ପ୍ରମୂଖ ଖବର
  • ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅସୁସ୍ଥ
  • ||
  • ନୂଆପଡା : ପାଇଖାନା ଟାଙ୍କି ସେଣ୍ଟ୍ରିଂ ଖୋଲିବା ବେଳେ ଅଘଟଣ, ଶ୍ବାସରୁଦ୍ଧ ହୋଇ ୨ ଶ୍ରମିକ ମୃତ
  • ||
  • ପ୍ରଳୟଙ୍କରୀ ବନ୍ୟାରେ ଅସ୍ତବ୍ୟସ୍ତ ପାକିସ୍ତାନ, ୪୮ ଦିନରେ ଗଲାଣି ୬୫୦ ଜୀବନ
  • ||
  • ଢେଙ୍କାନାଳ : ୧୦୮ ଆମ୍ବୁଲାନ୍ସ ଦୁର୍ଘଟଣାଗସ୍ତ, ଚାପି ହୋଇ ରହିଥିବା ଡ୍ରାଇଭର ଉଦ୍ଧାର
  • ||
  • ଅସ୍ତରଙ୍ଗ ଏବଂ ଛତ୍ରପୁର ଆଇଆଇସି ନିଲମ୍ବିତ; ତଦନ୍ତ ରିପୋର୍ଟ ଦେବାକୁ ୨ ରେଞ୍ଜ ଆଇଜିଙ୍କୁ ଡିଜିପିଙ୍କ ନିର୍ଦ୍ଦେଶ
  • ||
  • ଚାଷୀ ପଞ୍ଜୀକରଣ ହେଲା ସରଳ; ବଂଶାନୁକ୍ରମିକ ପ୍ରମାଣପତ୍ର ବଦଳରେ ସେଲ୍ଫ ଡିକ୍ଲାରେସନରେ ରେଜିଷ୍ଟ୍ରେସନ
  • ||
  • ସୁନ୍ଦରଗଡ଼ : ଜୁଆ ଆଡ୍ଡାରେ ରେଡ୍‌; ୧୪ ଗିରଫ, ଲକ୍ଷାଧିକ ଟଙ୍କା ଜବତ
  • ||
  • ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଇଣ୍ଡୋନେସିଆ, ରିକ୍ଟର ସ୍କେଲରେ ତୀବ୍ରତା ୫.୭ ରେକର୍ଡ
  • ||
  • ସୁନ୍ଦରଗଡ଼: ଜୁଆ ଆଡ୍ଡା ଉପରେ ଚଢ଼ାଉ: ୧୪ ଜଣ ଗିରଫ
  • ||
  • ଶେରଗଡ ;ଦୁଇ ବସ୍ ମୁହାଁମୁହିଁ ଧକ୍କା, ଡ୍ରାଇଭର ଗୁରୁତର
  • ||
  • ଚମାଖଣ୍ଡି ଅଞ୍ଚଳର ଏକ ଗାଈ ଗୁହାଳରୁ ବିପୁଳ ପରିମାଣର ବିସ୍ଫୋରକ ଜବତ, ମାଓ ଲିଙ୍କ୍‌ ନେଇ ସନ୍ଦେହ
  • ||
  • କିସ୍ତୱାଡ଼ ପରେ କଠୁଆରେ ବାଦଳଫଟା ବର୍ଷା,୪ ମୃତ, ରେସ୍କ୍ୟୁ ଜାରି
  • ||
  • ପାକିସ୍ତାନରେ ବାଦଲଫଟା ବର୍ଷା: ମୃତ୍ୟୁ ସଂଖ୍ୟା ୩ଶହ ପାର୍, ରେସ୍କ୍ୟୁ ହେଲିକପ୍ଟର କ୍ରାସରେ ୫ ମୃତ
  • ||
  • ଉପରାଷ୍ଟ୍ରପତି ନିର୍ବାଚନ, ଆଜି ଚୂଡାନ୍ତ ହେବ NDA ପ୍ରାର୍ଥୀଙ୍କ ନାମ, ବସିବ ବିଜେପି ସଂସଦୀୟ ବୋର୍ଡ ବୈଠକ
  • ||
  • ଭାରତ ଫେରିଲେ ସୁନାପୁଅ ଗ୍ରୁପ କ୍ୟାପ୍ଟେନ୍ ଶୁଭାଂଶୁ ଶୁକ୍ଳା,ଦିଲ୍ଲୀରେ ଭବ୍ୟ ସ୍ୱାଗତ
  • ||
  • ୧୮ରେ ଲଘୁଚାପ, ଦକ୍ଷିଣ ଓଡ଼ିଶାରେ ବର୍ଷା ସମ୍ଭାବନା; ଆଜି ମାଲକାନଗିରି ଓ କୋରାପୁଟରେ ପ୍ରବଳ ବର୍ଷିବ
  • ||

ଛୁରାମାଡ଼ରେ ବୃଦ୍ଧଙ୍କ ମୃତ୍ୟୁ; ତଦନ୍ତ କରୁଛି ପୁଲିସ

Published By : Anindita Ratha | August 17, 2025 10:01 AM

ଶେରଗଡ,୧୭/୮: ଛୁରାମାଡ଼ରେ ବୃଦ୍ଧଙ୍କ ମୃତ୍ୟୁ । ଗଞ୍ଜାମ ଜିଲ୍ଲା ଶେରଗଡ ସ୍ଥିତ ମହାତ୍ମାଗାନ୍ଧୀ ଉଚ୍ଚ ବିଦ୍ୟାଳୟ ନିକଟରୁ ସାମ୍ନାକୁ ଆସିଛି ଏହି ଘଟଣା । ମୃତ ବ୍ୟକ୍ତି ଜଣକ  ଉକ୍ତ ଖେଳ ପଡିଆକୁ ଲାଗି ଥିବା ସାହିର ୬୦ ବର୍ଷୀୟ ନିଳାଞ୍ଚଳ ମିଶ୍ର ବୋଲି ଜଣାପଡ଼ିଛି ।

ସୂଚନା ମୁତାବକ, ଶନିବାର ରାତିରେ ତାଙ୍କର ପଡୋଶୀ ରଞ୍ଜନ କୁମାର ପଣ୍ଡା କୌଣସି ଏକ କଥାକୁ ନେଇ ଯୁକ୍ତିତର୍କ କରିବା ସହ ଉତକ୍ଷିପ୍ତ ହୋଇ ନିଳାଞ୍ଚଳଙ୍କ ପେଟକୁ ଛୁରାମାଡ କରିଥିଲେ। ଗୁରୁତର ଅବସ୍ଥାରେ ନିଳାଞ୍ଚଳଙ୍କୁ ପ୍ରଥମେ ଶେରଗଡ଼ ଓ ଅଵସ୍ଥା ସଙ୍କଟାପନ୍ନ ହେବାରୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅଵସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା। ତେବେ ଏନେଇ ଶେରଗଡ଼ ଥାନା ଅଧିକାରୀ ବରେନ୍ଦ୍ର ଶିଆଳ ଘଟଣାର ତଦନ୍ତ ଆରମ୍ଭ କରିଥିବା ଜଣାପଡ଼ିଛି । ସେପଟେ ଛୁରାମାଡ଼ କରିଥିବା ରଞ୍ଜନ ଘଟଣା ପରେ କୁଆଡେ ଫେରାର ହୋଇଯାଇଥିବା ବେଳେ ରଞ୍ଜନର ଘର ଆଗରେ ପୁଲିସ ମୁତୟନ କରି ତଦନ୍ତ ଜାରି ରଖିଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.