ପ୍ରମୂଖ ଖବର
  • ସ୍ୱଦେଶ ବାହୁଡ଼ି ଯିବେ ବିଦେଶୀ ଖେଳାଳି, ଖୁବ୍‌ଶୀଘ୍ର ବଡ଼ ନିଷ୍ପତ୍ତି ନେଇପାରେ ବିସିସିଆଇ
  • ||
  • ଚଣ୍ଡୀଗଡ଼​‌ରେ ବାଜିଲା ସାଇରନ୍‌, ଏୟାରଫୋର୍ସ ଷ୍ଟେସନ୍‌କୁ ଓ୍ବାର୍ଣ୍ଣିଂ, ଲୋକଙ୍କୁ ଘରୁ ନବାହାରିବାକୁ ନିର୍ଦ୍ଦେଶ
  • ||
  • LOC ଏବଂ IBରେ କଡ଼ା ଜବାବ, ପାକିସ୍ତାନର ୫୦ରୁ ଉର୍ଦ୍ଧ୍ଵ ଡ୍ରୋନ୍ ଖସାଇଲା ଭାରତ
  • ||
  • ଶ୍ରୀକ୍ଷେତ୍ରରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା, ପୋଲିସ ଛାଉଣୀରେ ବଡ଼ଦେଉଳ
  • ||
  • ବରଯାତ୍ରୀ ବସ୍‌ - କଣ୍ଟେନର ଟ୍ରକ୍‌ ମୁହାଁମୁହିଁ ଧକ୍କା: ହେଲପର୍‌ ଗୁରୁତର, ୧୦ ରୁ ଉର୍ଦ୍ଧ୍ୱ ଆହତ
  • ||
  • ମୟୂରଭଞ୍ଜ : ବରଯାତ୍ରୀ ବସ୍‌ - କଣ୍ଟେନର ଟ୍ରକ୍‌ ମୁହାଁମୁହିଁ ଧକ୍କା: ହେଲପର୍‌ ଗୁରୁତର, ୧୦ ରୁ ଉର୍ଦ୍ଧ୍ୱ ଆହତ
  • ||
  • ଘୋର ଆର୍ଥିକ ସଂକଟରେ ପାକ୍‌ ଅର୍ଥନୀତି: ଆଜି ପାକ୍‌କୁ ଋଣ ପ୍ରଦାନ ନେଇ ସମୀକ୍ଷା କରିବ ଆଇଏମ୍‌ଏଫ, ଭାରତର ବିରୋଧ
  • ||
  • ଅମୃତସର ବାସିନ୍ଦାଙ୍କୁ ଘରେ ରହିବାକୁ ନିର୍ଦ୍ଦେଶ, ଝରକା ଠାରୁ ଦୂରରେ ଏବଂ ଲାଇଟ୍ ବନ୍ଦ ରଖିବାକୁ ନିର୍ଦ୍ଦେଶାବଳୀ ଜାରି
  • ||
  • ଭାରତୀୟ ସେନାକୁ ସଫଳତା , ଧରାପଡିଲା ପାକିସ୍ତାନୀ ପାଇଲଟ୍
  • ||
  • ସମୀକ୍ଷା କରିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, CDS ଏବଂ ୩ ସେନା ମୁଖ୍ୟଙ୍କ ସହ ଯୁଦ୍ଧ ସ୍ଥିତି ନେଇ କରିବେ ଆଲୋଚନା
  • ||
  • ଭାରତ-ପାକ୍ ଯୁଦ୍ଧ ନେଇ ସସପେନ୍ସ: ଆଇପିଏଲ୍‌ ଆୟୋଜନ ଉପରେ ହୋଇପାରେ ବଡ଼ ନିଷ୍ପତ୍ତି
  • ||
  • ବାଲେଶ୍ବର ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟିରେ ବଢ଼ିଲା ସୁରକ୍ଷା, ଅପରାହ୍ନ ୨ଟାରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ
  • ||
  • ପାକିସ୍ତାନ ଉପରେ ଆକ୍ରମଣକୁ ନେଇ ବିସ୍ତୃତ ତଥ୍ୟ ଦେବ ବୈଦେଶିକ ମନ୍ତ୍ରଣାଳୟ,ସକାଳ ୯ଟାରେ ପ୍ରେସ ମିଟ୍
  • ||
  • ରାଜ୍ୟରେ ଆହୁରି ବଢ଼ିବ ଗରମ ପ୍ରକୋପ, ୧୦ରୁ ୧୪ ପ୍ରଚଣ୍ଡ ତାତି,ପଶ୍ଚିମରେ ହିଟ୍‌ୱେଭ୍‌, ଉପକୂଳରେ ଗୁଳୁଗୁଳି ଆଶଙ୍କା
  • ||

ବିଜେପି ମୁହାଁ ସନା ! ତାଗିଦ୍ କଲେ ନବୀନ

Published By : Prameya | February 13, 2025 1:03 PM

ଭୁବନେଶ୍ଵର, ୧୩/୦୨ : ବିଧାନସଭାର ବଜେଟ୍ ଅଧିବେଶନ ଆରମ୍ଭରୁ ଆକ୍ସନ ମୁଡ୍‌ରେ ବିରୋଧୀ ଦଳ ନେତା। ବିଧାନସଭାରେ ପାଦ ଦେଉ ଦେଉ ଚମ୍ପୁଆ ବିଧାୟକଙ୍କ ଉପରେ ବର୍ଷିଲେ ନବୀନ ପଟ୍ଟନାୟକ। ବିଧାୟକ ଦଳ ବୈଠକରେ ଅନୁପସ୍ଥିତି ଯୋଗୁଁ ସନାତନ ମହାକୁଡ଼ଙ୍କୁ ତେରଛା ବାଣ ମାରିଲେ ନବୀନ।

ସୂଚନାନୁଯାୟୀ, ଆଜି ନବୀନ ବିଧାନସଭାରେ ପ୍ରବେଶ କରିବା ସମୟରେ ବିଜେଡି ବିଧାୟକମାନେ ତାଙ୍କୁ ଅଭିବାଦନ ଜଣାଇଥିଲେ। ଏହି ସମୟରେ ନବୀନ ଚମ୍ପୁଆ ବିଧାୟକ ସନାତନ ମହାକୁଡ଼ଙ୍କୁ ଦେଖି ଅଟକି ଯାଇଥିଲେ। ଗତକାଲି ବିଜେଡି ବିଧାୟକ ଦଳ ବୈଠକକୁ କାହିଁକି ଆସି ନଥିଲେ ବୋଲି ପ୍ରଶ୍ନ କରିଥିଲେ। ଉତ୍ତରରେ ଅସୁସ୍ଥତା ଯୋଗୁଁ ଆସିନଥିବା କହିଥିଲେ ସନା। ପ୍ରତ୍ୟୁତ୍ତରରେ ବିଜେପି ଆଡ଼କୁ ମୁହାଁଉଛ କି... ବୋଲି କହି ସନାଙ୍କୁ ତେରଛା ବାଣ ମାରିଲେ ନବୀନ।


ଗୁରୁବାର ଠାରୁ ଆରମ୍ଭ ହୋଇଛି ବିଧାନସଭାର ବଜେଟ ଅଧିବେଶନ । ଏହା ପୂର୍ବରୁ ବୁଧବାର ଦିନ ବସିଥିଲା ବିଜେଡିର ବିଧାୟକ ଦଳ ବୈଠକ । ହେଲେ ଏହି ବୈଠକରେ ଯୋଗ ଦେଇନଥିଲେ ଚମ୍ପୁଆର ବିଜେଡି ବିଧାୟକ ସନାତନ ମହାକୁଡ । ଯାହାକୁ ନେଇ ଆଜି ବିଧାନସଭାରେ ସନାଙ୍କ ଉପରେ ବିରକ୍ତି ପ୍ରକାଶ କରିଛନ୍ତି ନବୀନ। 

ଏହି ଖବରଟିକୁ ପଢନ୍ତୁ-ବିଧାନସଭାର ବଜେଟ ଅଧିବେଶନ ଆରମ୍ଭ : ଅଭିଭାଷଣ ରଖିଲେ ରାଜ୍ୟପାଳ, କହିଲେ '୨୦୪୭ ସୁଦ୍ଧା ବିକଶିତ ଭାରତରେ ଓଡ଼ିଶାର ରହିବ ପ୍ରମୁଖ ଭୂମିକା'


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.