି ଲୁଟିନେଲେ ଟଙ୍କା । କେ. ନୂଆଗାଁ ଥାନାରେ ଠାରୁ ମାତ୍ର ଦୁଇ କିଲୋମିଟର ଦୂର ଟେଣ୍ଟୁଆପଡ଼ା ଯିବା ରାସ୍ତାରେ ଏହି ଲୁଟ୍ ଘଟିଛି ।

ସୂଚନା ମୁତାବକ, ଗୌଡ଼ଗାଁ ଗାଁର ରାଜେଶ୍ୱର ପାତ୍ର ପାତ୍ରପୁର ବ୍ଲକ୍ ପୁହୁଣ୍ଡି ଗ୍ରାମରେ ଶିକ୍ଷକ ଅଛନ୍ତି । କିନ୍ତୁ ପରିବାର ସହ ଚିକିଟି କରବାଲୁଆରେ ଭଡ଼ା ଘରେ ରହି ପ୍ରତିଦିନ ସ୍କୁଲକୁ ଯିବା ଆସିବା କରନ୍ତି । ସବୁଦିନ ପରି ବୁଧବାର ମଧ୍ୟ ସ୍କୁଲକୁ ଯାଇଥିଲେ । ରତନେଇ ପାହାଡ଼ କଡ଼ଡ଼େଇ ତେଣ୍ଟୁଆପଡା ରାସ୍ତାରେ ଯାଉଥିବା ବେଳେ ବ୍ରିଜ୍ ନିକଟ କିଛି ଦୁର୍ବୃତ୍ତ ତାଙ୍କୁ ଆକ୍ରମଣ କରିଥିଲେ । ଫଳରେ ସେ ତଳେ ପଡିଯାଇଥିଲେ । ତାଙ୍କ ପାଖରୁ ୩୩୦୦ ଟଙ୍କା ନେଇ ଚମ୍ପଟ ମାରିଥିଲେ ଦୁର୍ବୃତ୍ତମାନେ। ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ଚିକିଟି CHCରେ ଭର୍ତ୍ତି କରିଥିଲେ । ସେଠାରେ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ଖବର ପାଇ କେନୁଆଗାଁ ପୁଲିସ ଡାକ୍ତରଖାନାରେ ପହଞ୍ଚି ତଦନ୍ତ କରୁଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.