ପ୍ରମୂଖ ଖବର
  • ଭୁବନେଶ୍ୱର : ଦାନା ବାନ୍ଧୁଛି ଲଘୁଚାପ; ଆସନ୍ତା ୪ ଦିନ ବର୍ଷାରେ ଭିଜିବ, ଶନିବାର ୮ ଜିଲ୍ଲାକୁ ୟେଲୋ ଆଲର୍ଟ
  • ||
  • ମୟୂରଭଞ୍ଜ : ଶିମିଳିପାଳ ବାଙ୍ଗିରିପୋଷି ରେଞ୍ଜରେ ଅଘଟଣ, ମାଈ ହାତୀର ମୃତଦେହ ଠାବ
  • ||
  • ଆନନ୍ଦପୁର : ପ୍ରଧାନ ଶିକ୍ଷୟିତ୍ରୀଙ୍କ ମନମାନିକୁ ବିରୋଧ, ସ୍କୁଲରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରଛାତ୍ରୀ ଓ ଗ୍ରାମବାସୀ
  • ||
  • ଯାଜପୁର : ଖରସ୍ରୋତା ବ୍ରିଜ୍‌ ଉପରୁ ନଦୀକୁ ଡେଇଁଥିଲେ ଯୁବତୀ,୨୪ ଘଣ୍ଟା ପରେ ମିଳିଲା ମୃତଦେହ
  • ||
  • ସୁନ୍ଦରଗଡ଼ : ରେଳ ଧାରଣା ଉପରେ ପୁଣି ଲାଗିଲା ମାଓ ପୋଷ୍ଟର, ଜାରି ହେଲା ହାଇ ଆଲର୍ଟ
  • ||
  • ଚାନ୍ଦବାଲି : ଚିଙ୍ଗୁଡ଼ି ମାଫିଆଙ୍କ କବ୍ଜାରେ ଚାଷୀଙ୍କ ସ୍ଲୁଇସଗେଟ, ମତ୍ସ୍ୟ ଅଧିକାରୀଙ୍କୁ ଅଭିଯୋଗ କରିଲେ ଚାଷୀ
  • ||
  • ଜଳେଶ୍ବର : ସୁବର୍ଣ୍ଣରେଖା ନଦୀରେ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଧର୍ମଗଡ଼ : ସ୍କୁଲ ଜାଗାକୁ ନିଜର କହି ବିଦ୍ୟାଳୟରେ ତାଲା ପକାଇଲେ ବ୍ୟକ୍ତି, ଗଛ ମୂଳେ ପାଠ ପଢୁଛନ୍ତି ପିଲା
  • ||
  • ସୋମବାର ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି, ଜନଶୁଣାଣି ପୋର୍ଟାଲ କରିପାରିବେ ପଞ୍ଜୀକରଣ
  • ||
  • ବାଲେଶ୍ଵର : ଭିଜିଲାନ୍ସ ଜାଲରେ ଅତିରିକ୍ତ ମୁଖ୍ୟ ନିର୍ମାଣ ଯନ୍ତ୍ରୀ, କୁକୁଡ଼ା ପଦା ଅଫିସରେ ରେଡ୍‌
  • ||
  • ଜଳେଶ୍ବର : କମିଲା ସୁବର୍ଣ୍ଣରେଖା ନଦୀର ଜଳସ୍ତର, ପାଣି ଘେରରେ ତଳିଆ ଅଞ୍ଚଳ
  • ||
  • ଆଜିଠୁ ୩ ଦିନିଆ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ବିଧାୟକ ଓ ସାଂସଦଙ୍କ ବୈଠକରେ ଦେବେ ଯୋଗ
  • ||
  • ଆସୁଛି ଲଘୁଚାପ: ଆସନ୍ତା ୨୩ରୁ ଓଡ଼ିଶାରେ ବଢ଼ିବ ବର୍ଷା, ଅତି କମ୍‌ରେ ୪୮ ଘଣ୍ଟା ବର୍ଷିବ
  • ||
  • ଆନନ୍ଦପୁର : ଏସବିଆଇ ଶାଖାରେ ଲାଗିଲା ନିଆଁ, ସର୍ଟ ସର୍କିଟରୁ ଅଗ୍ନିକାଣ୍ଡ ହୋଇଥିବା ଅନୁମାନ
  • ||

ଦାନା ବାନ୍ଧୁଛି ଲଘୁଚାପ; ଆସନ୍ତା ୪ ଦିନ ବର୍ଷାରେ ଭିଜିବ, ଶନିବାର ୮ ଜିଲ୍ଲାକୁ ୟେଲୋ ଆଲର୍ଟ

ଭୁବନେଶ୍ୱର,୨୦/୦୯: ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ । ଏହାର ପ୍ରଭାବରେ ରାଜ୍ୟରେ ଆସନ୍ତାକାଲି ଠାରୁ ୪ ଦିନ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ତରଫରୁ ସୂଚନା ମିଳିଛି । ସେଥିପାଇଁ ୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ମଧ୍ୟ ଦିଆଯାଇଛି । ତେବେ ଆସନ୍ତା କାଲି ୮ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । 

୨୧ ତାରିଖ ଅର୍ଥାତ ଶନିବାର ପାଇଁ ମାଲକାଲଗିରି, କୋରାପୁଟ, ରାୟଗଡ଼ା,ଗଜପତି, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିଭଳି ୨୨ ତାରିଖ ଅର୍ଥାତ ରବିବାର ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.