ପ୍ରମୂଖ ଖବର
  • ଗଞ୍ଜାମ : ଅଦିନିଆ ବର୍ଷାରେ ଉଜୁଡ଼ିଗଲା ଚାଷ, ଚିନ୍ତାରେ ପଡ଼ି ଜୀବନ ହାରିଲେ ଚାଷୀ
  • ||
  • ଆସନ୍ତା ଶିକ୍ଷାବର୍ଷରୁ କଲେଜରେ ଛାତ୍ର ସଂସଦ ନିର୍ବାଚନ,ଘୋଷଣା କଲେ ମୁଖ୍ୟମନ୍ତ୍ରୀ
  • ||
  • ନୟାଗଡ଼ : ରାସ୍ତା ତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ୍, ଡ୍ରାଇଭର ମୃତ
  • ||
  • କେନ୍ଦୁଝର : ଅର୍ଥାଭାବରୁ ଆତ୍ମହତ୍ୟା କଲେ ବିଧବା ମହିଳା, ବେସାହାରା ହେଲେ ସନ୍ତାନ
  • ||
  • ବଲାଙ୍ଗୀର : ଦୁର୍ଗାପାଲି ଗାଁରେ ଅଘଟଣ, ଜଳିଗଲା ୪ ଏକର ଜମିର ଧାନ ଗଦା
  • ||
  • ବୌଦ୍ଧ : ଟ୍ରକ୍‌ରୁ ଖସିଲା ଲୁହା ଇଲେକ୍ଟ୍ରି ପୋଲ୍‌, ଅଳ୍ପକେ ବର୍ତ୍ତିଲେ ଲୋକେ
  • ||
  • ଗଞ୍ଜାମ : ଝୁଲନ୍ତା ଅବସ୍ଥାରେ ବିବାହିତ ପ୍ରେମୀ ଯୁଗଳଙ୍କ ମୃତଦେହ ଉଦ୍ଧାର
  • ||
  • ଜୟପୁର : ଏଆର୍‌ଆଇଙ୍କ ଘରେ ପଶିଲା ଭିଜିଲାନ୍ସ, ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ
  • ||
  • ନୀଳଗିରି : ଅଦିନିଆ ବର୍ଷା ପାଇଁ ଚିନ୍ତାରେ ଚାଷୀ, ହେକ୍ଟର ହେକ୍ଟର ପରିବା ଚାଷ ନଷ୍ଟ
  • ||
  • ପାକିସ୍ତାନର ଏୟାରଷ୍ଟ୍ରାଇକ୍‌ରେ ମୃତ୍ୟୁସଂଖ୍ୟା ୪୬କୁ ବୃଦ୍ଧି, ମୃତକଙ୍କ ମଧ୍ୟରେ ଅଧିକାଂଶ ଶିଶୁ ଓ ମହିଳା
  • ||
  • ବର୍ଡର-ଗାଭାସ୍କର ଟ୍ରଫି, ମେଲବର୍ଣ୍ଣରେ ବ୍ୟାଟିଂ କରୁଛି ଅଷ୍ଟ୍ରେଲିଆ, ଓ୍ବିକେଟ୍ ସନ୍ଧାନରେ ଭାରତ
  • ||
  • ଆଠମଲ୍ଲିକ : ଅଦିନିଆ ବର୍ଷା ଦେଇଗଲା ଦୁଃଖ, ଧାନ ବିଲରେ ଜମି ରହିଛି ପାଣି
  • ||
  • ଆଜିଠୁ ବର୍ଷା କମିବ, ୨୭ରୁ ପୁଣି ବଢ଼ିବ: ପଶ୍ଚିମା ବାୟୁ ପାଇଁ ଉତ୍ତର-ପଶ୍ଚିମ ଓଡ଼ିଶାରେ ବର୍ଷା ଆଶଙ୍କା
  • ||
  • ମେଘୁଆ ପାଗ ପରେ ସୁବର୍ଣ୍ଣପୁରରେ ଶୀତ ଲହରୀ ଆରମ୍ଭ
  • ||

ରାଜ୍ୟସଭା ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ : ଡିସେମ୍ଵର ୧୦ ନାମାଙ୍କନର ଶେଷ ତାରିଖ, ୧୧ରେ ପ୍ରାର୍ଥିପତ୍ର ଯାଞ୍ଚ

Published By : Prameya | December 3, 2024 10:16 AM

ଭୁବନେଶ୍ଵର, ୦୩/୧୨ : ରାଜ୍ୟସଭା ଉପନିର୍ବାଚନ ପାଇଁ ବିଧାନସଭାରେ ପ୍ରକାଶ ପାଇଲା ବିଜ୍ଞପ୍ତି। ଆସନ୍ତା ଡିସେମ୍ଵର ୧୦ ତାରିଖ ନାମାଙ୍କନର ଶେଷ ତାରିଖ। ୧୧ ତାରିଖରେ ପ୍ରାର୍ଥିପତ୍ର ଯାଞ୍ଚ ହେବ। ୧୩ ସୁଦ୍ଧା ପ୍ରାର୍ଥିପତ୍ର ପ୍ରତ୍ୟାହାର କରିପାରିବେ। ଏହାପରେ ୨୦ ତାରିଖରେ ଭୋଟ୍ ଗ୍ରହଣ ହେବ। ରାଜ୍ୟସଭାରୁ ସୁଜିତ୍ କୁମାରଙ୍କ ଇସ୍ତଫା ପରେ ଏହି ଉପନିର୍ବାଚନ ହେବ। 

ସୂଚନାନୁଯାୟୀ, ୪ଟି ରାଜ୍ୟରେ ୬ଟି ରାଜ୍ୟସଭା ଆସନ ଖାଲି ପଡିଛି। ଏହି ସବୁ ଆସନ ପାଇଁ ଆସନ୍ତା ୨୦ ତାରିଖରେ ଉପନିର୍ବାଚନ ହେବ। ସେହିଦିନ ଫଳାଫଳ ପ୍ରକାଶ ପାଇବ। ଓଡ଼ିଶା ସମେତ ଆନ୍ଧ୍ରପ୍ରଦେଶ, ପଶ୍ଚିମବଙ୍ଗ ଓ ହରିୟାଣାରେ ରାଜ୍ୟସଭା ଆସନ ଖାଲି ରହିଛି। ଓଡ଼ିଶାର ବିଜେଡି ନେତା ସୁଜିତ କୁମାର ଇସ୍ତଫା ଦେବା ପରେ ଗୋଟିଏ ଆସନ ଖାଲି ପଡିଛି। ଏହା ପରେ ବିଜେଡି ନେତା ମମତା ମହନ୍ତ ମଧ୍ୟ ରାଜ୍ୟସଭାରୁ ଇସ୍ତଫା ଦେଇଥିଲେ । ପରବର୍ତ୍ତୀ ସମୟରେ ବିଜେପିରେ ଯୋଗ ଦେଇଥିଲେ।

  • prameyanews
  • PrameyaOdia
  • prameya
  • Prameya Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.