ପ୍ରମୁଖ ଖବର
  • ବାରିପଦାରେ ବୁଲୁଥିଲା ଶିମିଳିପାଳର ବାଘ; କାବୁ କରିନେଲା ବନ ବିଭାଗ
  • ||
  • ଭୁବନେଶ୍ୱରରେ ପହଞ୍ଚିଲେ ଡ୍ରିମ୍‌ଗାର୍ଲ, ସାଲିଆ ସାହିରେ ଜନସଭା କରିବେ ହେମାମାଳିନୀ
  • ||
  • ଭାରସାମ୍ୟ ହରାଇ ଡିଭାଇଡରକୁ ପିଟିଲା ବୋଲେରୋ: ୨ ମୃତ, ୮ ଗୁରୁତର
  • ||
  • ସୁନା ଦର ୭୪ ହଜାର ଟଙ୍କା ପାର୍, ବର୍ଷକରେ ୮୫,୦୦୦କୁ ଯିବ
  • ||
  • ରାଜଧାନୀରେ ରାଜନୈତିକ ହିଂସା, ବିଜେଡି କାର୍ଯାଳୟ ଉପରେ ବୋମା ମାଡ଼
  • ||
  • ମେ’ ୨୦ରେ ବଡ଼ଦାଣ୍ଡରେ ମୋଦିଙ୍କ ମେଗା ରୋଡ୍‌ ସୋ’, ମହାପ୍ରଭୁଙ୍କୁ କରିବେ ଦର୍ଶନ
  • ||
  • ରଥଖଳା ହାଲ୍‌ଚାଲ୍‌..ତୁମ୍ବରେ ସୁତା ବାଡ଼ିଆ ପରେ ବିନ୍ଧ ଅନୁକୂଳ, ଖଳାରେ ପହଞ୍ଚିଲା ତୁମ୍ବ ଖୋଦେଇ ଯନ୍ତ୍ର
  • ||
  • ଆଇପିଏଲ୍ ମହାସମର ମୁମ୍ବାଇକୁ ଭେଟିବ ଲକ୍ଷ୍ନୌ, ସମ୍ମାନ ପାଇଁ ଶେଷ ଲଢ଼େଇ
  • ||
  • ଶୁକ୍ରବାର ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ବିଜେଡି ପ୍ରାର୍ଥୀଙ୍କ ପାଇଁ ମାଗିବେ ଭୋଟ
  • ||
  • ରାଜ୍ୟରେ ପୁଣି ତାତି ଲେଉଟିବ: ୪ରୁ ୫ ଡିଗ୍ରୀ ବଢ଼ିବ ତାପମାତ୍ରା, ଆଭ୍ୟନ୍ତର ଓ ପଶ୍ଚିମ ଓଡ଼ିଶାରେ ପାରଦ ୪୪ ଡେଇଁବ
  • ||

ସାମାନ୍ୟ ବଚସାରୁ ହତ୍ୟା: ମାମୁଁକୁ ପଥରରେ ଛେଚି ଛେଚି ମାରିଲା ନୃଶଂସ ଭଣଜା

ବଣାଇ ୦୨/୦୫: ମାମୁଁକୁ ପଥରରେ ଛେଚି ହତ୍ୟା କଲା ନୃଶଂସ ଭଣଜା। ହତ୍ୟା କରିବା ପରେ ପୋଲିସ ନିକଟରେ ଆତ୍ମସମର୍ପଣ କଲା ହତ୍ୟା କାରି ଭଣଜା। ଏଭଳି ଅଭାବନୀୟ ଘଟଣା ସୁନ୍ଦରଗଡ଼ ଜିଲ୍ଲା କେ ବଲାଙ୍ଗ ଥାନା ଗୌଡୁଣିପୋଷ ଗ୍ରାମର ପତଳା ସାହିରେ ଘଟିଛି।

ସୂଚନା ମୁତାବିକ, ଲହୁଣୀପଡ଼ା ଥାନା କେନାପାଲି ଗାଁର ସୁବନ କଂଶରିଆ ଗୌଡୁଣିପୋଷ ଗାଁରେ ଥିବା ଭଣଜା ଠୁରୁ ଧୀବର ଘରକୁ ବୁଲିବାକୁ ଯାଇଥିଲେ । କୌଣସି ଘଟଣାକୁ ନେଇ ମାମୁଁ ଓ ଭଣଜାଙ୍କ ମଧ୍ୟରେ ବଚସା ହୋଇଥିଲା । ଶେଷରେ ଏହି ସାମାନ୍ୟ ବଚସାକୁ ନେଇ ଘଟିଲା ହତ୍ୟାକାଣ୍ଡ । ମାମୁଁକୁ ପଥରରେ ଛେଚି ଛେଚି ହତ୍ୟା କରିଦେଲା ଭଣଜା । ହତ୍ୟା କରିବା ପରେ ପୋଲିସ ପାଖରେ ଆତ୍ମସମର୍ପଣ କରିଛି ହତ୍ୟାକାରୀ ଭଣଜା।  କେ ବଲାଙ୍ଗ ଥାନାରେ ଆତ୍ମସମର୍ପଣ କରିଥିବା ବେଳେ ପୋଲିସ ତାକୁ ଅଟକ ରଖି ପଚରାଉଚରା ଜାରି ରଖିଛି ।

Also Read :-

ସାପ କାମୁଡ଼ାରେ ଆଖିବୁଜିଲା ୯ ବର୍ଷର ଶିଶୁପୁତ୍ର


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.