ପ୍ରମୂଖ ଖବର
  • ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ସୂର୍ଯ୍ୟମନ୍ଦିର, ନିର୍ଦ୍ଦେଶ ଦେଲେ ଜିଲ୍ଲାପାଳ
  • ||
  • ବ୍ରହ୍ମପୁର : ଏମ୍‌କେସିଜି ମେଡିକାଲ କଲେଜରେ ରାଗିଂ ଅଭିଯୋଗ, ଘଟଣାର ତଦନ୍ତ ପାଇଁ ନିର୍ଦ୍ଦେଶ ଦେଲେ ଡିନ୍‌
  • ||
  • ଝାରପଡ଼ା ଜେଲ୍‌ରେ ଗଣ୍ଡଗୋଳ; ବାଜିଲା ଆଲାରାମ୍‌, ଘଟଣାର ତଦନ୍ତ ପାଇଁ ଜେଲ୍‌ ଡିଜିଙ୍କ ନିର୍ଦ୍ଦେଶ
  • ||
  • ଝାରସୁଗୁଡା : ରେଳଡବାରୁ ମିଳିଲା ମହିଳାଙ୍କ ମୃତଦେହ, ପରିଚୟ ଅସ୍ପଷ୍ଟ
  • ||
  • କେନ୍ଦ୍ରାପଡା : ବାତ୍ୟା ସମ୍ପର୍କରେ ପ୍ରତିକ୍ରିୟା ରଖିଲେ ଉପମୁଖ୍ୟମନ୍ତ୍ରୀ, କହିଲେ ଆକଳନ ହେବ ଚାଷର କ୍ଷୟକ୍ଷତି
  • ||
  • ପୁରୀ: ଲଜ୍‌ରେ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ, ରେଜିଷ୍ଟର୍‌ ନେଇଗଲା ପୁଲିସ
  • ||
  • ବାଲେଶ୍ୱରରେ ବାତ୍ୟା ପ୍ରଭାବ; ଘର ଉପରେ ଭାଙ୍ଗିଲା ନଡ଼ିଆ ଗଛ, ଜଣେ ଗୁରୁତର
  • ||
  • ଭୁବନେଶ୍ୱର: ୨୮ ରେ ହେବାକୁ ଥିବା ମୁଖ୍ୟମନ୍ତ୍ରୀଙ୍କ ଜନଶୁଣାଣି ସ୍ଥଗିତ
  • ||
  • ଭଦ୍ରକ : ତାଣ୍ଡବ ରଚିଲା ବାତ୍ୟା 'ଦାନା', ୧୬ ନମ୍ୱର ଜାତୀୟ ରାଜପଥରେ ଯାତାୟତ ବାଧାପ୍ରାପ୍ତ
  • ||
  • ଦୁଇ ନାବାଳିକା ଛାତ୍ରୀଙ୍କୁ ଦୁଷ୍କର୍ମ, ଭୁବନେଶ୍ୱରରୁ ଅପହରଣ କରି ଭଞ୍ଜନଗର ନେଇଥିଲେ :୨ ଅଭିଯୁକ୍ତ ଗିରଫ, କାର୍‌ ଜବତ
  • ||
  • ରାତି ଅଧରେ ପଶିଲା ‘ଦାନା’, ଆଜି ରାତି ସାଢ଼େ ୧୧ଟା ଯାଏ ବାତ୍ୟା ପ୍ରକୋପ: ହାଟଡିହି, ତେଲକୋଇ ଦେଇ ଯିବ
  • ||
  • ଭଦ୍ରକରେ ମଧ୍ୟ ରାତ୍ରିରେ କରାଳ ରୂପ ଦେଖାଇଲା ‘ଦାନା’, ଭୟଭୀତ ଅବସ୍ଥାରେ ଲୋକେ
  • ||
  • ବାଲେଶ୍ୱରରେ ବାତ୍ୟାର ପ୍ରଭାବ, ଲ୍ୟାଣ୍ଡଫଲ୍‌ ପରେ ସମୁଦ୍ରରେ ଉଚ୍ଚ ଜୁଆର ସହ ଲାଗି ରହିଛି ବର୍ଷା
  • ||
  • ନଭେମ୍ବର ୫ରେ ଘୂର୍ଣ୍ଣିବଳୟ ସମ୍ଭାବନା: ଆଜି ପ୍ରବଳ ବର୍ଷା ଆଶଙ୍କା,୯ ଜିଲ୍ଲାରେ ରେଡ୍‌ ଆଲର୍ଟ, ୨୭ରୁ ପାଗ ଫିଟିବ
  • ||

ବାତ୍ୟା ଆଶ୍ରୟସ୍ଥଳୀ ପରିଦର୍ଶନ କଲେ ନୀଳଗିରି ଉପଜିଲ୍ଲାପାଳ

ନୀଳଗିରି,୨୪/୧୦:ବାଲେଶ୍ଵର ଜିଲ୍ଲା ନୀଳଗିରି ଅଞ୍ଚଳରେ ବାତ୍ୟା ପାଇଁ ନଦୀ କୁଳିଆ ଆତଙ୍କିତ।ବାତ୍ୟା ରେ ଚାଳ ଛପର ଘରେ ରହୁଥିବା ଅଞ୍ଚଳବାସୀଙ୍କୁ ବାତ୍ୟା ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର କରାଯାଇଛି। ତେବେ ବାତ୍ୟା  ଆଶ୍ରୟସ୍ଥଳୀରେ କିଭଳି ବ୍ୟବସ୍ଥା ରହିଛି ଏହାକୁ ନୀଳଗିରି ଉପଜିଲ୍ଲାପାଳ  ଅଚାନକ ପରିଦର୍ଶନ କରିଥିଲେ।

ମଛୁଆ ପଞ୍ଚାୟତ ସିଙ୍ଗିରି ଅଞ୍ଚଳରେ ଥିବା ସ୍କୁଲ ରେ ଆଶ୍ରୟ ସ୍ଥଳ ଖୋଲା ଯାଇଥିଛି। ଏଥିରେ କିଛି ଅଵ୍ୟଵସ୍ଥା ଥିବା ବେଳେ ଏହାର ତୁରନ୍ତ ସୁଧାରି ଥିବା ଜଣାପଡିଛି। ଖାଦ୍ୟ ସାମଗ୍ରୀ ସଠିକ ଭାବେ ଯୋଗାଇ ଦିଆଯାଇଛି କି ନାହିଁ ଲୋକଙ୍କୁ  ସିଧା ଯାଇ ପଚାରି ବୁଝିଥିଲେ।

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.