ପ୍ରମୂଖ ଖବର
  • ମୋହନା : ମୁଡୁମୁଡ଼ିଆ ଗାଁରେ ଅଘଟଣ, ପୋଖରୀରେ ବୁଡ଼ି ମହିଳାଙ୍କ ମୃତ୍ୟୁ
  • ||
  • ସମ୍ୱଲପୁର : ଧାନ ମଣ୍ଡି ବୁଲିଲେ ରାଜସ୍ବ ମନ୍ତ୍ରୀ; କେମିତି ଚାଲିଛି ଧାନ କିଣା କଲେ ସମୀକ୍ଷା
  • ||
  • ବୌଦ୍ଧ: ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା, ବାହାବାଲାଖୋଲ ସଂରକ୍ଷିତ ଜଙ୍ଗଲରୁ ଦୁଇଟି ମାଓ ଡମ୍ପ ଠାବ
  • ||
  • ବର୍ଡର-ଗାଭାସ୍କର ଟ୍ରଫି; ପେସ୍ ବୋଲରଙ୍କ ଧମାଲ, ୧୦୪ରେ ଅଲଆଉଟ ଅଷ୍ଟ୍ରେଲିଆ
  • ||
  • ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣା: ଗିରଫ ସଂଖ୍ୟା ୧୪କୁ ବୃଦ୍ଧି, ୪ ଅଟକ
  • ||
  • ଝାରସୁଗୁଡ଼ା : ରିୟାନ ପଲିଟେକ୍ନିକ ଇଣ୍ଡଷ୍ଟ୍ରିଜରେ ଭୟାବହ ଅଗ୍ନିକାଣ୍ଡ, କାରଣ ଅସ୍ପଷ୍ଟ
  • ||
  • ଶନିବାର ରାଜ୍ୟ ମନ୍ତ୍ରୀ ପରିଷଦର ଗୁରୁତ୍ୱପୂର୍ଣ୍ଣ ବୈଠକ, ଅତିରିକ୍ତ ବଜେଟକୁ ମିଳିବ ଅନୁମୋଦନ
  • ||
  • ପ୍ରଥମାଷ୍ଟମୀ: ଏଣ୍ଡୁରୀ ପିଠାରେ ମହକୁଛି ଘର, ଜ୍ୟେଷ୍ଠ ସନ୍ତାନମାନେ ନୂଆ ବସ୍ତ୍ର କରିଛନ୍ତି ପରିଧାନ
  • ||
  • ଶନିବାର ସୃଷ୍ଟି ହେବ ଲଘୁଚାପ,ସୋମବାର ଅବପାତ ରୂପ ନେବ: ୨୮ଯାଏ କାଁ ଭାଁ ବର୍ଷା ସମ୍ଭାବନା
  • ||
  • ମହାରାଷ୍ଟ୍ର, ଝାଡ଼ଖଣ୍ଡ ଭୋଟ ଗଣତି: ୪୮ ବିଧାନସଭା, ୨ ଲୋକସଭା ଉପନିର୍ବାଚନର ଆସିବ ରେଜଲ୍ଟ
  • ||

ଆକାଶରୁ ଶୁଭିଲା ପ୍ରଚଣ୍ଡ ଶବ୍ଦ, ଦୋହଲିଲା କବାଟ ଝରକା

ପାଟଣା, ୨୩/୧୧ : ହଠାତ୍ ଆକାଶରୁ ଶୁଭିଲା ପ୍ରଚଣ୍ଡ ଶବ୍ଦ। ଦୋହଲିଲା କବାଟ ଝରକା। ଥରି ଉଠିଲା ସାରା ଅଞ୍ଚଳ। ଭୟରେ ଘରୁ ବାହାରି ଆସିଲେ ଲୋକେ। କେନ୍ଦୁଝର ଜିଲ୍ଲା ପାଟଣା ଅଞ୍ଚଳରେ ଶନିବାର ଶୂନ୍ୟରୁ ପ୍ରଚଣ୍ଡ ଶବ୍ଦ ଶୁଣିବାକୁ ମିଳିଛି। ଫଳରେ ଲୋକମାନେ ଆତଙ୍କିତ ହୋଇପଡ଼ିଛନ୍ତି। ତେବେ ଏହି ଶବ୍ଦ ପଛର ବୈଜ୍ଞାନିକ କାରଣ ଜଣାପଡ଼ି ନାହିଁ। କେଉଁଠୁ ଶବ୍ଦ ଆସିଛି ତାହା ସ୍ପଷ୍ଟ ହୋଇନାହିଁ। 

ଏହା ପୂର୍ବରୁ ଅକ୍ଟୋବର ୨୯ ତାରିଖରେ ବାଲେଶ୍ଵର ଜିଲ୍ଲା ନୀଳଗିରି ଅଞ୍ଚଳରେ ପ୍ରଚଣ୍ଡ ଶବ୍ଦ ଶୁଣିବାକୁ ମିଳିଥିଲା। ଏହି ଶବ୍ଦରେ ଘରଦ୍ଵାର ଥରି ଉଠିଥିଲା। ଭୂମିକମ୍ପ ଭୟରେ ଲୋକେ ଘରୁ ବାହାରକୁ ଚାଲିଆସିଥିଲେ। 


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.