ପ୍ରମୂଖ ଖବର
  • ଚାନ୍ଦବାଲି : ଅଙ୍ଗନବାଡ଼ିରେ ମିଳୁନାହିଁ ରନ୍ଧା ଖାଦ୍ୟ, କର୍ମୀଙ୍କ ବିରୁଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ଦାବି
  • ||
  • କନ୍ଧମାଳ : ଆମ୍ବ ଟାକୁଆ ଜାଉ ଖାଇ ମୃତ୍ୟୁ ଘଟଣା: ତଦନ୍ତ ପାଇଁ ମାଣ୍ଡିପଙ୍କାରେ ପହଞ୍ଚିଲେ ଦକ୍ଷିଣାଞ୍ଚଳ ଆରଡିସି
  • ||
  • ଦେବଗଡ଼ : ତିନି ଗାଡି ସହ ବିପୁଳ ପରିମାଣର ଗଞ୍ଜେଇ ଜବତ, ୪ ଅଟକ
  • ||
  • ନୀଳଗିରି : ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ରରୁ ସିରିଜ୍‌ ଚୋରି, ତାଲାଭାଙ୍ଗି ଲୁଟିନେଲେ ଲକ୍ଷାଧିକ ଟଙ୍କାର ଜିନିଷ
  • ||
  • କାମାକ୍ଷାନଗର : ଗାଧୋଇବା ବେଳେ ଅଘଟଣ, ବ୍ରାହ୍ମଣୀ ନଦୀରେ ବୁଡ଼ି ଶ୍ରମିକଙ୍କ ମୃତ୍ୟୁ
  • ||
  • ବୌଦ୍ଧ : ଡାକ୍ତରଙ୍କ ଦାଦାଗିରି, ରୋଗୀଙ୍କୁ ଦୁର୍ବ୍ୟବହାର ସହ ଆକ୍ରମଣ ଉଦ୍ୟମ
  • ||
  • ଭୁବନେଶ୍ୱର : ସ୍ତ୍ରୀଙ୍କୁ ଆନେସ୍ଥେସିଆ ଦେଇ ହତ୍ୟା ଘଟଣା, ମୁଖ୍ୟ ଅଭିଯୁକ୍ତ ପ୍ରଦ୍ୟୁମ୍ନକୁ ରିମାଣ୍ଡରେ ନେବ ପୋଲିସ
  • ||
  • କେନ୍ଦୁଝର ସରକାରୀ ଡିଗ୍ରୀ ଇଞ୍ଜିନିୟରିଙ୍ଗ୍ କଲେଜରେ ରାଗିଂ ଅଭିଯୋଗ, ଛାତ୍ର ଗୁରୁତର
  • ||
  • ଇଡ୍‌କୋ ଜୁନିୟର ମ୍ୟାନେଜରଙ୍କ ଘରେ ରେଡ୍‌, ଏକକାଳୀନ ୬ଟି ସ୍ଥାନରେ ଚଢାଉ
  • ||
  • ପୁରୁଷୋତ୍ତମପୁର : ତାରା ତାରିଣୀ ମନ୍ଦିରରୁ ଚୋରି, ସୁନା ରୁପା ଅଳଙ୍କାର ସହ ହୁଣ୍ଡିରୁ ଦାନ ଅର୍ଥ ଲୁଟି ନେଲେ ଦୁର୍ବୃତ୍ତ
  • ||
  • ସମ୍ୱଲପୁର : ନିଆଁରେ ପୋଡ଼ି ହୋଇ ମା' ଓ ଝିଅ ଜୀବନ୍ତ ଦଗ୍ଧ, କାରଣ ଅସ୍ପଷ୍ଟ
  • ||
  • କୋଣାର୍କ : ଗଛରେ ପିଟି ହେଲା କାର୍‌; ୨ ମୃତ, ଜଣେ ଗୁରୁତର
  • ||

ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଖସିଲା ବସ୍, ୩ ଆହତ

ଉଦଳା ୦୧/୧୧: ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଖସିଲା ଯାତ୍ରୀବାହୀ ବସ୍‌ ନୀଳମାଧବ। ଉଦଳାରୁ ଠାକୁରମୁଣ୍ଡା ଯାଉଥିବା ବେଳେ ଜଡ଼ିଦା ଛକରେ ଦୁର୍ଘଟଣା ଘଟିଛି। ଅଳ୍ପକେ ବର୍ତ୍ତିଗଲେ ୨୫ରୁ ଅଧିକ ଯାତ୍ରୀ। ୩ ଜଣ ଯାତ୍ରୀ ସାମନ୍ୟ ଆହତ ହୋଇଛନ୍ତି।

ସୂଚନା ଅନୁଯାଇ, ନୀଳମାଧବ ନାମ ଏକ ଯାତ୍ରୀବାହୀ ବସ୍  ୨୫ରୁ ଅଧିକ ଯାତ୍ରୀ ନେଇ ଗନ୍ତବ୍ୟ ସ୍ଥଳକୁ ଯାଉଥିଲା ବସ। ହଠାତ୍ ମଝି ରାସ୍ତାରେ ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ଵକୁ ଢଳିପଡିବା ବେଳେ ଏକ ଗଛ ଉପରେ ବସଟି ଆଉଜି ହୋଇପଡିଥିଲା। ବସଟିକୁ ଓଲଟାଇବାରୁ ବଞ୍ଚାଇଥିଲା ଗଛ। ଯାହା ଫଳରେ ବସ ଭିତରେ ଥିବା ୨୫ ରୁ ଉର୍ଦ୍ଧ ଯାତ୍ରୀ ଅଳ୍ପକେ ବଡ଼ ଦୁର୍ଘଟଣାରୁ ବଞ୍ଚି ଯାଇଛନ୍ତି। ତେବେ ୩ଜଣ ସାମାନ୍ୟ  ଆହତ ହୋଇଛନ୍ତି।  ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.