ପ୍ରମୂଖ ଖବର
  • ମିନାକ୍ଷୀ ବାହିନୀପତି ହେଲେ ରାଜ୍ୟ ମହିଳା କଂଗ୍ରେସ ସଭାନେତ୍ରୀ
  • ||
  • ଦିଗପହଣ୍ଡି : ଝାଡାବାନ୍ତିରେ ଜଣେ ମୃତ, ୯ ଗୁରୁତର
  • ||
  • ନୂଆପଡ଼ା : ଲଗାଣ ବର୍ଷାରେ ଭୁଶୁଡ଼ିଲା ନିର୍ମାଣାଧୀନ କୁକୁଡ଼ା ଫାର୍ମ କାନ୍ଥ, ଚାପି ହୋଇ ଦୁଇ ମହିଳା ମୃତ
  • ||
  • ବିଶ୍ୱ ପୁଲିସ ଓ ଅଗ୍ନିଶମ କ୍ରୀଡ଼ାରେ ଇତିହାସ ରଚିଲା ଓଡ଼ିଶା ପୁଲିସ; ମିଳିଲା ୯ ସ୍ୱର୍ଣ୍ଣ, ୨ଟି ରୌପ୍ୟ ଓ ୩ଟି ବ୍ରୋଞ୍ଜ ପଦକ
  • ||
  • ଝାରସୁଗୁଡାରେ ବର୍ଷା ବିତ୍ପାତ, ୪ ବ୍ଲକରେ ଅତି ପ୍ରବଳ ବର୍ଷା ରେକର୍ଡ
  • ||
  • କଟକ : କାର୍‌ - ବାଇକ୍‌ ମୁହାଁମୁହିଁ ଧକ୍କା; ଜଣେ ଗୁରୁତର, ୨ ଆହତ
  • ||
  • ନୟାଗଡ଼ : ଟାଙ୍ଗିଆ ଚୋଟରେ ବୃଦ୍ଧଙ୍କ ମୃତ୍ୟୁ, ଅଭିଯୁକ୍ତ ଅଟକ
  • ||
  • ପୂଜାର୍ଚ୍ଚନା ପରେ ଖୋଲିଲା ହୀରାକୁଦର ୭ ନମ୍ବର ଗେଟ୍, ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ
  • ||
  • ମହଣ ମହଣ ସୁନାରେ ଝଟକିବେ ଦାରୁବ୍ରହ୍ମ, ରଥାରୂଢ଼ ଶ୍ରୀଜିଉଙ୍କ ରାଜରାଜେଶ୍ୱର ବେଶ ଦର୍ଶନ କରିବେ ଶ୍ରଦ୍ଧାଳୁ
  • ||
  • ଆମେରିକା ଟେକ୍ସାସରେ ଭୟଙ୍କର ବନ୍ୟା ସ୍ଥିତି, ୪୩ ମୃତ ୨୩ ନିଖୋଜ
  • ||
  • ଟ୍ରମ୍ପଙ୍କୁ ସିଧା ଟକ୍କର ଦେବେ ଏଲନ ମସ୍କ; ନୂଆ ଦଳର କଲେ ଘୋଷଣା
  • ||
  • ଲଘୁଚାପ ରୂପ ନେଇପାରେ ଘୂର୍ଣ୍ଣିବଳୟ: ଆସନ୍ତା ୩ ଦିନ ପ୍ରବଳ ବର୍ଷା ସମ୍ଭାବନା, ୮ରୁ ଉପକୂଳରେ କମିବ
  • ||

'ପଲିଥିନକୁ ନା, ଗଛ ଲଗାଇ ପରିବେଶକୁ ରଖିବା ସବୁଜ ସୁନ୍ଦର'; ସାଇକେଲ୍ ରାଲିରେ ସଚେତନତା ବାର୍ତ୍ତା

Published By : Harapriya Sethi | July 6, 2025 12:06 PM

ଆନନ୍ଦପୁର,୦୬/୦୭: ଗଛ ଲଗାଇବା ସହିତ ପଲିଥିନ ମୁକ୍ତ ପରିବେଶ ପାଇଁ ଅନୁରୋଧ । ଆନନ୍ଦପୁର ମହାବିଦ୍ୟାଳୟର ଏନସିସି, ଏନଏସଏସ ଓ ସ୍ୱେଚ୍ଛାସେବୀ ସଂଗଠନର ମିଳିତ ସହଯୋଗରେ ପରିବେଶ ସୁରକ୍ଷା ନିମନ୍ତେ ମା' ପାଇଁ ଗଛଟିଏ ଲଗାଇବା ସହିତ ପଲିଥିନ ଫ୍ରି ଆନନ୍ଦପୁର ପାଇଁ ଏକ ସାଇକେଲ ରାଲି କରି ଲୋକଙ୍କୁ ସଚେତନ କରିଛନ୍ତି । ଆନନ୍ଦପୁର ମହାବିଦ୍ୟାଳୟରୁ ସାଇକେଲ ରାଲି ବାହାରି ପଦ୍ମପୁର ଯାଏଁ ପାଖାପାଖି ୫୦ ରୁ ଉର୍ଦ୍ଧ୍ୱ ସାଇକେଲରେ ଛାତ୍ରଛାତ୍ରୀମାନେ ଏହି ସଚେତନ ଯାତ୍ରାରେ ସାମିଲ ହୋଇଥିଲେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.