ପ୍ରମୂଖ ଖବର
  • କୋରାପୁଟ : କାମ କରିବାକୁ ଯାଇ ନିଖୋଜ ହେଲେ ସ୍ୱାମୀ; ଖୋଜିଖୋଜି ଆତ୍ମହରା ହେଲେ ସ୍ତ୍ରୀ, ମାସେ ପରେ କରିଲେ ଅଭିଯୋଗ
  • ||
  • ବାଲିପାଟଣା : ନଦୀରେ ଭାସୁଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ସାଲେପୁର : ଝରକା ତାଡ଼ି ୩ ଘରୁ ଚୋରି, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଗଞ୍ଜାମ : ୧୧କେଭି ତାର ଲାଗି ଜଣେ ମୃତ, ଜଣେ ଗୁରୁତର
  • ||
  • ବାଲେଶ୍ଵର : ବାଇକ୍‌କୁ ଧକ୍କା ଦେଲା ମାଲବାହୀ ଟ୍ରକ୍; ଜଣେ ମୃତ,୨ ଗୁରୁତର
  • ||
  • ସୁନ୍ଦରଗଡ଼ : ପୂଜା ଦେଖିବାକୁ ଆସିଥିବା ବେଳେ ଯୁବତୀଙ୍କୁ ଗଣଦୁଷ୍କର୍ମ, ୩ ଅଟକ
  • ||
  • ଉଦଳା : ସରକାରୀ ଡାକ୍ତରଖାନାରେ ସ୍ୱାସ୍ଥ୍ୟସେବା ବିପର୍ଯ୍ୟସ୍ତ , ଚିକିତ୍ସା ଅଭାବରୁ ଚାଲିଗଲା ଶିଶୁକନ୍ୟାର ଜୀବନ
  • ||
  • ଯାଜପୁର : ଖରସ୍ରୋତା ବ୍ରିଜ୍‌ ଉପରୁ ନଦୀକୁ ଡେଇଁଲେ ମହିଳା, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ବ୍ରହ୍ମପୁର : ନକଲି ଗୁଟଖା କମ୍ପାନିରେ ଚଢାଉ; ନକଲି ଗୁଟଖା, ଗୁଟଖା ସାମଗ୍ରୀ ଏବଂ ମେସିନ ଠାବ
  • ||
  • ଦିଗପହଣ୍ଡି : ବାର୍ଦ୍ଧକ୍ୟ ଭତ୍ତା ଆଣିବାକୁ ଯାଇ କେନାଲରେ ଭାସିଗଲେ ବୃଦ୍ଧା,୧୦ ଘଣ୍ଟା ପରେ ମୃତଦେହ ଉଦ୍ଧାର
  • ||
  • ଆସ୍କା : ଟ୍ରକ୍‌କୁ ପିଟିଲା ପିକଅପ୍‌ ଭ୍ୟାନ୍‌, ୨ ମୃତ
  • ||
  • ଗୁରୁବାରଠୁ ଭାରତ- ବାଂଲାଦେଶ ପ୍ରଥମ ଟେଷ୍ଟ: ଚିପକ୍‌ରେ ରାଜୁତି କରିବେ ସ୍ପିନର୍‌, ଫେରିବେ ପନ୍ତ ଏବଂ ରାହୁଲ
  • ||
  • ମୋହନାରେ ଟ୍ରକ୍‌-ବାଇକ୍‌ ଧକ୍କା, ୨ ବାଇକ୍‌ ଆରୋହୀ ମୃତ
  • ||
  • ଭୁବନେଶ୍ୱର : ରାଜଧାନୀରେ ବୋମା ମାଡ଼; ସିସିଟିଭିରେ କଏଦ ହେଲା ଦୃଶ୍ୟ, ଦୁର୍ବୃତ୍ତଙ୍କୁ ଖୋଜୁଛି ପୋଲିସ
  • ||
  • ପୁରୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ୧୦୦ ଦିନର ସଫଳତା ସମାବେଶ ଓ ପ୍ରଦର୍ଶନୀରେ ଯୋଗଦେବେ
  • ||
  • ୨୨ରୁ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା, ଆହୁରି ବିଗିଡ଼ିପାରେ ବାଲେଶ୍ୱର, ମୟୂରଭଞ୍ଜ ସ୍ଥିତି
  • ||

୬୯ ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର: ‘ପ୍ରତୀକ୍ଷା’ ଶ୍ରେଷ୍ଠ ଓଡି଼ଆ ଚଳଚ୍ଚିତ୍ର

ମୁମ୍ବାଇ ୨୪/୮- ୬୯ ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଆୟୋଜିତ ହୋଇଯାଇଛି । ଏଥିରେ ‘ପ୍ରତୀକ୍ଷା’କୁ ଶ୍ରେଷ୍ଠ ଓଡିଆ ଚଳଚ୍ଚିତ୍ର ପୁରସ୍କାର ମିଳିଛି । ଆର୍ ମାଧବନଙ୍କ ଫିଲ୍ମ ‘ରକେଟ୍ରି’ ଦ ନମ୍ବି ଇଫେକ୍ଟକୁ ବେଷ୍ଟ ଫିଚର ଫିଲ୍ମ ପୁରସ୍କାର ପ୍ରଦାନ କରାଯାଇଛି । ଅଲ୍ଲୁ ଅର୍ଜୁନଙ୍କୁ ପୁଷ୍ପା ଫିଲ୍ମ ପାଇଁ ବେଷ୍ଟ ଆକ୍ଟର ଆୱାର୍ଡ ଦିଆଯାଇଛି । ସେହିଭଳି ଆଲିଆ ଭଟ୍ଟଙ୍କୁ ‘ଗଙ୍ଗୁବାଇ କାଠିଆୱାଡି’ ପାଇଁ ଏବଂ କୃତି ସାନନଙ୍କୁ ଫିଲ୍ମ ‘ମିମି’ ଶ୍ରେଷ୍ଠ ଅଭିନେତ୍ରୀ ପୁରସ୍କାର ପ୍ରଦାନ କରାଯାଇଛି । ସଦାର ଉଧମ ସିଂହ ସର୍ବଶ୍ରେଷ୍ଠ ହିନ୍ଦୀ ଫିଚର ଫିଲ୍ମ ପୁରସ୍କାର ଜିତିଛି ।

ଶ୍ରେଷ୍ଟ ସହ କଳାକାର ପୁରୁଷ ଭାବେ ପଙ୍କଜ ତ୍ରିପାଠୀଙ୍କୁ ଫିଲ୍ମ ‘ମିମି’ ପାଇଁ ପୁରସ୍କାର ପ୍ରଦାନ କରାଯାଇଥିବାବେଳେ ଶ୍ରେଷ୍ଠ ସହକଳାକାର ମହିଳା କ୍ୟାରେକ୍ଟର ଭାବେ ପଲ୍ଲବୀ ଯୋଶୀଙ୍କୁ ଫିଲ୍ମ କାଶ୍ମୀର ଫାଇଲ୍ସ ପାଇଁ ପୁରସ୍କୃତ କରାଯାଇଛି । ଶ୍ରେଷ୍ଠ ସଙ୍ଗୀତ ନିର୍ଦ୍ଦେଶନା ପାଇଁ ଦେବୀ ଶ୍ରୀ ପ୍ରସାଦଙ୍କ ପୁରସ୍କାର ପ୍ରଦାନ କରାଯାଇଛି । ଫିଲ୍ମ ପୁଷ୍ପାର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ପ୍ରସାଦ ।  ଶ୍ରେଷ୍ଠ ପ୍ଲେବ୍ୟାକ୍ ସିଙ୍ଗର ପୁରୁଷ ଭାବେ କାଲା ଭୈରବଙ୍କୁ ଫିଲ୍ମ ଆରଆରଆର ପାଇଁ ପୁରସ୍କାର ପ୍ରଦାନ କରାଯାଇଛି । ସେହିଭଳି ବେଷ୍ଟ୍ ଫିମେଲ୍ ପ୍ଲେବ୍ୟାକ୍ ସିଙ୍ଗର ଶ୍ରେୟା ଘୋଷାଲ ପୁରସ୍କୃତ ହୋଇଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.