ପ୍ରମୂଖ ଖବର
  • ମୁନିଗୁଡ଼ା : ରେଳ ଧାରଣାରୁ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ଆତ୍ମହତ୍ୟା ସନ୍ଦେହ
  • ||
  • ଭୁବନେଶ୍ୱର : ଅଳିଆ ଗଦାରେ ଲାଗିଲା ନିଆଁ, ୫୦ ଫୁଟ ଉଚ୍ଚରେ ଉଠିଲା ଧୂଆଁ
  • ||
  • କେନ୍ଦୁଝର : ବସ୍ ଧକ୍କାରେ ଓଲଟିଲା ନାଇଟ୍ ପାଟ୍ରୋଲିଂ ପୋଲିସ୍ ଗାଡ଼ି, ଅଳ୍ପକେ ବର୍ତ୍ତିଲେ ୫ଜଣ ପୋଲିସ୍ କର୍ମଚାରୀ
  • ||
  • ସାଲେପୁର : ଗୋରୁ ଚମଡା ସହ ବାଇକ୍‌ ଜବତ, ଜଣେ ଗିରଫ
  • ||
  • ଜାନୁଆରୀ ୧୫ରେ ସୁଭଦ୍ରା ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା
  • ||
  • ମୟୂରଭଞ୍ଜ : ଶୌଚ ପାଇଁ ଯାଇଥିବା ବେଳେ ଦଳିଦେଲେ ହାତୀପଲ, ଚାଲିଗଲା ବ୍ୟକ୍ତିଙ୍କ ଜୀବନ
  • ||
  • ସୁନ୍ଦରଗଡ଼ : ହୁଣ୍ଡାଇ ସୋରୁମ୍‌ରେ ବନ୍ଧୁକ ଦେଖାଇ ଲୁଟ୍‌, ଲକ୍ଷାଧିକ ଟଙ୍କା ସହ କାଗଜ ପତ୍ର ଲୁଟିନେଲେ ୪ ଦୁର୍ବୃତ୍ତ
  • ||
  • ମାଲକାନଗିରି: ପାଇଖାନା ଟାଙ୍କିରୁ ସାମ୍ବାଦିକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ
  • ||
  • ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଦୁର୍ଘଟଣା ହ୍ରାସ ପାଇଁ ବସ୍‌ରେ ଲାଗିବ ସ୍ମାର୍ଟ ଡିଭାଇସ୍‌
  • ||
  • ସିଡନୀ ଟେଷ୍ଟ: ଘାଇଲା କଲେ ଭାରତୀୟ ବୋଲର, ୧୮୧ରନରେ ଅଲଆଉଟ ଅଷ୍ଟ୍ରେଲିଆ
  • ||
  • ସୋର : ଶୋଇଥିବା ବେଳେ ଜଳିଗଲା ଘର, ଅଳ୍ପକେ ବର୍ତ୍ତିଲେ ପରିବାର ଲୋକେ
  • ||
  • ଆଉ ୪ ଦିନ କଳବଲ କରିବ ଶୀତର ପ୍ରକୋପ, ବିଭିନ୍ନ ସ୍ଥାନରେ ରାତି ତାପମାତ୍ରା ୧୨ରୁ ୧୩ ଡିଗ୍ରୀ ତଳକୁ ଖସିବ
  • ||
  • ସୁବର୍ଣ୍ଣପୁର ଜିଲ୍ଲାରେ ଶୀତ ଲହରୀ ଜାରି, ରାତିରେ ୧୦ ଡିଗ୍ରୀ ତଳକୁ ଖସୁଛି ପାରଦ
  • ||
  • କୋରାପୁଟରେ ୪ ଡିଗ୍ରୀ ତଳକୁ ଖସିଲା ପାରଦ, ଶୀତ ଲହରୀ ସାଙ୍ଗକୁ ତୁଷାରପାତ
  • ||

କ୍ଷତିଗ୍ରସ୍ତ ଚାଷୀଙ୍କୁ କ୍ଷତିପୂରଣ ଦେବାକୁ ମୁଖ୍ୟମନ୍ତ୍ରୀଙ୍କୁ ଦାବି ଜଣାଇଲେ ନବୀନ

Published By : Prameya | January 2, 2025 7:28 PM

ଭୁବନେଶ୍ବର,୨।୧ : ଅଦିନିଆ ବର୍ଷାରେ ଚାଷୀଙ୍କ କ୍ଷତି ଭରଣା ଦାବି କରି ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚିଠି ଲେଖିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ନିର୍ଦ୍ଧାରିତ ସମୟ ମଧ୍ୟରେ ସରକାର ଚାଷୀଙ୍କୁ କ୍ଷତିପୂରଣ ଦେବାକୁ ଦାବି କରିଛନ୍ତି ନବୀନ। ଏହାସହ ବାରମ୍ବାର ପ୍ରାକୃତିକ ବିପର୍ଯ୍ୟୟ କାରଣରୁ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ଦାବି କରିଛନ୍ତି।

 ଚିଠିରେ ନବୀନ ଲେଖିଛନ୍ତି, ଅଦିନିଆ ବର୍ଷାରେ ଉଜୁଡ଼ି ଯାଇଛି ଚାଷୀଙ୍କ ବର୍ଷକର ଅମଳ ଧାନ। ଏହା ଚାଷୀଙ୍କ ଆତ୍ମାକୁ ବହୁତ ଆଘାତ ଦେଇଛି। ବିଗତ ଦିନ ଗୁଡ଼ିକରେ ରାଜ୍ୟରେ ଏଭଳି ପରିସ୍ଥିତି କେବେ ଉପୁଜିନାହିଁ। 

ସେହିପରି ଜଗତସିଂହପୁର ଜିଲ୍ଲା ବାଲିକୁଦା ବ୍ଲକର ଯୁବ ଚାଷୀ କୃତିବାସ ସ୍ବାଇଁ ଆତ୍ମହତ୍ୟା ଘଟଣାକୁ ମଧ୍ୟ ଚିଠିରେ ଉଲ୍ଲେଖ କରିଛନ୍ତି ନବୀନ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.