ପ୍ରମୂଖ ଖବର
  • ଭୁବନେଶ୍ୱର: ପ୍ରେମ ପାଇଁ ଆପାର୍ଟମେଣ୍ଟରୁ ଡେଇଁ ଜୀବନ ହାରିଲେ ଯୁବକ, ପ୍ରେମିକା ନାଁରେ ମାମଲା
  • ||
  • ଦୁର୍ଗାମୂର୍ତ୍ତି ବିସର୍ଜନ ବେଳେ ବହରାଇଚରେ ହିଂସା, ଇଣ୍ଟରନେଟ ବନ୍ଦ
  • ||
  • ଗୁରୁବାର ଦୁଇଦିନିଆ ମୁମ୍ବାଇ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ନିବେଶ ଟାଣିବାକୁ କରିବେ ରୋଡ ସୋ’
  • ||
  • ବଙ୍ଗୋପସାଗରେ ଘୂର୍ଣ୍ଣିବଳୟ ସକ୍ରିୟ, ଆଜି ନେଇପାରେ ଲଘୁଚାପ ରୂପ: ୧୮ରୁ ୨୦ମଧ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା
  • ||

ମାଲକାନଗିରି ଏମଭି-୮ ଗ୍ରାମରେ ହତ୍ୟାକାଣ୍ଡ, କାରଣ ଅସ୍ପଷ୍ଟ

ମାଲକାନଗିରି, ୧୫/୧୦ : ମାଲକାନଗିରି ଜିଲ୍ଲା ଏମଭି-୮ ଗ୍ରାମରେ ହତ୍ୟାକାଣ୍ଡ। ମିଲନ ମଜୁମଦାର ନାମକ ଜଣେ ବ୍ୟକ୍ତିଙ୍କୁ କେହି ହତ୍ୟା କରି ଗାଁ ନିକଟସ୍ଥ ପଡିଆରେ ଫିଙ୍ଗି ଦେଇଛନ୍ତି। ସୋମବାର ରାତିରେ ଏହି ହତ୍ୟାକାଣ୍ଡ ହୋଇଥିବା ବେଳେ ଆଜି ସକାଳେ ଘଟଣା ସ୍ଥଳରେ ମାଲକାନଗିରି ଆଦର୍ଶ ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । 

ବର୍ତ୍ତମାନ ସୁଦ୍ଧା ଅଭିଯୁକ୍ତ ଧରା ପଡିନଥିବା ବେଳେ ହତ୍ୟାର କାରଣ ଅସ୍ପଷ୍ଟ ରହିଛି। ଘଟଣା ସ୍ଥଳରେ ମଦ ବୋତଲ, କୋଲ୍ଡ ଡ୍ରିଙ୍କସ୍ ଏବଂ ଚପଲ ପଡି ରହିଛି। ମଦ ନିଶାରେ ଏହି ହତ୍ୟାକାଣ୍ଡ ହୋଇଥିବା ପୋଲିସ ଅନୁମାନ କରୁଛି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.