ପ୍ରମୂଖ ଖବର
  • ଏଫଏମ କଲେଜରେ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣା , କ୍ରାଇମବ୍ରାଞ୍ଚର ତଦନ୍ତ ଆରମ୍ଭ
  • ||
  • ଲର୍ଡସ୍ ଟେଷ୍ଟ: ଦ୍ୱିତୀୟ ଇନିଂସରେ ଇଂଲଣ୍ଡ ଅଲଆଉଟ୍, ଭାରତ ଆଗରେ ୧୯୩ ରନର ବିଜୟ ଲକ୍ଷ୍ୟ
  • ||
  • ନିର୍ବାଚନ ପୂର୍ବରୁ ନୀତୀଶ କୁମାରଙ୍କ ବଡ଼ ଘୋଷଣା, ଆସନ୍ତା ୫ ବର୍ଷ ମଧ୍ୟରେ ଏକ କୋଟି ଚାକିରି ଦେବେ ସରକାର
  • ||
  • ଆଇପିଏସ୍ ସୋନାଲି ମିଶ୍ର ଆରପିଏଫର ପ୍ରଥମ ମହିଳା ମହାନିର୍ଦ୍ଦେଶକ
  • ||
  • କୋଲାକାତା ଆଇଆଇଏମରେ ଦୁଷ୍କର୍ମ ମାମଲା, ତଦନ୍ତ ଲାଗି ଏସ୍ଆଇଟି ଗଠିତ
  • ||
  • ଭୁବନେଶ୍ୱର : ଏମ୍ସରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ; ଏମ୍ସର ନିର୍ଦ୍ଦେଶକଙ୍କ ସହ କରିଲେ ଆଲୋଚନା
  • ||
  • FM କଲେଜରେ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣା; ପୀଡ଼ିତାଙ୍କ ପରିବାରକୁ ଭେଟିବେ ମୁଖ୍ୟମନ୍ତ୍ରୀ
  • ||
  • ରାଜ୍ୟସଭାକୁ ୪ ମନୋନୀତ, ମନୋନୀତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ||
  • ବାଲେଶ୍ବର: ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ବସ୍‌, ୨୦ରୁ ଉର୍ଦ୍ଧ୍ୱ ଗୁରୁତର
  • ||
  • ଏନ୍‌ସିଇଆର୍‌ଟି ବିଏଡ୍‌ ପ୍ରବେଶିକା ପରୀକ୍ଷା, ଆଜି ରାଜ୍ୟର ୪୪ କେନ୍ଦ୍ରରେ ୨୨ ହଜାର ଛାତ୍ରଛାତ୍ରୀ ଦେବେ ପରୀକ୍ଷା
  • ||
  • ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି: ଆଜି ପୁଲିସର କାର୍‌କେଡ୍‌ ରିହର୍ସାଲ, ଜଗିବେ ୫୦ ପ୍ଲାଟୁନ୍‌ ଫୋର୍ସ
  • ||
  • ଗାଜା ଉପରେ ଇସ୍ରାଏଲର ଭୟଙ୍କର ହମଲା, ୧୧୦ ପାଲେଷ୍ଟାନୀୟ ମୃତ
  • ||
  • ୧୬ରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସମ୍ଭାବନା, ଆଜି ବର୍ଷା ନେଇ ଅଧା ଓଡ଼ିଶାକୁ ୟେଲୋ ଓ୍ବାର୍ଣ୍ଣିଂ
  • ||

ଛାତ୍ରୀ ଆତ୍ମହୁତି ଉଦ୍ୟମ ଘଟଣା : ଜାତୀୟ ମହିଳା କମିଶନଙ୍କ ହସ୍ତକ୍ଷେପ, ୩ ଦିନରେ ରିପୋର୍ଟ ଦେବାକୁ ଡିଜିପିଙ୍କୁ ନିର୍ଦ୍ଦେଶ

Published By : Suraj Kumar | July 13, 2025 5:46 PM

ଭୁବନେଶ୍ବର ୧୩।୭: ଫକୀରମୋହନ କଲେଜ ଛାତ୍ରୀଙ୍କ ଆତ୍ମହୁତି ଉଦ୍ୟମ ଘଟଣାରେ ଜାତୀୟ ମହିଳା କମିଶନ ହସ୍ତକ୍ଷେପ କରିଛନ୍ତି । ନିଜ ଆଡ଼ୁ ମାମଲା ରୁଜୁ କରିଛନ୍ତି ଜାତୀୟ ମହିଳା କମିଶନ । ଘଟଣାର ଦୃଢ଼ ନିନ୍ଦା କରିବା ସହ କାର୍ଯ୍ୟାନୁଷ୍ଠାନ ପାଇଁ କମିଶନ ନିର୍ଦ୍ଦେଶ ଦେଇଛନ୍ତି। ପୋଲିସ ଡିଜିଙ୍କୁ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ୩ ଦିନ ଭିତରେ  କାର୍ଯ୍ୟାନୁଷ୍ଠାନ ସମ୍ପର୍କିତ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ।

ସୂଚନାଯୋଗ୍ୟ ଯେ, ବାଲେଶ୍ୱର ଫକୀର ମୋହନ ବିଶ୍ୱବିଦ୍ୟାଳୟର ଜଣେ ଛାତ୍ରୀ ପ୍ରାଧ୍ୟାପକଙ୍କ ଦ୍ୱାରା ବାରମ୍ବାର ଶାରୀରିକ ଓ ମାନସିକ ନିର୍ଯ୍ୟାତନା ପାଇଁ ଶେଷରେ ଆତ୍ମାହୁତି ଉଦ୍ୟମ କରିଥିଲେ । ଏବେ ସେ ଏମ୍‌ସରେ ଚିକିତ୍ସାଧୀନ ଅଛନ୍ତି । ତାଙ୍କର ସ୍ୱାସ୍ଥ୍ୟବସ୍ଥା ସଂଙ୍କଟାପନ୍ନ ରହିଛି ଏମ୍ସ ପକ୍ଷରୁ ୮ ଜଣିଆ ଅଭିଜ୍ଞ ଡାକ୍ତରଙ୍କୁ ନେଇ ଉଚ୍ଚସ୍ତରୀୟ ବିଶେଷଜ୍ଞ କମିଟି ଗଠନ କରାଯାଇ ଚିକିତ୍ସା କରାଯାଉଛି। ଘଟଣାରେ ଏଫ୍‌ଏମ୍ କଲେଜ ଅଧ୍ୟକ୍ଷ  ଓ ଏଚଓଡିଙ୍କୁ ଉଚ୍ଚଶିକ୍ଷା ବିଭାଗ ନିଲମ୍ବିତ କରିଛି। ଏଥିସହ ପୁଲିସ ଏଚଓଡିଙ୍କୁ ଗିରଫ କରିଛି। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.