ପ୍ରମୂଖ ଖବର
  • ଧର୍ମଗଡ଼ : କେନାଲ ପାଣି ଦାବିରେ ତାତିଲେ ଚାଷୀ, ଧର୍ମଗଡ ତମ୍ବାଛଡା ମୁଖ୍ୟ ରାସ୍ତା ଅବରୋଧ
  • ||
  • ଭୁବନେଶ୍ବର : ମିଠା ଦୋକାନୀଙ୍କୁ ଦାଦାବଟି ମାଗିଲା ଜେଲ ଫେରନ୍ତା, ଅଭିଯୁକ୍ତ ଗିରଫ
  • ||
  • ଖୋର୍ଦ୍ଧା : ପାଣିରେ ଭାସୁଛି ବ୍ୟକ୍ତିଙ୍କ ଗଳିତ ମୃତଦେହ, ପରିଚୟ ଅସ୍ପଷ୍ଟ
  • ||
  • ଆଜିଠୁ ଅନଲାଇନରେ ପଞ୍ଜୀକରଣ କରିପାରିବେ ହବିଷ୍ୟାଳି, ଶାରୀରିକ ଓ ମାନସିକ ଭାବେ ଅସୁସ୍ଥ ଥିଲେ ମିଳିବନି ଅନୁମତି
  • ||
  • ଧର୍ମଗଡ : ଅଜଣା ଗାଡ଼ି ଧକ୍କାରେ ବ୍ୟକ୍ତିଙ୍କ ମୃତ୍ୟୁ, ପରିଚୟ ଅସ୍ପଷ୍ଟ
  • ||
  • ଆନନ୍ଦପୁର : ଗଣେଶ ପୂଜା ବିସର୍ଜନ ବେଳେ ଢେଲା ମାଡକୁ ନେଇ ଉତ୍ତେଜନା ଘଟଣା, ୨ ଗିରଫ
  • ||
  • ବାସୁଦେବପୁରର ବିଭିନ୍ନ ସ୍ଥାନରେ ଅବକାରୀ ବିଭାଗର ଚଢ଼ାଉ; ବିପୁଳ ପରିମାଣର ମଦ ଜବତ, ୫ ଗିରଫ
  • ||
  • ଛତ୍ରପୁର : ରୁଟି ବ୍ୟବସାୟୀଙ୍କୁ ପଛପଟୁ ଧକ୍କା ଦେଲା ଅଜଣା ଗାଡି, ଜଣେ ଗୁରୁତର
  • ||
  • ରବିବାର ତିନିଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ମାଓ ମୁକାବିଲା ସମୀକ୍ଷା ବୈଠକରେ ହେବେ ସାମିଲ
  • ||
  • ଜଗତସିଂହପୁରରେ ମୂର୍ତ୍ତି ଚୋରୀ ରାକେଟ ସକ୍ରିୟ, ଜଣେ ଅଭିଯୁକ୍ତ ଏବଂ ତାଙ୍କ ମା ଅଟକ
  • ||
  • କୋଣାର୍କ : ମୃତଦେହକୁ ଘରକୁ ନେବାକୁ ମିଳିଲାନି ଆମ୍ୱୁଲାନ୍ସ, ଟ୍ରଲିରେ ବୁହା ହେଲା ଶବ
  • ||
  • ସୋମବାର ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହଙ୍କ ନକ୍ସଲ ମୁକାବିଲା ବୈଠକ, ଯୋଗଦେବେ ୮ ରାଜ୍ୟର ମୁଖ୍ୟମନ୍ତ୍ରୀ
  • ||
  • କଣ୍ଟାବାଞ୍ଜି : ବେଆଇନ କ୍ଲିନିକ ଖୋଲି ଚିକିତ୍ସା କରୁଥିଲେ ନକଲି ଡାକ୍ତର, ଅଭିଯୁକ୍ତ ଗିରଫ
  • ||
  • ଅକ୍ଟୋବର ହେଲାଣି ଖରା ଦିନ ଯାଉନି, ଅସ୍ୱାଭାବିକ ପାଣିପାଗରେ ସମସ୍ତେ ନାକେଦମ୍‌: ୧୪ ଯାଏଁ ବିଶେଷ ବର୍ଷା ନାହିଁ
  • ||

ଚେମ୍ବୁରରେ ଭୟଙ୍କର ଅଗ୍ନିକାଣ୍ଡ,ଜଳିଗଲେ ଗୋଟିଏ ପରିବାରର ୭ ଜଣ

ନୂଆଦିଲ୍ଲୀ,୦୬/୧୦: ମୁମ୍ବାଇର ଚେମ୍ବୁର ଅଞ୍ଚଳରେ ଭୟଙ୍କର ଅଗ୍ନିକାଣ୍ଡ। ଘରେ ନିଆଁ ଲାଗି ଜଳିଗଲେ ଗୋଟିଏ ପରିବାରର ୭ ଜଣ। ଏନେଇ  ସ୍ଥାନୀୟ ଅଞ୍ଚଳରେ ଆତଙ୍କ ଖେଳି ଯାଇଛି। ତେବେ ଆଜି ଭୋର ସମୟରେ ମୁମ୍ବାଇ ଚେମ୍ବୁର ଅଞ୍ଚଳର ସିଦ୍ଧାର୍ଥ କଲୋନୀରେ ଥିବା ଏକ ଘରେ ହଠାତ୍‌ ଅଗ୍ନିକାଣ୍ଡ ଘଟିଥିଲା। ଏଥିରେ ଗୋଟିଏ ପରିବାରର ୭ ଜଣଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ଦୁଇ ଜଣ ଛୋଟ ଛୁଆ ମଧ୍ୟ ଅଛନ୍ତି। ଏହି ଦୁର୍ଘଟଣାର ଏକ ଘରେ ଘଟିଥିଲା। 

ଏହି ଘର ତଳେ ଏକ କରାଣି ଦୋକାନ ଥିଲା ଏବଂ ଦୋକାନ ଉପରେ ୨ ମହଲା ବିଶିଷ୍ଟ ଏକ ଛୋଟ ଘର ତିଆରି ହୋଇଥିଲା। ଦୋକାନରେ ସଟ୍‌ ସର୍କିଟ ଯୋଗୁଁ ଏହି ଦୁର୍ଘଟଣା ଘଟିଥିବା କୁହାଯାଉଛି। ପରେ ନିଆଁ ପୂରା ଘରେ ବ୍ୟାପି ଯାଇଥିଲା। ନିଆଁ ଲାଗିବା ସମୟରେ ପୂରା ପରିବାର ଗୋଟିଏ ରୁମ୍‌ରେ ଶୋଇଥିଲେ। ଏମାନେ ସମସ୍ତେ ଜୀବନ୍ତ ଦଗ୍ଧ ହୋଇ ଯାଇଛନ୍ତି। ଖବର ପାଇ ପୁଲିସ ଓ ଅଗ୍ନିଶମ ବାହିନୀର ଟିମ୍‌ ଘଟଣାସ୍ଥଳରେ ପହଞ୍ଚିଥିଲେ। ଅନେକ ଘଣ୍ଟା ପରିଶ୍ରମ ପରେ ନିଆଁକୁ ନିୟନ୍ତ୍ରଣ କରାଯାଇଥିଲା। ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଯାଇଛି। ତେବେ ଦୋକାନ ଏବଂ ଘରେ ଥିବା ସମସ୍ତ ସାମଗ୍ରୀ ମଧ୍ୟ ପୋଡି ପାଉଁଶ ହୋଇଯାଇଛି। ପୋଲିସ ମାମଲାର ତଦନ୍ତ ଜାରି ରଖିଛି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.